-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||     

HOME   ଜିଲ୍ଲା

ଶ୍ରାବଣର ପ୍ରଥମ ସୋମବାରରେ ମହାଦେବ ଙ୍କୁ ଜଳଲାଗି ପାଇଁ ରାଣୀପୁର ଝରିଆଲ ଚଳଚଞ୍ଚଳ, ଆସ୍ଥା,ବିଶ୍ବାସ ଓ ଭକ୍ତି ଆଗରେ ହାର ମାନିଛି ସୁବିଧା ସୁଯୋଗ

19-Jul-2022



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ) ଶ୍ରlବଣ ମାସର ପ୍ରଥମ ସୋମବାର ତେଣୁ ସୋମେଶ୍ବର ମହାଦେବଙ୍କ ପୀଠରେ ଜଳ ଲାଗି କରିବାପାଇଁ ବହୁସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ରବିବାର  ପହଞ୍ଚିଥିଲେ ଐତିହ୍ଯ ସମ୍ପନ୍ନ ଯୋଗିନୀପିଠ ରାଣୀପୁର ଝରିଆଲ। କରୋନା କଟକଣା ଯୋଗୁଁ ଦୁଇ ବର୍ଷ ହେଲା ଭକ୍ତ ମାନେ ମହାଦେବଙ୍କୁ ଜଳଲାଗି କରିବାରୁ ବଞ୍ଚିତ ରହିଥିଲେ । ତେବେ ଏ ବର୍ଷ କଟକଣା କୋହଳ ଥିବାରୁ ଏ ପିଠକୁ ପୁଣି ଆକର୍ଷିତ କରିଛନ୍ତି ଯୋଗିନୀ ଗଣ ମହାଦେବଙ୍କୁ

ପ୍ରତ୍ୟକ୍ଷ ଜଳଲାଗି କରି କୃତାର୍ଥ ହେବାକୁ କାଉଡିଆ ଭକ୍ତ ମାନଙ୍କୁ । ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ରେଳ ଷ୍ଟେସନ ରୁ ୩୭ ଓ କଣ୍ଟାବାଞ୍ଜି ରେଳ ଷ୍ଟେସନ ରୁ ୨୫ କି:ମି ଦୁରରେ ଥିବାରୁ ରାଜ୍ଯ ତଥା ରାଜ୍ଯ ବାହାରୁ ଛୁଟି ଆସିଛନ୍ତି ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଓ ଭକ୍ତ। ହେଲେ କରୋନା ସମୟରେ ମନ୍ଦିର ବନ୍ଦ ଥିବା ଓ ସରକାରୀ ଦୃଷ୍ଟି ଆଢୁଆଳରେ ରହି ଯାଉ ଥିବାରୁ

ମୌଳିକ ସୁବିଧା ସୁଯୋଗ ର ଅଭାବ ଥିଲେ ହେଁ ଆସ୍ଥା , ବିଶ୍ବାସ ଓ ଭକ୍ତି ଆଗରେ ସୁବିଧା ସୁଯୋଗ ସତେ ଯେମିତି ହାର ମାନିଛନ୍ତି । ମନ୍ଦିର କମିଟି ତରଫରୁ ଏଥିପାଇଁ ବ୍ୟାପକ ବ୍ୟବସ୍ଥା ଯେମିତି ଟ୍ୟାଙ୍କର ଯୋଗେ ପାନୀୟଜଳ , ବିଦ୍ୟୁତ ପାଇଁ ଜେନରେଟର ବ୍ୟବସ୍ଥା ଓ ସ୍ଥାନିୟ ସିନ୍ଧେକେଲାର ଜଣେ ଦାତାଙ୍କ ତରଫରୁ ରବିବାର ରାତି ଭୋଗ ବ୍ୟବସ୍ଥା କରା ଯାଇଥିବା ବେଳେ ସୋନପୁର ଜିଲ୍ଲାର ଜଣେ ଦାତା ସୋମବାର ଭୋଗ ବ୍ୟବସ୍ଥା ଆଦି କରିଥିଲେ । ଭିଡକୁ ଦୃଷ୍ଟିରେ ରଖି ସିନ୍ଧେକେଲା ଥାନା ତରଫରୁ ପୋଲିସ ଷ୍ଟାଫ ମୁତୟନ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026

You Might Also Like