-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||     

HOME   ଜିଲ୍ଲା

ସଶକ୍ତ ଓଡିଶା ପକ୍ଷରୁ ଜିଲ୍ଲାପାଳଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ

17-Jul-2022



କଳାହାଣ୍ଡି ,(ତ୍ରିନାଥ ବେଶ୍ରା)
ସଶକ୍ତ ଓଡିଶା ପକ୍ଷରୁ କଳାହାଣ୍ଡି ଜିଲ୍ଲା ର ନୁତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ମlନନୀୟା  ପି. ଅନ୍ୱେଷା ରେଡ୍ଡୀ ଙ୍କୁ ସଶକ୍ତ ଓଡିଶା ର କଳାହାଣ୍ଡି ଜିଲ୍ଲା ସଂଯୋଜକ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ବାଗ ଙ୍କ ନେତୃତ୍ଵରେ ପୂର୍ବ ଅନୁମତି ପତ୍ର କାର୍ଯ୍ୟ ସୂଚୀ ମୁତାବକ ଏକ ପ୍ରତିନିଧି ଦଳ ସାକ୍ଷାତକରି ସରକାରଙ୍କ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ। ବିଶେଷକରି S H G ମାନଙ୍କୁ ସଶକ୍ତ କରିବା ପାଇଁ ସରକାରଙ୍କ ମିଶନ ଶକ୍ତି ବିଭାଗ କିଭଳି ମହିଳା ସଶକ୍ତି କରଣ କରି ଆମ ରାଜ୍ୟ କୁ ଏକ ନମ୍ବର ରାଜ୍ୟରେ ପରିଣତ କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୟନଙ୍କୁ କାର୍ଯ୍ୟକାରୀ କରିବା ପାଇଁ ସଚେତନ କରାଇବା। ଆତ୍ମନିରଭର ଭାରତ ଯୋଜନାରେ S HG ମାନଙ୍କୁ ଉଦ୍ୟୋଗ କରିବାକୁ ବନ୍ଧନ ମୁକ୍ତ ଋଣ କୋଡ଼ିଏ ଲକ୍ଷ୍ୟ ପର୍ଯ୍ୟନ୍ତ ଋଣ ଯୋଜନାକୁ କାର୍ଯ୍ୟ କରିବା ସହିତ ଅନେକ ଯୋଜନା ବିଷୟରେ ଜିଲ୍ଲାପାଳଙ୍କ ସୌଜନ୍ୟ ମୂଳକ ଭାବେ ଆଲୋଚନା ସକାରାତ୍ମକ ହେlଇଥିଲା। ଆମ କଳାହାଣ୍ଡି ଜିଲ୍ଲାରେ ଏଇଭଳି ସଶକ୍ତ ଓଡିଶା ର ସଚେତନ କାର୍ଯ୍ୟକ୍ରମକୁ ଜିଲ୍ଲାପାଳ ମହୋଦୟl ପ୍ରଶଂସା କରିବା ସହ ସହଯୋଗ କରିବା ଏବଂ ଆଗାମୀ ଦିନରେ ସଶକ୍ତ ଓଡିଶା କଳାହାଣ୍ଡି ଜିଲ୍ଲା, ବଡପଡ଼ା ନିକଟରେ ଏକ     S HG ମାନଙ୍କର,  ଜିଲ୍ଲା ସ୍ତରୀୟ ମେଳା କରିବା ପାଇଁ ଜିଲ୍ଲା ସଂଯୋଜକଙ୍କ ପ୍ରସ୍ତାବକୁ ଜିଲ୍ଲାପାଳ ରେଡ୍ଡୀ  ମହାସୟା ଗ୍ରହଣ କରିଥିଲେ।
 ଭୁବନେଶ୍ୱର ଠାରେ ମୁକ୍ଷ୍ୟ ଅଫିସ ଥିବା ବେଲେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା  ଗନ୍ତିଆପଡ଼ା  ବ୍ୟାଙ୍କ କୋଲନି ଠାରେ ଏହାର ଶାଖା ଅଫିସ ରହି ଅଛି l
ଏହି କାର୍ଯ୍ୟ କ୍ରମ ରେ 
ଭବାନୀପାଟଣା,କେସିଙ୍ଗା ବ୍ଲକ ଦାୟିତ୍ୱ ରେ ଥିବା ସି ଶି ଅନିଲ ନିଆଲ୍ ,
ନର୍ଲl ଓ ଏମ ରାମପୁର ସି ସି - ବିଦ୍ୟାଧର ବାଗ କୋକସରା,ଧର୍ମଗଡ, ଜୟପାଟଣା, କଲମପୁର ବ୍ଲକ ଗୁଡ଼ିକ କର ଦାୟିତ୍ୱ ରେଥିବା ସି ସି ତ୍ରିନାଥ ବେଶ୍ରା ଏବଂ 
ନର୍ଲା ବିଶି -ପ୍ରତାପ ସେନାପତି 
କଲମପୁର ବିଶି - ଗୁଲସନ୍ ବାଗ ,
କୋକସରା ବିସି- ଲକ୍ଷ୍ମୀପ୍ରିୟା ପାଣିଗ୍ରାହୀ ,
କେସିଙ୍ଗା shg ସଂଯୋଜକ- ପଞ୍ଚମୀ ହରପାଲ ,
ନର୍ଲା shg ସଂଯୋଜକ- ଜ୍ୟୋତି ସେନାପତି ଓ 
ଜୁନାଗଡ଼ -shg ସଂଯୋଜକ- ମନୋରମା ମଲିକ ,
ଏହି ସମସ୍ତ କର୍ମ କର୍ତ୍ତା ଜିଲ୍ଲା ପାଲଙ୍କୁ ଭେଟି ସ୍ବାଗତ ସମ୍ବ୍ୟର୍ଦ୍ଧନା ଜଣାଇ ଥିଲେ     ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026

You Might Also Like