-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାପ୍ରଶାସନ ର ଲଣ୍ଠନ ଦେଖାରେ ଅତିଷ୍ଠ........! ପଦ୍ମପୁର ଉପଖଣ୍ଡ ସମ୍ପୁର୍ଣ୍ଣ ବନ୍ଦ

18-Jul-2022



ବରଗଡ: ଏଚଡିଏଫସି ବୀମା କମ୍ପାନୀ ର ମନମୁଖୀ କାରବାର, ଅନିୟମିତତା ଏବଂ ଚାଷୀ କୂଳ ସହ ଛକାପଞ୍ଝା ଖେଳ ଏବଂ ଫସଲ ବୀମା ଆଇନ କୁ ଉଲଗ୍ନ କରୁଥିବା ପ୍ରତିବାଦ ରେ ବାଧ୍ୟହୋଇ ଆଜି  ସକାଳ ୬ଘଣ୍ଟାରୁ  ସନ୍ଧ୍ୟା ୬ ଘଟିକା ପର୍ଯ୍ୟନ୍ତ ପଦ୍ମପୁର ସବଡିଭିନ ର ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ଗାଡି ମଟର, ଦୋକାନ ବଜାର ବନ୍ଦ କରିବା ପାଇଁ ରାଜବୋଡ଼ାସମ୍ବର କୃଷକ ସଙ୍ଗଠନ ପକ୍ଷରୁ ଡାକରା କୁ ପୂର୍ଣ୍ଣମାତ୍ରାରେ ସମର୍ଥନ ମିଳିଛି। ଏହି ଆନ୍ଦୋଳନ କୁ ସମର୍ଥନ କରି ବିଭିନ୍ନ ରାଜନୈତିକ ଦଳ ମାନେ ସମର୍ଥନ ଜଣାଇଛନ୍ତି ଏବଂ ଅନେକ କୃଷକ ସଙ୍ଗଠନ ମାନେ ସକ୍ରିୟ ସହଯୋଗ କରୁଥିବାର ଜଣାଯାଏ । ବନ୍ଦ ଯୋଗୁଁ ବିଭିନ୍ନ ସ୍ଥାନରେ ଯାନ ବାହନ ଅଟକି ରହିଛି ।ମାଣ୍ଡୋସିଲ ଠାରୁ ବିଜେପୁର, ପାଇକମାଳ, ପଦ୍ମପୁର, ଗାଇସିଲେଟ, ଝାରବନ୍ଧ, ସୋହେଲା ଏପରି କି ବରଗଡ ଜିଲ୍ଲା ର ବହୁ ଗୁଡ଼ାଏ ବ୍ଳଳ ରେ ବନ୍ଦ ପାଳନ ର ପ୍ରଭାବ ଅବ୍ୟାହତ ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026

You Might Also Like