-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||     

HOME   ଜିଲ୍ଲା

ସାହିତ୍ୟ, ସାହିତ୍ୟିକ ଓ ପାଠକ ଶୀର୍ଷକ ଆଲୋଚନାଚକ୍ର ଓ ପୁସ୍ତକ ଉନ୍ମୋଚନ ,ପ୍ରତିଭା ସମ୍ମାନ  କାର୍ଯ୍ୟକ୍ରମ

17-Jul-2022



 ବଲାଙ୍ଗୀର(ପ୍ରେରଣା ଖବର) ସାହିତ୍ୟ ଏକ ପ୍ରବହମାନ ଧାରା। ଜନମଙ୍ଗଳ ଓ ଜଗତରେ ମାନବିକତା ବୃଦ୍ଧି ପାଇଁ ଆମେ ସାହିତ୍ୟ ର ବିଭିନ୍ନ ବିଭାବ ରେ ଲେଖନୀ ଚାଳନା କରିବା ଦରକାର ବୋଲି ଆଜି ଆମ ଭାଷା ଆମ ସାହିତ୍ୟ ଅନୁଷ୍ଠାନ ର ଆୟୋଜନ ରେ ଶ୍ରୀଚନ୍ଦନ ସାହିତ୍ୟ ସଂସ୍କୃତି ଏକାଡେମୀ ର ବଲାଙ୍ଗୀର ଶାଖା ର ସହଯୋଗିତାରେ ଆୟୋଜିତ ସାହିତ୍ୟ, ସାହିତ୍ୟିକ ଓ ପାଠକ ଶୀର୍ଷକ ଆଲୋଚନା ରେ ଏହି ମତ ପ୍ରକାଶ ପାଇଛି । ଆଲୋଚନା ଚକ୍ର ଅଧିବେଶନରେ ଦେଓଗାଁ ଗୋଷ୍ଠୀ ଚିକିତ୍ସାଅଧିକାରୀ ଡାକ୍ତର ଚିତ୍ତରଞ୍ଜନ ମିଶ୍ର ସଭାପତିତ୍ବ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ଜିଲ୍ଲା ସହକାରୀ ଶିକ୍ଷା ଅଧିକାରୀ କେଶବ ଚନ୍ଦ୍ର ମେହେର , ସମ୍ମାନିତ ଅତିଥି ଭାବେ ଓମ୍ ଭେଲି ସ୍କୁଲ ର ଅଧ୍ୟକ୍ଷ ଅମରେଶ ଚନ୍ଦ୍ର ଦାଶ , ମୁଖ୍ୟ ବକ୍ତା ଭାବରେ ସୁଦାମଚରଣ ମହାବିଦ୍ୟାଳୟ ର ଓଡିଆ ଅଧ୍ୟାପକ ଅଶୋକ କୁମାର ପଣ୍ଡା ଙ୍କ ସହ ଅନୁଷ୍ଠାନ ର ଆବାହକ କବି କୋଶଳ ପ୍ରବାହର ସଂପାଦକ ଆନନ୍ଦ ଚନ୍ଦ୍ର ସାହୁ, ବୌଦ୍ଧିକ ପ୍ରମୁଖ ସନ୍ଦୀପ କୁମାର କୁଅଁର ମଞ୍ଚାସୀନ ହୋଇଥିଲେ। ପ୍ରାରମ୍ଭରେ ଓମ୍ ଭେଲି ସ୍କୁଲ ର ଛାତ୍ରୀମାନେ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ ।କାର୍ଯ୍ୟକ୍ରମ ସଂପର୍କରେ ସୂଚନା ପ୍ରଦାନ କରିଥିଲେ ଶ୍ରୀଚନ୍ଦନ ସାହିତ୍ୟ ସଂସ୍କୃତି ଏକାଡେମୀ ରାଜ୍ୟ ସଂପାଦକ ନବକିଶୋର ବେହେରା । ଏହି ଅବସରରେ ବୈଦ୍ୟ ଶିରୋମଣୀ ଝସକେତନ ଗୁରୁ ଙ୍କ ପୁସ୍ତକ ଆମ ସ୍ବାସ୍ଥ୍ୟ ଓ ଦୀର୍ଘ ଜୀବନ , କବି ନବକିଶୋର ବେହେରା ଙ୍କ ଶିଶୁ କବିତା ସଂକଳନ ମାଆ ଓ ବାର୍ଷିକ ସଂକଳନ ମନସ୍ବୀନୀ କୁ ଲୋକାର୍ପିତ କରିଥିଲେ ମଞ୍ଚାସୀନ ଅତିଥିମାନେ ।

