-+91-9937148622 |

prerana_bgr@rediffmail.com |

  Monday 11th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   (10-May-2026)       ||      ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   (10-May-2026)       ||      ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||     

HOME   ଜିଲ୍ଲା

ଫସଲ ବୀମା କ୍ଷତିପୂରଣ ଟଙ୍କା ଦାବି, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କଲେ କ୍ଷତିଗ୍ରସ୍ତ ଚାଷୀ

20-Jul-2022



ବଲାଙ୍ଗୀର(ପ୍ରେରଣା ଖବର): ଗତ ୨ଠ୨୧ ମସିହା ଖରିପ ଋତୁରେ ପ୍ରଧାନମନ୍ତ୍ରୀ ଫସଲ ବୀମା ପାଇଁ ଆବେଦନ କରିଥିବା ଚାଷୀ ମାନେ ଏ ପର୍ଯ୍ୟନ୍ତ ବୀମା ଟଙ୍କା ପାଇ ପାରି ନାହାନ୍ତି । ବୀମା କଂପାନୀର ଟାଳଟୁଳ ନୀତି ଓ ଜିଲ୍ଲା ପ୍ରଶାସନର ଚାଷୀ ବିରୋଧୀ ମନୋଭାବ ବିରୁଦ୍ଧରେ ଆଜି ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ଉପଖଣ୍ଡ ମୁରିବାହାଲ ବ୍ଲକ  ତେନ୍ତେଲଖୁଣ୍ଟି, ଲଖନା, ପତ୍ରାପାଲି(କ) ଓ ମୁରିବାହାଲ ପଂଚାୟତର ବହୁ ଚାଷୀ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ଜରିଆରେ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ୨ଠ୨୧ ମସିହା ଖରିପ ଋତୁରେ ଏହି ପଂଚାୟତ ଗୁଡିକରେ ଆଶାନୁରୂପକ ବର୍ଷ । ହୋଇ ନଥିବା ଯୋଗୁଁ ଚାଷୀ ମାନେ ନାହିଁ ନଥିବା କ୍ଷତିର ସମ୍ମୁଖୀନ ହୋଇଥିଲେ । ତେଣୁ ଆବଶ୍ୟକୀୟ ପ୍ରିମିୟମ ବୁଝାଇ ଏହି ଚାଷୀ ମାନେ ପ୍ରଧାନମନ୍ତ୍ରୀ ଫସଲ ବୀମା ପାଇଁ ଆବଦେନ କରିଥିଲେ । ତେବେ ଗୋଟିଏ ବର୍ଷ ବିତିଯାଇଥିଲେ ସୁଦ୍ଧା କ୍ଷତିଗ୍ରସ୍ତ ଚାଷୀ ମାନେବୀମା କ୍ଷତିପୂରଣ ଟଙ୍କା ପାଇ ପାରି ନାହାନ୍ତି । ଆଜି କଂଟାବାଞ୍ଜିର ବିଜେଡି ନେତା ଅଜୟ ଦାସଙ୍କ ନେତୃତ୍ୱରେ ଶତାଧିକ ଚାଷୀ ବଲାଙ୍ଗୀର ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଫସଲ ବୀମା କ୍ଷତିପୂରଣ ଟଙ୍କ ନ ମିଳିଲେ ଚାଷୀ ମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   10-May-2026
  ଜିଲ୍ଲା  
ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   10-May-2026
  ରାଜ୍ୟ  
ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-May-2026
  ରାଜ୍ୟ  
ଆମ ଢେଙ୍କାନାଳ- ଆମ ଗୌରବ   10-May-2026
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026
  ଜିଲ୍ଲା  
*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   10-May-2026
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026

You Might Also Like