-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||     

HOME   ଜିଲ୍ଲା

ବିଦ୍ୟାଳୟ ସୁରକ୍ଷା ସପ୍ତାହ ପାଳନ

18-Jul-2022



ବଲାଙ୍ଗୀର( ଅନ୍ତର୍ଯ୍ୟାମୀ ସାହୁ): ବଲାଙ୍ଗିର ସ୍ଥିତ ପି. ପି. ଏକାଡେମୀ ଠାରେ ବିଦ୍ୟାଳୟ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ସିନୁ ସୁନ୍ଦର ପାଢୀଙ୍କ ସଭାପତିତ୍ୱ  ଓ ବିଜ୍ଞାନଶିକ୍ଷକ ସୁନିଲ କୁମାରଙ୍କ ସଂଯୋଜନା

କାର୍ଯ୍ୟକ୍ରମରେ ବିଦ୍ୟାଳୟରେ ବିଭିନ୍ନ ସମୟରେ ସମ୍ମାନୀତ ଅତିଥିମାନେ ଆସି  ଛାତ୍ରଛାତ୍ରୀମାନଙ୍କୁ ସୁରକ୍ଷା ସପ୍ତାହ ବିଷୟରେ ମତାମତ ରଖିଥିଲେ । ଏହି ଅବସରରେ ବିଦ୍ୟାଳୟରେ ସ୍ୱଚ୍ଛତା, ଶୃଙ୍ଖଳା, ନୀତି ପାଳନ, ବୃକ୍ଷଗୁଡିକର ସୁରକ୍ଷା, ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷୟତ୍ରୀଙ୍କ ସୁରକ୍ଷା, ଯାତାୟତ ସୁରକ୍ଷା ତଥା ପ୍ରାଥମିକ ଚିକିତ୍ସା ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଯାଇଥିଲା । ପ୍ରାଥମିକ ଚିକିତ୍ସାର ଅଧ୍ୟାପକ ରବି ଚନ୍ଦ୍ର ପଶାୟତ ଓ ଫାଷ୍ଟ ଏଡର ରାମ

ନାରାୟଣ ଦାଶଙ୍କ ଦ୍ୱାରା ପ୍ରାଥମିକ ଚିକିତ୍ସା ବିଷୟରେ ଡେମୋନେଷ୍ଟ୍ରେସନ ମାଧ୍ୟମରେ ପିଲାମାନଙ୍କୁ ବିଭିନ୍ନ କୌଶଳ ପ୍ରଦାନ କରାଯାଇଥିଲା ।  ପ୍ରାଥମିକ ଚିକିତ୍ସା, ଲକ୍ଷ, ଉଦ୍ଦେଶ୍ୟ, ମୁର୍ଚ୍ଛା, ବ୍ୟାଣ୍ଡେଜ୍‌, କ୍ଷତ, ରକ୍ତ ସ୍ରାବ, ନିଆଁ ଲାଗିବା ଭଳି ବିଭିନ୍ନ ସ୍ଥିତିରେ କିପରି ପ୍ରାଥମିକ ଚିକିତ୍ସା ଦିଆଯିବ ସେହି ବିଷୟରେ ପ୍ରଦର୍ଶନ ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ବୁଝାଇ ଦିଆଯାଇଥିଲା । କାର୍ଯ୍ୟକ୍ରମରେ ଶିକ୍ଷୟତ୍ରୀ ଝୁମୁଲତା ସାବତ, ଅଂଶୁପା ଭୋଇ, ଅନନ୍ୟା ମିଶ୍ର ତଥା ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟତ୍ରୀ ଓ ବ୍ୟକ୍ତିବିଶେଷ ସହଯୋଗ କରିଥିଲେ । ଶିକ୍ଷୟତ୍ରୀ ମଧୁସ୍ମିତା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026

You Might Also Like