-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||     

HOME   ରାଜ୍ୟ

ସାମାଜିକ ବାସନ୍ଦ କାରଣ ରୁ ୬ ଘଣ୍ଟା ପଡ଼ି ରହିଲା ଶବ, କାନ୍ଧ ଦେଲେନି ଜାତିଭାଇ, ଶବ ସତ୍କାର କଲା ମାତୃଭୂମି ସ୍ବେଚ୍ଛାସେବୀ ସଂଗଠନ

25-Nov-2020



ରେଙ୍ଗାଲି,ସଂଜୀବ ପାଣିଗ୍ରାହୀ ଙ୍କ ରିପୋର୍ଟ :) ଅନ୍ୟ ଜାତିରେ ବିବାହ କରିଥିବାରୁ ସାମାଜିକ ବାସନ୍ଦ ହୋଇଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପରେ ଶବ ୬ ଘଣ୍ଟା ଧରି ପଡ଼ି ରହିବା ଭଳି ଅଭାବନୀୟ ଘଟଣା ଘଟିଛି ରେଂଗାଲି ବ୍ଲକ୍‌ ବାବୁଖିଣ୍ଡା ଗାଁରେ l  ଗାଁ’ର ସୁଶୀଲ ବାଗ (୪୨) କିଛି ବର୍ଷ ତଳେ ଭିନ୍ନ ଜାତିର ଜଣେ ମହିଳାଙ୍କୁ ବିବାହ କରିଥିଲେ। ସେହି କାରଣରୁ ତାଙ୍କୁ ଜାତିରୁ ବାସନ୍ଦ କରାଯାଇଥିଲା। ଏହା ପରେ ତାଙ୍କ ପରିବାର ବିଭିନ୍ନ ସାମାଜିକ ସମସ୍ୟା ଭୋଗି ଆସୁଥିଲା। କିଛି ଦିନ ତଳେ ସୁଶୀଲ ଏକ ଅଜଣା ରୋଗରେ ଆକ୍ରାନ୍ତ ହୋଇଥିଲେ ଏବଂ ମଙ୍ଗଳବାର ଦିନ ସାଢ଼େ ୧୧ଟା ସମୟରେ ତାଙ୍କର ମୃତ୍ୟୁ ହୋଇଥିଲା। କିନ୍ତୁ ଅନ୍ୟ ଜାତିରେ ବିବାହ କରିବାର ଦଣ୍ଡ ତାଙ୍କୁ ମୃତ୍ୟୁ ପରେ ବି ଭୋଗିବାକୁ ପଡ଼ିଥିଲା। ତାଙ୍କ ଶବକୁ କାନ୍ଧ ଦେବା ପାଇଁ ଜାତି ସମାଜର କେହି ଆସି ନଥିଲେ।
     ଖବର ପାଇ ଖିଣ୍ଡାସ୍ଥିତ ମାତୃଭୂମି ସ୍ବେଚ୍ଛାସେବୀ ସଂଗଠନର ଉପସଭାପତି ଉମାକାନ୍ତ ନାଥ ଏବଂ ସଦସ୍ୟ ସୁଶୀଲ ପାତ୍ର ଯାଇ ଶବସତ୍କାରର ବ୍ୟବସ୍ଥା କରାଇଥିଲେ। ଶବକୁ କାନ୍ଧରେ ବୋହି ଦାହ ସଂସ୍କାର ପାଇଁ ଶ୍ମଶାନକୁ ନେଇଥିଲେ। ସେଠାରେ ବିଧି ମୁତାବକ ତାଙ୍କ ‌ଅନ୍ତିମ ସଂସ୍କାର କରିଥିଲେ। ବିଭିନ୍ନ ସାମାଜିକ କାର୍ଯ୍ୟରେ ସକ୍ରିୟ ଥିବା ମାତୃଭୂମି ସ୍ବେଚ୍ଛାସେବୀଙ୍କ ଏହି ମହତ କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରା ଯାଇଥିବା ବେଳେ ଆଧୁନିକ ସମୟରେ ବି ଜାତିବାଦର କୁପରିଣାମ ସମାଜ ସୁଧାରକଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like