-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||     

HOME   ଜିଲ୍ଲା

ବିଶ୍ୱ ଶାନ୍ତି ପାଇଁ ପ୍ରକୃତି ପୂଜା ଓ ବୃକ୍ଷରୋପଣ

19-Jul-2022



ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲାର ସଦର ର ଜନମୁରା ଯୋଗୀ ଯୋଗିନୀ ମଠ ରେ ବିଶ୍ଵ ଶାନ୍ତି, ପ୍ରକୃତି ଶାନ୍ତି ଅବସର ରେ ବୈଦିକ ଯଜ୍ଞ ଓ ବୃକ୍ଷ ପୂଜନ ଓ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ପରିବେଶ ପ୍ରଦୂଷଣ ପାଇଁ ଓ ଜଙ୍ଗଲ ନଷ୍ଟ ଯୋଗୁଁ ଏବେ ସାରା ବିଶ୍ୱ ରେ ପ୍ରକୃତି ନିୟନ୍ତ୍ରଣ ହରାଇଛି l କେବେ କରୋନା ତ କେବେ ବଜ୍ରାଘାତ, କେବେ  ଉତ୍ତାପ ବୃଦ୍ଧି ତ କେବେ ଅଂଶୁଘାତ, ବନ୍ୟା ବାତ୍ୟା ମରୁଡି ଓ ନାନା ଅଜଣା ରୋଗରେ  ଲୋକେ ପୋକ ମାଛି ପରି ମାରୁଛନ୍ତି କେତେ ପଙ୍ଗୁ ଅବସ୍ଥା ରେ ବି ଅଛନ୍ତି l ପୃଥିବୀର ଏଭଳି ସ୍ଥିତି ରେ ସମଗ୍ର ପରିବେଶ ସୁରକ୍ଷା ଓ ତାର ସନ୍ତୁଳନ ପାଇଁ ଚାରିଆଡେ ଏବେ ପ୍ରକୃତି ପୂଜା, ହୋମ ଯଜ୍ଞ, ବୃକ୍ଷରୋପଣ ଓ ତାରି ଯତ୍ନ ପାଇଁ ଆଗଭର ହେବାର ଚିତ୍ର ସାମନକୁ ଆସିଛି ସୁବର୍ଣ୍ଣପୁର ରେ l

ଶ୍ରାବଣ ମାସ ର କର୍କଟ ସକ୍ରାନ୍ତି ଅବସର ରେ ପତଞ୍ଜଳି ଯୁବ ଭାରତ ର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନୋଜ ପଣ୍ଡା , ଯୁବ ଭାରତ ଜିଲ୍ଲା ପ୍ରଭାରୀ ସତ୍ୟବାନ ମିଶ୍ର, କିସନ୍ ପ୍ରଭାରୀ ଲକ୍ଷଣ ପ୍ରଧାନ ସମେତ ଆର୍ୟ ସମାଜ ର ପଙ୍କଜ ମେହେର ଓ ମହାଜନ ସୁବର୍ଣ୍ଣପୁର ଜ଼ିଲ୍ଲାର ଜନମୁରା ଗାଁ ରେ ସାମୁହିକ ଭାବେ ଆର୍ଯ୍ୟ ବୈଦିକ ରୀତିରେ  ଯଜ୍ଞ ଓ ବୃକ୍ଷ ପୂଜନ ରୋପଣ କାର୍ଯ୍ୟକ୍ରମ ର କରା ଯାଇଛି l ଆସାଢୁ ପ୍ରଧାନ, କୁନି ଝିଅ ହଁଶୀକା ମିଶ୍ର, ପ୍ରମୁଖ ଗ୍ରାମ ବାସୀ  ମଧ୍ୟ ଏଥିରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026

You Might Also Like