-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||     

HOME   ଜିଲ୍ଲା

ବର୍ଷାରେ ବଡ଼ପରା ଅଙ୍ଗନବାଡି କେନ୍ଦ୍ର ଛାତରୁ ଝରୁଛି ପାଣି

19-Jul-2022



ବଙ୍ଗୋମୁଣ୍ଡା /ସିନ୍ଧେକେଲା: ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଗନ୍ଧର୍ଲା ପଞ୍ଚାୟତର ବଡ଼ପରା ଗ୍ରାମରେ ଅଙ୍ଗନବାଡି କେନ୍ଦ୍ର ଛାତରୁ ପାଣି ଝରୁଥିବାରୁ ଛାତ୍ରଛାତ୍ରୀ ମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି  l ପ୍ରାୟ ଚାରିବର୍ଷ ହେବ ଶ୍ରେଣୀ ଗୃହରୁ ଏଭଳି ପାଣି ଝରୁଛି l ହେଲେ ବିଭାଗ ପକ୍ଷରୁ ଏହାର ମରାମତି ଦିଗରେ କୌଣସି ପଦକ୍ଷେପ ନିଆ ଯାଉ ନ ଥିବାରୁ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି l ଅନ୍ୟପକ୍ଷେ ପାଣି ଝରିବା ସମ୍ପର୍କରେ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଜଣା ଯାଇଥିଲେ ମଧ୍ଯ କୌଣସି ସୁଫଳ ମିଳୁ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି l ଅଙ୍ଗନବାଡି କେନ୍ଦ୍ର ଛାତରୁ ପାଣି ଝରିବା ଯୋଗୁଁ ଛତ ଦୁର୍ବଳ ହେବା ସହ କେତେ ବେଳେ ଯେ ଅଘଟଣ ନ ଘଟିବ ତାହା କହି ହେବ ନାହିଁ । ଏଣୁ ତୁରନ୍ତ ଉକ୍ତ ଅଙ୍ଗନବାଡି ଗୃହର ମରାମତି କରିବାକୁ ଅଭିଭାବକ ତଥା ଗ୍ରାମବାସୀ ଦାବୀ କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ଆମ ଢେଙ୍କାନାଳ- ଆମ ଗୌରବ   10-May-2026
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026
  ଜିଲ୍ଲା  
*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   10-May-2026
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026

You Might Also Like