-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||     

HOME   ଜିଲ୍ଲା

ଜିଲ୍ଲା ଡୁମାଲ ସମାଜର କାର୍ଯ୍ୟକାରିଣୀ ବୈଠକ

18-Jul-2022



ବଲାଙ୍ଗିର,  ଷାଠିଏ ଘର ଡୁମାଲ ସମାଜର କାର୍ଯ୍ୟକାରିଣୀ ବୈଠକ କନ୍ଦାଜୁରି ମାହେଶ୍ୱରୀ ମନ୍ଦିର ଠାରେ ଜିଲ୍ଲା ସଭାପତି ଲମ୍ବୋଦର ମହାକୁରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକଟିକୁ କନ୍ଦାଜୁରୀ କେନ୍ଦ୍ରର ସଭାପତି କୁଞ୍ଚୁ ମେର୍ଲି ଓ ସଂପାଦକ ଡାକ୍ତର ଥାଟୀ ତଥା ଅନ୍ୟ ଗ୍ରାମବାସୀ ଜାତି ଭାଇ ବୃନ୍ଦଙ୍କ ସହାୟତା ରେ ଆୟୋଜନ କରିଥିଲେ । ଉପଦେଷ୍ଟା ମଣ୍ଡଳୀ ର ସକ୍ରିୟ ସଭ୍ୟ ମଲିଆ ଗଡୁଆ ସଭା ସଂଯୋଜନା କରିଥିଲେ । ଆଜିକାର ବୈଠକରେ ଜିଲ୍ଲା ପଂପାଦକ ଇନ୍ଦ୍ରମଣି ବାରିକ, ଉପଦେଷ୍ଟା ମଣ୍ଡଳୀର ସଭ୍ୟ ଚକାନନ୍ଦ କମ୍ପ ଓ ପୂର୍ଣ୍ଣଚନ୍ଦ୍ର ଖମାରୀ, କାର୍ଯ୍ୟକାରିଣୀର ସଭ୍ୟ ଦୟାନିଧି ଖମାରୀ, ମୀନକେତନ ଡାଙ୍ଗ, ସଂଜୟ ମହାକୁର, ଶଙ୍କର୍ଷନ ଭୋଇ, ନାରାୟଣ କମ୍ପ, ମଧୁ ସୁଦନ କ୍ଷେତି, ସୁବଳ ଖମାରୀ, ବ୍ରାହ୍ମଣି ଡୁଙ୍ଗୁରୀର ସଭାପତି ବୃଷବ ଦନ୍ତା, ପାଣ୍ଡିରିଡୁଙ୍ଗୁରି ର ସଭାପତି ଶଶୀ ଭୂଷଣ ମହାକୁର ଓ ସଂପାଦକ କବିରାଜ ପଧାନ, ଯୁଗସର୍ଡା କେନ୍ଦ୍ରର ସଭାପତି ନାରାୟଣ ପଧାନ, ସିନ୍ଦୁରବାହାଲ କେନ୍ଦ୍ର ର ସଭାପତି ଆନନ୍ଦ ଡାଙ୍ଗ, କନ୍ଦାଜୁରୀ ଗ୍ରାମ୍ୟ କମିଟିର ସଭାପତି ରାଧେଶ୍ୟାମ ଖମାରୀ ଓ ସଂପାଦକ ରାଜେଶ ପଧାନ, ସରୋଜ କୁମାର ମେଶ୍ୱା ଯୁବ ନେତା ତଥା ପୂର୍ବତନ ସରପଞ୍ଚ ଉପସ୍ଥିତ ରହି ନିଜ ନିଜର ସୁଚିନତିତ ମତାମତ ପ୍ରଦାନ କରିଥିଲେ । ସର୍ବ ପ୍ରଥମେ କନ୍ଦାଜୁରୀ ଅଂଚଳ ଅଧିନରେ ଥିବା ପ୍ରତ୍ୟେକ ଗ୍ରାମର ଡୁମାଲ ପରିବାରର ପରିସଂଖ୍ୟାନ (ଜନ ଗଣନା) କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଗଲା । ଆଗାମୀ ଦିନରେ ଅନ୍ୟ ସମସ୍ତ କେନ୍ଦ୍ର ଅଧିନରେ ଥିବା ସମସ୍ତ ଗ୍ରାମର ପ୍ରତ୍ୟେକ ପରିବାରର ଜନଗଣନା କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଗଲା । ଉତ୍ତମ ସଂଗଠନ ଓ ଡୁମାଲ ସମାଜର ବିକାଶ ନିମିତ୍ତ ପ୍ରତ୍ୟେକ କେନ୍ଦ୍ରରେ ଯୁବକମାନଙ୍କୁ ନେଇ ଏକ ଯୁବ ସଂଗଠନ ଗଢିବା ପାଇଁ ଏହି କେନ୍ଦ୍ରରୁ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଗଲା । ପରିଶେଷରେ ଶଙ୍କର୍ଷଣ ଭୋଇ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026

You Might Also Like