-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||     

HOME   ଜିଲ୍ଲା

ଭିଜନ"କ୍ଲିନ ସୋନପୁର " ପରିପ୍ରେକ୍ଷୀରେ ସଚେତନତା ବୈଠକ

19-Jul-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ସୋନପୁର ପୌରପରିଷଦ ତରଫରୁ ଭିଜନ କ୍ଲିନ ସୋନପୁର ପରିପ୍ରେକ୍ଷୀ ରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା ୧୮/0୭/୨୨ ସୋନପୁର ସହରକୁ ସ୍ୱଚ୍ଛ ଓ ସୁସ୍ଥ ରଖିବା ନିମନ୍ତେ ଏକ ସଚେତନତା ବୈଠକ ସ୍ଥାନୀୟ ନୂତନ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି l ଯୋଜନା ଅନୁଯାୟୀ ଭିଜନ କ୍ଲିନ ସୋନପୁର କୁ ବାସ୍ତବ ରୂପ ଦେବା ନିମନ୍ତେ ସୋନପୁର ପୌରପରିଷଦ ତରଫରୁ କାର୍ଯ୍ୟାରମ୍ଭ କରାଯାଇଛି l ସୋନପୁର ସହରକୁ ସ୍ୱଚ୍ଛ ସୁନ୍ଦର ତଥା ପରିଷ୍କାର ପରିଚ୍ଛନ

ରଖିବା ଆମ ସମସ୍ତଙ୍କ ନୈତିକ କର୍ତ୍ତବ୍ୟ ଓ ଦାୟିତ୍ୱ l ସମସ୍ତେ ନିଜ ପାରିପାର୍ଶ୍ୱକୁ ସ୍ୱଚ୍ଛ,ପରିଷ୍କାର ଓ ପରିଚ୍ଛନ ରଖିବାକୁ ଆଗ୍ରହ ଦେଖାଇବା ସହିତ ଆନ୍ତରିକ ଯତ୍ନବାନ ହେବାକୁ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ନରୱଣେ ସମସ୍ତ ଜନସାଧାରଣଙ୍କୁ ପରାମର୍ଶ ଦେବା ସହିତ ଭିଜନ"କ୍ଲିନ ସୋନପୁର" କୁ ସାକାର କରିବାକୁ ସମସ୍ତେ ଏକଜୁଟ ହୋଇ ଦୃଢ଼ସଂକଳ୍ପ ପୂର୍ବକ କାର୍ଯ୍ୟ କରିବାକୁ ଜିଲ୍ଲପାଳ ଶ୍ରୀମତୀ ନରୱଣେ ଆହ୍ୱାନ କରିଛନ୍ତି l ଏବଂ ସ୍ୱଛତା ଉପରେ ପୁନେ ଓ ବିଶାଖା ପାଟଣା ର ଉଦାହରଣ ଦେଇ ସମସ୍ତ ଙ୍କୁ ଉତ୍ସାହିତ କରିଥିଲେ l ସୋନପୁର କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟଂଶୁ ରୁଟ ଅଦ୍ୟ ବୈଠକ ର ଆଭିମୁଖ୍ୟ ର ଆଲୋକପାତ କରି ପୌର ପରିଷଦ ଦ୍ୱାରା ନିଆଯାଉଥିବା ସ୍ୱଚ୍ଛତା କାର୍ଯ୍ୟକାରିତା ର ଉପସ୍ଥାପନା କରିଥିଲେ l ସେ ଏହି ଅବସରରେ ଜନସାଧାରଣ ଙ୍କୁ ଆବର୍ଜନା ପରିଚାଳନା ରେ ସମ୍ପୂର୍ଣ ସହଯୋଗ କରିବାକୁ ଅନୁରୋଧ କରିଛନ୍ତିl ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ନିହାର ରଞ୍ଜନ କଁହର ବୈଠକର ପରିଚାଳନା କରି ନିଜ ବକ୍ତବ୍ୟ ରେ କ୍ଲିନ ସୋନପୁର ଭିଜନ କୁ ସାକାର କରିବାକୁ ଆଗେଇ ଆସିବାକୁ ଅନୁରୋଧ କରିଛନ୍ତି l ମଂଚାସୀନ ଅନ୍ୟ ଅତିଥି ଉପଜିଲ୍ଲାପାଳ ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ପୌରପରିଷଦ ଅଧ୍ୟକ୍ଷା ତମସୀ ତାମସ୍ମିତା ନାଏକ, ପରିବହନ ଅଧିକାରୀ ରବୀନ ପଟ୍ଟନାୟକ,ଡ଼ିଏସଡବ୍ଲୁ ଗୌରମଣି ହାଁସଦା ପ୍ରମୁଖ ନିଜ ନିଜର ବକ୍ତବ୍ୟ ରେ ସ୍ୱଚ୍ଛ ସୋନପୁର ନିମନ୍ତେ ସମସ୍ତେ ଯତ୍ନବାନ ସହ ଦୃଢ ଭାବେ ନିଜ ନିଜ ସ୍ତରରେ ଆନ୍ତରିକତାର ସହିତ କାର୍ଯ୍ୟ କରିବାକୁ ଆହ୍ୱାନ

