-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||     

HOME   ଜିଲ୍ଲା

ଜୟ କିଶାନ ଆନ୍ଦୋଳନ ପକ୍ଷରୁ ଦାବି ପତ୍ର ପ୍ରଦାନ

18-Jul-2022



ବରଗଡ: ପୂର୍ବନିର୍ଦ୍ଧାରିତ ଦିନ ଅନୁଯାୟୀ ରାଜବୋଡାସମ୍ବର କୃଷକ ସଙ୍ଗଠନ ପକ୍ଷରୁ ଦେଇଥିବା ୧୨ ଘଣ୍ଟିଆ ଡାକରା କୁ ଜୟ କିଶାନ ଆନ୍ଦୋଳନ ଭଟଲି ବ୍ଳକ ପୂର୍ଣ୍ଣମାତ୍ରାରେ ସମର୍ଥନ ଜଣାଇ ଆନ୍ଦୋଳନ କୁ ଓହ୍ଳାଇଛି ।ଏ ପରିପ୍ରେକ୍ଷୀରେ ବରଗଡ ଜିଲ୍ଲା ଭଟଲି ବ୍ଳକ ର ହାଲୁପାଲି ଗ୍ରାମପଞ୍ଚାୟତ ଏବଂ ନାରଙ୍ଗପୁର ଗ୍ରାମପଞ୍ଚାୟତ ର ଗତ ବର୍ଷ ଧାନଫସଲ ବହୁ ମାତ୍ରାରେ କ୍ଷତି ହୋଇଥିଲା । ଯାହାକି ଚାଷୀ ନିର୍ଦ୍ଧିଷ୍ଟ ସମୟ ରେ ଏଚଡିଏଫସି ଫସଲ ବୀମା କମ୍ପାନୀ ଙ୍କ ଠାରେ ପ୍ରିମିୟମ ରାଶି ଭର୍ତ୍ତି କରିଥିଲେ ।ତା ସାଙ୍ଗକୁ ନିର୍ଦ୍ଧିଷ୍ଟ ସମୟ ରେ ମଧ୍ୟ ସରକାରୀ ଅଧିକାରୀ ଓ ଏଚଡିଏଫସି କମ୍ପାନୀ ର ଅଧିକାରୀ ମାନେ ଆସି କ୍ରପକଟିଙ୍ଗ କରିଥିଲେ।ଯାହାକି ପ୍ରଧାନମନ୍ତ୍ରୀ ଫସଲ ବୀମା ହେତୁ ଟି/ୱାଇ/ ଏ /ୱାଇ ଅନୁଯାୟୀ ଭଟଲି ବ୍ଳକ ର ଏଇ ଦୁଇଗୋଟି ପଞ୍ଚାୟତ ବୀମା ଟଙ୍କା ପାଇବାର ହକଦାର ।ହେଲେ ଅଦ୍ୟାବଧି ଚାଷୀ ତାର ପ୍ରାପ୍ୟ ପାଇବାରୁ ବଂଚିତ ଅଛି ।ଏ ସଂକ୍ରାନ୍ତରେ ଏକ ଦାବିପତ୍ର ସ୍ଥାନୀୟ ତହସିଲଦାର ଙ୍କୁ ଆଜି ସମୁହ ଚାଷୀ ପ୍ରଦାନ କରିଛନ୍ତି । ଏଥିରେ ଉଲ୍ଲେଖ କରାଯାଇଛି ଯେ, ଯଦି ଆଗାମୀ ସାତ ଦିନ ମଧ୍ୟରେ ଯଦି ବୀମା ଟଙ୍କା ଚାଷୀ ଙ୍କୁ ନମିଳେ ତେବେ ପୁନଃ ବାଧ୍ୟ ହୋଇ ରାଜରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେବୁ ବୋଲି ରୋକ ଠୋକ ଚେତାବନୀ ଦେଇଛନ୍ତି।ଏନେଇ ଜୟ କିଶାନ ଆନ୍ଦୋଳନ ହାଲୁପାଲି ଗ୍ରାମପଞ୍ଚାୟତ ଭଟଲି ବ୍ଳକ ର ଦାୟିତ୍ଵ ଥିବା ସଭାପତି ଶାନ୍ତନୁ ମାଝୀ ଏବଂ ସମ୍ପାଦକ ସଞ୍ଜିବ କୁମାର ସାହୁ ଆମ ପ୍ରତିନିଧି ଙ୍କୁ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026

You Might Also Like