-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||     

HOME   ଜିଲ୍ଲା

ସାଂସଦ ଙ୍କ ନୁତନ ବଙ୍ଗୋମୁଣ୍ଡା ବ୍ଲକ ପ୍ରତିନିଧି ଅନିଲ ନାଏକଙ୍କୁ ସିନ୍ଧେକେଲା ରେ ସମ୍ବର୍ଦ୍ଧନା

19-Jul-2022



ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଳକ ପାଇଁ ସାଂସଦ ପ୍ରତିନିଧି ଭାବରେ ଅନିଲ ନାଏକ ନୁତନ ଭାବରେ ନିଯୁକ୍ତି ପାଇଛନ୍ତି। ସେ ବର୍ତ୍ତମାନ ବିଜେପି ଦଳର ବଲାଙ୍ଗୀର ଜିଲ୍ଲା ସମ୍ପାଦକ ଭାବେ ଦାୟିତ୍ବ ତୁଲାଉଛନ୍ତି। ବଙ୍ଗୋମୁଣ୍ଡା ବ୍ଲକ ଅଞ୍ଚଳରେ ବିଜେପି ଦଳକୁ ମଜବୁତ କରିବା ପାଇଁ ଲୋକସମ୍ପର୍କ ଓ ସାଂଗଠନିକ କାର୍ଯ୍ୟକ୍ରମ ଜାରି ରଖିଥିବା ବେଳେ ସ୍ଥାନିୟ ଲୋକଙ୍କ ମୌଳିକ ଅଧିକାର ଓ ଅସୁବିଧା କୁ ନେଇ ଲଢେଇ ମଧ୍ଯ ଜାରି ରଖିଛନ୍ତି। ତେବେ ସାଂସଦ ଙ୍କ ନୋମିନୀ ଭାବେ ନିଯୁକ୍ତି ପାଇଥିବା ଖବର ପ୍ରଚାରିତ ହେବା ପରେ ସିନ୍ଧେକେଲା ଅଞ୍ଚଳର ବିଭିନ୍ନ ସଂଗଠନ, ଦଳିୟ କାର୍ଯ୍ଯକର୍ତ୍ତା ଓ ବିଭିନ୍ନ ପଞ୍ଚାୟତ ର ନବନିର୍ବାଚିତ ପ୍ରତିନିଧି ମାନେ ଭେଟି ଶ୍ରୀ ନାଏକ ଙ୍କୁ ସମ୍ବର୍ଦ୍ଧନା ଜଣାଇଛନ୍ତି । ଏବଂ ଆଗକୁ ସାଂସଦ ଙ୍କ ଦ୍ବାରା ଅଞ୍ଚଳର ବିଭିନ୍ନ ସମସ୍ୟାର ସମାଧାନ କରିବା ନେଇ ଆଲୋଚନା କରିଛନ୍ତି । ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ବଲାଙ୍ଗୀର ଜିଲ୍ଲାର ଗର୍ବ ଓ ଗୌରବର ଗାଥା ଗାଉଥିବା ଐତିହ୍ଯ ସମ୍ପନ୍ନ ରାଣୀପୁର ଝରିଆଲ ଯୋଗିନୀପିଠ କୁ ୨୦୧୯ ଜାନୁଆରୀ ୧୫ ତାରିଖ ଦିନ ନିଜ ବଲାଙ୍ଗୀର ଗସ୍ତ ସମୟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜେ ପୀଠର ଉନ୍ନତିକରଣ ପାଇଁ ଅନୁଦାନ ଘୋଷଣା କରିଥିଲେ। ତେବେ

ଘୋଷଣା ହେବାର ୩ ବର୍ଷରୁ ଉର୍ଦ୍ଧ୍ବ ହୋଇ ଯାଇଥିଲେ ହେଁ କେବଳ ପଥର ନିର୍ମିତ ଚାରୋଟି ଚେୟାର ଓ କିଛି ଲେଖା ହୋଇନଥିବା ଏକ ନାମ ଫଳକ ହିଁ ବର୍ତ୍ତମାନ ଦିଲ୍ଲୀ ରୁ ଭୁବନେଶ୍ବର ଦେଇ ରାଣୀପୁର ଝରିଆଲ କୁ ପହଞ୍ଚିଛି। ତେବେ ଏ ନେଇ ସାଂସଦ ଙ୍କ ମାଧ୍ୟମରେ ଶ୍ରୀ ନାଏକ ପୀଠର ବିକାଶ ପାଇଁ କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ପ୍ରୟାସ କରିବି ବୋଳି କହିଛନ୍ତି। ସମ୍ବର୍ଦ୍ଧନା ସମୟରେ ଅନ୍ୟମାନଙ୍କ ମଧ୍ଯରେ ରାଣୀପୁର ଝରିଆଲ ଉନ୍ନୟନ କମିଟିର ଆବାହକ ଅନିଲ କୁମାର ତ୍ରିପାଠୀ, ଝଳପ ସରପଞ୍ଚ ଙ୍କ ପ୍ରତିନିଧି ଗୋବିନ୍ଦ ପୁଟେଲ , ଅଳଣ୍ଡା ସରପଞ୍ଚଙ୍କ ପ୍ରତିନିଧି ତଥା ଯୁବନେତା ଯୁବରାଜ ବାଗ, ଠେମରା ପଞ୍ଚାୟତର ପୂର୍ବତନ ସମିତିସଭ୍ଯ ନିତ୍ୟାନନ୍ଦ ପୃଷେଠ, ନୌରାଜ ରଣା , ହେମନ୍ତ ସାହୁ , ନିଳାନ ସଡଙ୍ଗୀ, ଆର୍ତ୍ତତ୍ରାଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026

You Might Also Like