-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||     

HOME   ଜିଲ୍ଲା

ପୁଇଁତଳା ଠାରେ ଭୀମ ଭୋଇ ଭିନ୍ନକ୍ଷମ ସମର୍ଥ ଅଭିଯାନ ଅନୁଷ୍ଠିତ

20-Jul-2022



ବଲାଙ୍ଗିର (ଅନ୍ତର୍ଯ୍ୟାମୀ ସାହୁ) :ଜିଲ୍ଲା ପ୍ରଶାସନ ର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୁଲ୍ୟରେ ଆଜି ପୁଇଁତଳା ପଞ୍ଚାୟତ ଖେଳ ପଡିଆ ଠାରେ ଭୀମ ଭୋଇ ଭିନ୍ନକ୍ଷମ ସମର୍ଥ ଅଭିଯାନ ଆରମ୍ଭ ହୋଇଯାଇଛି l ଏଥିରେ ବଲାଙ୍ଗିର ଜିଳ୍ଲାପାଳ ଚନ ଚଞ୍ଚଳ ରlଣା ଯୋଗ ଦେଇ ଶିବିରକୁ ଉଦଘାଟନ କରିଥିଲେ l ପୁଇଁତଳା, ଗଇଁତଳା, ସୁ ଦପଡ଼ା ଓ

ଲୋଇସିଂହା ଅଞ୍ଚଳରେ କୁଷ୍ଠ ରୋଗରୁ ଆରୋଗ୍ୟ ହୋଇଥିବା ବ୍ୟକ୍ତି ମାନେ ଏହି ଶିବିରରେ ଯୋଗ ଦେଇଥିଲେ l ଏ ମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରତିଷେଧ ମୂଳକ ଟିପ୍ସ ପ୍ରଦାନ

କରାଯାଇଛି l ଏଥିରେ ବହୁ କୁଷ୍ଠ ରୋଗ ରୁ ଆରୋଗ୍ୟ ଲାଭ କରିଥିବା ବ୍ୟକ୍ତି ଯୋଗ ଦେଇଥିଲେ l ସ୍ଵତନ୍ତ୍ର ସରକାରୀ ସହଯୋଗ ପାଇଁ ୬୫ ଜଣ ବ୍ୟକ୍ତି ଙ୍କୁ ମନୋନୀତ କରାଯାଇଥିବା ବେଳେ ଜିଲ୍ଲାପାଳଙ୍କ ଦ୍ଵାରା ୭୫ ଜଣ ବ୍ଯକ୍ତି ଙ୍କୁ 'ୟୁ ଡିଡ଼' ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା l 


News Comment




Photo in News

Advertisment
Lastest News
  ଜିଲ୍ଲା  
୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   28-Aug-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   28-Aug-2026
  ଜିଲ୍ଲା  
କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   28-Aug-2026
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026

You Might Also Like