-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||     

HOME   ଜିଲ୍ଲା

ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘର ବାର୍ଷିକ ଅଧିବେଶନ, ବଲାଙ୍ଗିର ଡିଭିଜନର ଶାଖାର ନୂତନ କର୍ମକର୍ତ୍ତା ମନୋନୀତ

17-Jul-2022



ବଲାଙ୍ଗିର,(ପ୍ରେରଣା ଖବର)-ସ୍ଥାନୀୟ ଯାଦବ ଭବନରେ ବଲାଙ୍ଗିର ଡିଭିଜନର ଡିଭିଜନାଲ ସେକ୍ରେଟେରି ନିର୍ବାଚନ ଏବଂ ଅନ୍ୟାନ୍ୟ ପଦବୀ ପାଇଁ ନିର୍ବାଚନ ସଂଘର ନିର୍ବାଚନ ଅଧିକାରୀ ପବିତ୍ର ଖୁଣ୍ଟିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଡିଭିଜିନାଲ ସେକ୍ରେଟେରୀ ଭାବେ ଉଦ୍ଦବ କରନ, ସବ୍‌ଡିଭିଜନାଲ ସମ୍ପାଦକ ଭାବେ ରମେଶ ସାହୁ, ଗଣେଷ ଶର୍ମା, ସୁଶାନ୍ତ ବିଶ୍ୱାଲ, ରାହୁଲ ନାୟକ ଏବଂ ଶାଖା ସମ୍ପାଦକ ହିସାବରେ ଚିତ୍ତ ରଂଜନ ଥନାପତି, କିଶୋର ଚନ୍ଦ୍ର ବେହେରା, ପ୍ରଶାନ୍ତ ଖଟୁଆ, ମନୋରଞ୍ଜନ ପାଢୀ, ବବଲୁ ପଟେଲ, ବୃନ୍ଦାବନ ପାଣ୍ଡେ, ହରିହର ପଧାନ, ସଞ୍ଜିବ କୁମାର ଭୋଇ, ଶ୍ରୀନିବାସ ପଧାନ, ରମାକାନ୍ତ ନାୟକ, ତପନ କୁମାର ମଙ୍ଗଲ, ବେଣୁଧର ସାହୁ, ଗୋକୁଲ ହାତୀ ନିର୍ବାଚିତ ହୋଇଛନ୍ତି । ନିର୍ବାଚନୀ ସଭା ପରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇ ଆଉଟ ସୋର୍ସ କର୍ମଚାରୀ, ଠିକା କର୍ମଚାରୀ, ରେଗୁଲାର କର୍ମଚାରୀମାନଙ୍କ ବିଭିନ୍ନ ସମସ୍ୟାର ଯଥା ସମସ୍ତଙ୍କୁ ଇ.ଏସ୍‌.ଆଇ, ଇ.ପି.ଏଫ୍‌, ଛୁଟି, ଆଠ ଘଣ୍ଟା ଡ୍ୟୁଟି, କମ୍ପାନି ରେ ମିଳୁଥିବା ବିଭିନ୍ନ ପ୍ରକାର ସୁବିଧା ଗୁଡିକୁ ଠିକ୍ ଭାବରେ ପ୍ରଦାନ କରାଯିବା ପାଇଁ ତୁରନ୍ତ ପଦକ୍ଷେପ ଓ ସ୍ଥାୟୀ କରିବା ପାଇଁ ତୁରନ୍ତ ପଦକ୍ଷେପ ବାବଦରେ ନେବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଅଛି । କାର୍ଯ୍ୟ କ୍ଷେତ୍ରରେ ସୁରକ୍ଷା ନିୟମାବଳୀ ହିସାବରେ କାର୍ଯ୍ୟ କରିବାର ବିଷୟରେ ଆଲୋଚନା କରାଯାଇଥିଲା ।  