-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||     

HOME   ଜିଲ୍ଲା

ବର୍ଷା ରେ ବେହାଲ୍ ବଲାଙ୍ଗିର ସହର, କଦମ୍ ପଡା ଭୂତଳ ପୋଲ ଜଳମଗ୍ନ, ଶାସ୍ତ୍ରୀ ନଗରରେ ଘରକୁ ପଶିଲା ବର୍ଷା ପାଣି

17-Jul-2022



ବଲାଙ୍ଗିର, ଗତକାଲି ରାତିରୁ ବଲାଙ୍ଗିର ସହର ଭିତରେ ଜୋରଦାର ବର୍ଷା ଲାଗି ରହିଛି । ଯାହା ଫଳରେ ବିଭିନ୍ନ ଜାଗାରେ ବର୍ଷା ପାଣି ଭର୍ତ୍ତି ହେବା ଯୋଗୁଁ, ଲୋକେ ନାହିଁନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି । ବଲାଙ୍ଗିର  ସହର କଦମ୍ୱପଡା ଠାରେ ଥିବା ଭୂତଳ ପୋଲ ଭିତରେ ଜମିଯାଇଛି ଅଣ୍ଟାଏ ପାଣି । ଯାହା ଫଳରେ ବଲାଙ୍ଗିରରୁ ମହିମୁଣ୍ଡା ରାସ୍ତାରେ ଯାତାୟାତ ଠପ ହୋଇଯାଇଛି ।  ବଲାଙ୍ଗିର ଜିଲ୍ଲା ରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ୍ l

ଗତକାଲି ଓ ଆଜି ସକାଳ ପର୍ଯ୍ୟନ୍ତ ଲଗାଣ ବର୍ଷା ରେ ବଲାଙ୍ଗିର ସହରର ବିଭିନ୍ନ ଅଞ୍ଚଳ ପ୍ରଭାବିତ ହୋଇଛନ୍ତି l ଅନେକ ଘରକୁ ବର୍ଷା ପାଣି ପ୍ରବେଶ କରି ଥିବା ବେଳେ ରାସ୍ତାରେ ଡ୍ରେନ୍ ପାଣି ପ୍ରବାହିତ ହେଉଥିବା ଦେଖା ଯାଇଛି l ବଲାଙ୍ଗିର ସହର ର ଶାସ୍ତ୍ରୀ ନଗରର ଅଧିବାସୀ ଗତକାଲିର ବର୍ଷରେ ଅକଥନୀୟ ଦୁର୍ଦ୍ଦଶାର ସମ୍ମୁଖୀନ ହୋଇଥିବା ଦେଖା ଯାଇଛି l ଶାସ୍ତ୍ରୀ ନଗରର ବସୁଦେବ ସାହୁ ଙ୍କ ଘରେ ବର୍ଷା ପାଣି ପଶି ଥିବା ଯୋଗୁଁ ପରିବାର ଲୋକେ ଦୀର୍ଘ ସମୟ ପର୍ଯ୍ୟନ୍ତ ପାଣି ଘେରରେ ରହିଥିଲେ l ଘରର ଅନେକ ମୂଲ୍ୟବାନ୍ ଆସବାବ ପତ୍ର ଓ ଧାନ ଚାଉଳ ନଷ୍ଟ ହୋଇଥିବା ଜଣାପଡ଼ିଛି l ପରେ ଅଗ୍ନିଶମ ବିଭାଗ ଆସି ପାଣି ନିଷ୍କାସନ ର୍ ବ୍ୟବସ୍ଥା କରିବା ସହ ପରିବାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ରଖିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026

You Might Also Like