-+91-9937148622 |
prerana_bgr@rediffmail.com |
Sunday 10th May 2026 |
R.N.I. Regd No. ODIODI/2010/46693
Breaking News
18-Jul-2022
ବଲାଙ୍ଗିର // ଆଜି ଶ୍ରାବଣର ପ୍ରଥମ ସୋମବାର । ବଲାଙ୍ଗିର ସହରର ଶୈବପୀଠଗୁଡିକରେ ବୋଲବମ୍ ଭକ୍ତଙ୍କ ବହୁତ ଭିଡ଼ ଦେଖିବାକୁ ମିଳିଛି । ଦୀର୍ଘ ଦୁଇ ବର୍ଷ ଧରି କରୋନା କଟକଣା ଯୋଗୁଁ ଶ୍ରାବଣରେ ବୋଲବମ୍ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳୁନଥିବା ବେଳେ ଚଳିତ ବର୍ଷ କାଉଡିଆଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଛି । ବୋଲବମ୍ ନାରାରେ ମନ୍ଦିର, ବାଟଘାଟ ରେ ଉଛୁଳି ପଡୁଛି ।
(ବଲାଙ୍ଗିର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ୍)