-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||     

HOME   ଜିଲ୍ଲା

କୋସଲ ସମାଜ ତରଫରୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଦାବିପତ୍ର

19-Jul-2022



ବଲାଙ୍ଗୀର(ପ୍ରେରଣା ଖବର), ଆଜି କୋସଲ ସମାଜ ତରଫରୁ ଭାରତର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲାପଳ ଚଂଚଳ ରାଣାଙ୍କୁ ଏକ ୬ଦଫା ଦାବିପ୍ରତ୍ର ପ୍ରଦାନ କରାଯାଇଛି । ଭାରତରେ ଚାଲିଥିବା ଅପସଂସ୍କୃତିକୁ ରୋକାଯିବା  ତଥା ଯୁବପିଢ଼ୀକୁ ବିପଥଗାମୀ ହେବାରୁ ରକ୍ଷା କରିବା ଏବଂ ନିଶାଦ୍ରବ୍ୟ ସେବାନକୁ ବନ୍ଦ କରିବା ନେଇ ଏହି ଦାବିପତ୍ରରେ ଉଲ୍ଲେଖ କରାଯାଇଛି । ପଶ୍ଚିମ ଓଡ଼ିଶାର ୧୬ଟି ଜିଲ୍ଲାରେ କୋଟି କୋଟି ଟଙ୍କାର ପ୍ରାକୃତିକ ସଂପତ୍ତିଗଛିତ ଥିଲେ ମଧ୍ୟ ଏ ଅଞ୍ଚଳର ଯୁବ ମାନଙ୍କୁ ଚାକିରୀ ମିଳୁ ନାହିଁ । ତେଣୁ ସ୍ଥାନୀୟ ଯୁବକ ଯୁବତୀଙ୍କୁ ଆଗ୍ରାଧିକାର ଭିତ୍ତିରେ ନିଯୁକ୍ତି ପ୍ରଦାନ ପାଇଁ ଏହି ଦାବିପତ୍ରରେ ଉଲ୍ଲେଖ କରାଯାଇଛି । ପ୍ରାଥମିକ ସ୍ତରରୁ ବିଶ୍ୱବିଦ୍ୟାଳୟ ସ୍ତର ପର୍ଯ୍ୟନ୍ତ ମାଗଣାରେ ଶିକ୍ଷାଦାନ କରାଯିବା ସହ ଛାତ୍ରଛାତ୍ରୀ ମାନଙ୍କୁ ଆଧ୍ୟାତ୍ମିକତା ଶିକ୍ଷା ପ୍ରଦାନ କରାଯାଉ ଯାହା ଦ୍ୱାରା ଚରିତ୍ରବାନ ମଣିଷ ସୃଷ୍ଟି ହୋଇପାରିବେ ବୋଲି ଏହି ଦାବିପତ୍ରରେ ଉଲ୍ଲେଖ କରାଯାଇଛି । କୋସଲ ସମାଜର ସଚିବ ଦିଲିଫ ପାଢ଼ିଙ୍କ ନେତୃତ୍ୱରେ କୋସଲ ସମାଜର ବହୁ କର୍ମକର୍ତ୍ତା ଓ ସଭ୍ୟସଭ୍ୟା ଏହି ଦାବିପତ୍ର ପ୍ରଦାନ ସମୟରେ ସାମିଲ ହୋଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026

You Might Also Like