କରିଛନ୍ତି l ବୈଠକରେ କାର୍ଯ୍ୟରତ କର୍ମଚାରୀ ନିଜର ଅଭିଜ୍ଞତା କହିଥିବା ବେଳେ କାଉନସିଲର ପ୍ରମୁଖ କ୍ଲିନ ସୋନପୁର ଭିଜନ କୁ ସମସ୍ତ ସହଯୋଗ ର ସହ ଦୃଢ଼ ସମର୍ଥନ ସହିତ ସମସ୍ତ  ଜନସାଧାରଣ ଏହି ମହାତ୍ୱାକାଂକ୍ଷୀ କାର୍ଯ୍ୟ ନିମନ୍ତେ ଆଗେଇ ଆସିବାକୁ ଅନୁରୋଧ କରିଛନ୍ତି  l ବୈଠକରେ ପୂର୍ବତନ କାଉନସିଲର, କାର୍ଯ୍ୟରତ କାଉନସିଲର, ବୁଦ୍ଧିଜୀବୀ, ସଚେତନ ନାଗରିକ,ସ୍ବେଛାସେବୀ କର୍ମକର୍ତ୍ତା, ଅଙ୍ଗନବାଡି କର୍ମୀ, ଆଶା କର୍ମୀ,ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟା,ଜିଲ୍ଳା ସ୍ତରୀୟ ଅଧିକାରୀ ବୃନ୍ଦ, ଗଣମାଧ୍ୟମ ପ୍ରତିନିଧି, ତଥା ପୌର ପରିଷଦ ର କର୍ମଚାରୀ ପ୍ରମୁଖ ଯୋଗଦାନ କରିଥିଲେ l ବୈଠକ ରେ ମିଶନଶକ୍ତି ସଂଯୋଜକ କାର୍ତ୍ତିକ ନାଏକ ଅତିଥି ପରିଚୟ କରିଥିବା ବେଳେ ପୌର କର୍ମଚାରୀ ଶିବରାମ ସାହୁ ବୈଠକରେ ସଂଯୋଜନା କରିଥିଲେ l ପରେ ପରେ ସ୍ଵଂୟ ସହାୟକ ଜୀବନ ଜୀବିକା ସମ୍ପର୍କରେ ସଦସ୍ୟା ମାନଙ୍କୁ ନେଇ ଏକ ସ୍ୱୟଂ ସହାୟକ ଗୋଷ୍ଠୀ ଙ୍କ ମେପିଙ୍ଗ କର୍ମଶାଳା ମିଶନ ଶକ୍ତି ସଂଯୋଜକ ଶ୍ରୀ ନାଏକ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026

You Might Also Like