ଦ୍ବିତୀୟ ଅଧିବେଶନରେ କବି ଶିକ୍ଷକ ଆୟୁର୍ବେଦ ଚିକିତ୍ସକ ଭକ୍ତବନ୍ଧୁ ବିଶ୍ବାଳ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅବସରପ୍ରାପ୍ତ

ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସୁଖୀଶ୍ୟାମ ତ୍ରିପାଠୀ ତାଙ୍କର ବକ୍ତବ୍ଯ ରେ ଆମର ସାମାଜିକ ଜୀବନକୁ ବ୍ୟବସ୍ଥିତ କରିବାକୁ ଆମକୁ ହିଁ ନିଜେ ପରିବର୍ତ୍ତିତ ହେବାକୁ ଆହ୍ବାନ ଦେଇଥିଲେ । ମଂଚାସୀନ ହୋଇଥିବା ଆୟୁର୍ବେଦ ଶିରୋମଣୀ ବୈଦ୍ୟ ଝସକେତନ ଗୁରୁ ନିଜର ବକ୍ତବ୍ଯ ରେ ଚେରିମୁଳି ଚିକିତ୍ସା ସଂପର୍କରେ ଆଲୋଚନା କରିଥିଲେ ।ଏହି ଅବସରରେ ଶିକ୍ଷୟତ୍ରୀ କଳ୍ପନା ଷଡଙ୍ଗୀ, ଶିକ୍ଷୟତ୍ରୀ ପୂର୍ଣ୍ଣିମା ବେହେରା,ଡାକ୍ତର ଚିତ୍ତରଞ୍ଜନ ମିଶ୍ର ଓ ବୈଦ୍ୟ ଶିରୋମଣୀ ଝସକେତନ ଗୁରୁ ଙ୍କୁ ରାଜବୈଦ୍ୟ ସ୍ବର୍ଗତ ଚିନ୍ତାମଣି ବେହେରା ସ୍ମୃତି ପରିଷଦ ତରଫରୁ ଉଲ୍ଲେଖନୀୟ ସେବା ପାଇଁ ମାନପତ୍ର ,ଉପାୟନ ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମ ପରିଚାଳନା ରେ ଶିକ୍ଷୟତ୍ରୀ କୁମୁଦିନୀ ପୃଷ୍ଟି, ଅବସରପ୍ରାପ୍ତ ଶିକ୍ଷକ କବି ବଳିଷ୍ଠ ପ୍ରଧାନ, ପଦ୍ମନାଭ ବାରିକ ,ଅଧିବକ୍ତା ଶୁଭ୍ରାଂଶୁ ଶେଖର ପଣ୍ଡା , ଅବସରପ୍ରାପ୍ତ ଶିକ୍ଷକ ରାଜକିଶୋର ପଣ୍ଡା ପ୍ରମୁଖ ସହଯୋଗ କରିଥିଲେ । ପ୍ରଥମ ଅଧିବେଶନ କୁ ସନ୍ଦୀପ କୁମାର କୁଅଁର ସଂଯୋଜନା କରିଥିବା ବେଳେ ଦ୍ବିତୀୟ ଅଧିବେଶନରେ କବି ଶ୍ରୀ ନବକିଶୋର ବେହେରା ତଥା ଶେଷରେ ଆବାହକ କବି ଆନନ୍ଦ ଚନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026

You Might Also Like