-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||     

HOME   ଜିଲ୍ଲା

ବିବାଦୀୟ ମହିଳା ପୁଲିସ ଇନ୍ସପେକ୍ଟର ସ୍ନିଗ୍ଧା ରାଣୀ ସୁନା

17-Jul-2022



ବଲାଙ୍ଗିର (ପ୍ରେରଣା ଖବର)ବିବାଦୀୟ ମହିଳା ପୁଲିସ ଇନ୍ସପେକ୍ଟର ସ୍ନିଗ୍ଧା ରାଣୀ ସୁନା ଙ୍କୁ ପୁଲିସ ଡିଜି ସୁନୀଲ କୁମାର ବଂଶଲ ନିଳମ୍ବନ ଆଦେଶ ଦେଇ ତାହା ତତ୍କ୍ଷଣାତ୍ ଲାଗୁ କରିବା କୁ ନିର୍ଦ୍ଦେଶ ଦେଇଛନ୍ତି | ଇନ୍ସପେକ୍ଟର ସୁନା ସୁନ୍ଦରଗଡ଼ ପୁଲିସ ଜିଲ୍ଲା ଅଫିସ ରେ କାର୍ଯ୍ୟରତ ଥିଲେ | ନିଳମ୍ବନ କାଳରେ ସେ ସୁନ୍ଦରଗଡ଼ ଆରକ୍ଷୀ ଅଧିକାରୀ ଙ୍କ ପାଖରେ ଅନୁଶାସନାତ୍ମକ ନିୟନ୍ତ୍ରଣ ରେ ରହିବେ ବୋଲି ନିର୍ଦ୍ଦେଶ ରହିଛି | ବିବାଦୀୟ ଶ୍ରୀମତୀ ସୁନା ଗତ 12 ତାରିଖ ଦିନ ସୁବର୍ଣ୍ଣପୁର ଜିଲ୍ଲା ଖାରୀ ନିକଟରେ ଥିବା ବଡବାହାଲି ଛକରେ ତାଙ୍କର କାର ରେ ପୁରୀ ରୁ ରଥଯାତ୍ରା ଡିୟୁଟି ରୁ ଏଠାକୁ ଆସୁଥିବା ବେଳେ ରାସ୍ତା କଡରେ ଥିବା ଏକ ଅଟୋରିକ୍ସା କୁ ଧକ୍କା ଦେବା ଯୋଗୁଁ ଘଟଣା ସ୍ଥଳରେ 3 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ 6 ଜଣ ଗୁରୁତର ଆଘାତ ପ୍ରାପ୍ତ ହୋଇଥିଲେ | ଦୁର୍ଘଟଣା ପରେ ଜଣେ ପୁଲିସ ଅଧିକାରୀ ରୁପେ କାର୍ଯ୍ୟ ନକରି ଡ୍ରାଇଭର ଅଜୟ ଯେଠି ସହିତ ଘଟଣ ସ୍ଥଳ ରୁ ପଳାଇ ଯାଇ ଆତ୍ମଗୋପନ କରିବା ସହିତ ମୋବାଇଲ ସ୍ଵିଚଅଫ କରି ଦେଇଥିଲେ | ସେହିଦିନ ଅପରାହ୍ନରେ ପୁଲିସ ତାଙ୍କୁ ଠାବ କରି ଏଠାର ହାତୀ ଶାଳ ପଡା ରୁ ଡ୍ରାଇଭର୍ ସହିତ ଗିରଫ କରି ସୋନପୁର ନେଇ ଯାଇଥିଲେ | ଗାଡିର ଚାଳକ ଡି ଏଲ୍ ନଥିବା ଯୋଗୁଁ ଏମ୍ ଭି ଆଇନ ଅନୁସାରେ ତାକୁ କୋର୍ଟରେ ଆଦେଶ ମୁତାବକ ଜେଲ ହାଜତକୁ ପଠାଇ ଦିଆଯାଇ ଥିଲା | ଗତକାଲି ଜାମିନ ରେ ଅଜୟ ଆସିଥିବା ବେଳେ ସୁନା ଙ୍କ ନାମରେ ଏମ୍ ଭି ଆଇନ ସମେତ ଆଇ ପି ସି 114 ଧାରା ଲଗି ଥିଲା ଆଜି ଇନ୍ସପେକ୍ଟର ସୁନା ଙ୍କୁ ନିଳମ୍ବନ ଆଦେଶ ମୁତାବକ ନିଳମ୍ବନ କରିଦିଆଯାଇଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026

You Might Also Like