ଏହି ସଭାରେ ସଂଘର ସଭାପତି ଲଳିତ କୁମାର ପଟ୍ଟନାୟକ ସଭାପତିତ୍ୱ କରିଥିଲେ । ସଂଘର ସାଧାରଣ ସମ୍ପାଦକ ପ୍ରଣୟ କୁମାର ନାୟକ କମ୍ପାନିର ଆଭିମୁଖ୍ୟ କର୍ମଚାରୀମାନଙ୍କ ସୁବିଧା ଅସୁବିଧା ସମୟରେ ଆଲେକପାତ କରି ସଂଘ ତରଫରୁ ତୁରନ୍ତ ପଦକ୍ଷେପ ଏବଂ ସମାଧାନ କରିବା ପାଇଁ ଯଥାଶିଘ୍ର ପଦକ୍ଷେପ ଗ୍ରହଣ କରିବାକୁ କହିଥିଲେ ଏବଂ କର୍ମଚାରୀମାନେ ତଥା ସଭ୍ୟମାନେ କିପରି ଶତପ୍ରତିଶତ ସୁରକ୍ଷା ନିୟମକୁ ମାନି ସମସ୍ତ କାର୍ଯ୍ୟ ସମ୍ପାଦନ କରିବା ବିଷୟରେ କହିଥିଲେ । ଯଥାଶିଘ୍ର ଟେକନିକାଲ କର୍ମଚାରୀମାନଙ୍କ ଦିର୍ଘ ଦିନର ଚାଲି ଆସିଥିବା ଦରମା ଗତ ତାରତମ୍ୟ ଦୂର ସହିତ ଏଗାରତମ ମଜୁରୀ ନିର୍ଦ୍ଧାରଣ ତୁରନ୍ତ ସମାଧାନ ହେବ ବୋଲି କହିଥିଲେ । ଆଉଟସୋର୍ସ କର୍ମଚାରୀମାନଙ୍କ ଏବଂ ଠିକା କର୍ମଚାରୀମାନଙ୍କର ସମସ୍ତ ସୁବିଧା ସୁଯୋଗ ଗୁଡିକ ବିଷୟରେ ଯଥାଶିଘ୍ର ପ୍ରଦାନ ପାଇଁ ୧୫ ଦିନ ଭିତରେ ଦାବି ରଖିବା ପାଇଁ ଡିମାଣ୍ଡ ଲେଟର ପ୍ରଦାନ କରିବାକୁ ସଂଘର ନିଷ୍ପତ୍ତି କୁ ଜଣାଇଥିଲେ ଏବଂ ଆସନ୍ତା ତା.୨୪.୦୭.୨୦୨୨ ରେ ସମ୍ବଲପୁର ଠାରେ ସଂଘର ସାଧାରଣ ନିର୍ବାଚନ ରେ ଭାଗ ନେବା ପାଇଁ ସମସ୍ତଙ୍କୁ ଅନୁରୋଧ କରିଥିଲେ ।  ଏହି ସଭାରେ ସଂଘର ଉପ-ସଭାପତି ପବିତ୍ର ଖୁଣ୍ଟିଆ ଆଞ୍ଚଳିକ ସମ୍ପାଦକ ଅମୀୟ ପାଟଯୋଷୀ, ରଞ୍ଜନ ଲେଙ୍କା, ଯୁଗ୍ମ ସଂପାଦକ ସମ୍ବିତ କୁମାର ପଣ୍ଡା, ଇବି ମେମ୍ବର ସୁନିଲ ବାରିକ, ରାମ କୁମାର ଦାସ ଏବଂ ଯୁବ ନେତୃତ୍ୱ ମାନଙ୍କ ମଧ୍ୟରେ ସୁରେନ୍ଦ୍ର ସେଠ, ଅମିତାଭ ଦାସ, ସସବିନ୍ଦୁ ପ୍ରଧାନ, ଅମିୟ ପସାୟତ, ବିଜୟ ମହାପାତ୍ର ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଶେଷରେ ସଭାପତି ତାଙ୍କ ବକ୍ତବ୍ୟ ରଖି ସଭା ସାଙ୍ଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026

You Might Also Like