-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||     

HOME   ଜିଲ୍ଲା

ଖଟିଆରେ ୫ କିମି ବୋହିଲେ ରୋଗୀ: ରାସ୍ତା ନ ଥିବାରୁ ଆମ୍ବୁଲାନସ୍ ଯାଇପାରିଲାନି ଗାଁକୁ

19-Jul-2022



ନାକଟିଦେଉଳ(କନ୍ଦର୍ପ ବେହେରା) -ଗାଁ କୁ ଯିବାକୁ ରାସ୍ତା ନ ଥିବାରୁ ରୋଗୀକୁ ଖଟିଆରେ ବୋହି ୫ କିମି ଯାଏଁ ଆମ୍ବୁଲାନସ୍ ପାଖକୁ ପହଂଚାଇଲେ ଗ୍ରାମବାସୀ ା ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ନାକଟିଦେଉଳ ବ୍ଲକ୍ ଘୋଷରାମାଳ ପଂଚାୟତର ବଡବିଲ୍ ଗ୍ରାମରେ ା 

ପ୍ରକାଶ ଯେ , ନାକଟିଦେଉଳ ବ୍ଲକ୍ ଘୋଷରାମାଳ ପଂଚାୟତ ବଡବିଲ୍ ଗ୍ରାମର ବିରଂଚି ଦେହୁରୀ( ୩୮)ଚାଷ କାମ କରିବାକୁ ବିଲକୁ ଯାଇଥିଲେ ା ହଳ ଧରୁଥିବା ସମୟରେ ହଠାତ୍

ବିରଞ୍ଚି ଅସୁସ୍ଥ ହୋଇ ପଡ଼ିଥିଲେ ା ଗ୍ରାମବାସୀ ଆମ୍ବୁଲାନସ୍ କୁ ଫୋନ୍ କରିଥିଲେ ା ଆମ୍ବୁଲାନସ୍ ପହଂଚିଲା ସତ ହେଲେ ଗାଁକୁ ଯିବାକୁ ଭଲ ରାସ୍ତାଟିଏ ନ ଥିବାରୁ ବଡବିଲ୍ ଠାରୁ ୫ କିମି ଦୂର ଝାଟୁକିମାଳ ଠାରେ ଆମ୍ବୁଲାନସ୍ ଅଟକିଥିଲା ା ଗ୍ରାମ ବାସୀ ଅସୁସ୍ଥ ବିରଞ୍ଚିକୁ ଖଟିଆରେ ପ୍ରାୟ ପାଂଚ କିମି ନାଳ ପାର ହୋଇ ବୋହି ଆଣିଥିଲେ ା ଆମ୍ବୁଲାନସ୍ ରେ ଅସୁସ୍ଥ ବିରଂଚି କୁ ଅଣାଯାଇଥିଲେ ମଧ୍ୟ ଡାକ୍ତର ମ୍ରୁତ ଘୋଷଣା କରିଥିଲେ ା ସରକାର ଗ୍ରାମର ବିକାଶ ଦିଗରେ ବହୁଯୋଜନା କରିଥିଲେ ମଧ୍ୟ ଏବେ ବି ଗାଁକୁ ରାସ୍ତାଟିଏ ନାହିଁ ଯା ଫଳରେ ରୋଗୀ ମ୍ରୁତ୍ୟୁବରଣ କରୁଛି ା ବଡବିଲ୍ ଗାଁ କୁ ରାସ୍ତାଟିଏ ଥିଲେ ହୁଏତ ଆମ୍ବୁଲାନ୍ସ ପହଂଚି ପାରିଥାନ୍ତା ଓ ରୋଗୀଟି ମ୍ରୁତ୍ୟୁ ମୁଖରୁ ବଂଚିଯାଇଥାନ୍ତା ା


News Comment




Photo in News

Advertisment
Lastest News
  ରାଜ୍ୟ  
ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-May-2026
  ରାଜ୍ୟ  
ଆମ ଢେଙ୍କାନାଳ- ଆମ ଗୌରବ   10-May-2026
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026
  ଜିଲ୍ଲା  
*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   10-May-2026
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026

You Might Also Like