-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||     

HOME   ଜିଲ୍ଲା

ଟାଟା ପାୱାରର ମାତ୍ରାଧିକ ବିଲ ବିରୁଦ୍ଧରେ ବଲାଙ୍ଗିର ହୋଟେଲ ସଂଘ ପକ୍ଷରୁ ଦାବୀପତ୍ର ପ୍ରଦାନ

20-Jul-2022



ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ): ଟାଟା ପାୱାରର ମାତ୍ରାଧିକ ବିଲ ବିରୁଦ୍ଧରେ ବଲାଙ୍ଗିର ହୋଟେଲ ସଂଘ ପକ୍ଷରୁ ଟାଟା ପାୱାର ବଲାଙ୍ଗିର ଶାଖାର ସୁପରିଷ୍ଟେଣ୍ଡଣ୍ଟ ଇଂଜିନିଅରଙ୍କୁ ଏକ ଦାବୀପତ୍ର ପ୍ରଦାନ କରାଯାଇଛି । ସଂଘର ସଭାପତି ଜୟପ୍ରକାଶ ପୁରୋହିତ ଓ ସଂପାଦକ ରବି ପୁଜାରୀଙ୍କ ନେତୃତ୍ୱରେ ସଂଘର କର୍ମକର୍ତ୍ତାମାନେ ସ୍ଥାନୀୟ ପେଲେସ ଲାଇନ ସ୍ଥିତ ଏସ୍‌.ଇ. ଅଫିସକୁ ଯାଇ ସହରର ଦୁର୍ବଳ ବିଜୁଳି ସମସ୍ୟା ସହିତ ମାତ୍ରାଧିକ ବିଜୁଳି ବିଲ ଉପରେ କ୍ଷୋଭ ପ୍ରକାଶ କରି ଏସ୍‌.ଇ. ରଂଜନ ନାୟକଙ୍କୁ ଏସଂକ୍ରାନ୍ତୀୟ ଏକ ଦାବୀପତ୍ର ପ୍ରଦାନ କରିଥିଲେ । ତେବେ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ସମସ୍ତ ହୋଟେଲର ମିଟରକୁ ପୁନଃ ପରୀକ୍ଷା କରାଯିବା ସହିତ ବିଲ ଗୁଡିକୁ ପୁନଃ ଗଣନା କରାଯିବା ନେଇ ଏସ୍‌.ଇ. ଶ୍ରୀ ନାୟକ ସଂଘକୁ ନିର୍ଭର ପ୍ରତିଶୃତି ଦେଇଥିଲେ । ରାଜ୍ୟର ପ୍ରତିଦିନ ବିଜୁଳି ସମସ୍ୟାକୁ ଆଖିରେ ରଖି ରାଜ୍ୟ ସରକାର ଟାଟା ପାୱାରକୁ ରାଜ୍ୟର ବିଜୁଳି ଦାୟିତ୍ୱ ପ୍ରଦାନ କରିଛନ୍ତି । ରକ୍ଷଣା ବେକ୍ଷଣ ଓ ଉନ୍ନତ ସେବା ନାଁରେ କମ୍ପାନି ମୋଟା ଅଙ୍କ ନେଉଥିବା ବେଳେ ଏବେ ବିଜୁଳି ଦର ଦୁଇ ଗୁଣ ହୋଇଛି ବୋଲି ଅଭିଯୋଗ ହେଉଛି । କିନ୍ତୁ ଅନ୍ୟ ରାଜ୍ୟ ତୁଳନାରେ ଦୁଇ ଗୁଣ ବିଜୁଳି ଦର ଦେବା ସତ୍ୱେ ଗ୍ରାହକ ଉଚ୍ଚ ମାନର ସେବା ପାଇପାରୁ ନାହାନ୍ତି । ଯାହାର ପ୍ରତିକୁଳ ପ୍ରଭାବ ସିଧା ସଳଖ ଅଂଚଳର ଅର୍ଥନୀତି ଉପରେ ପଡୁଛି ବୋଲି ମତ ପ୍ରକାଶ ପାଇଛି । ନିମ୍ନ ମାନର ବିଜୁଳି ସେବାକୁ ଟାଟ ପାୱାରର ମନମାନୀ ବିଲ ବୋଝ ଉପରେ ନଳିତା ବିଡା ସାଜିଛି । ଦୀର୍ଘ ଦିନ ହେବ ସାଧାରଣ ଜନତା ଓ ବ୍ୟବସାୟୀ ଏଥିରୁ ଅତିଷ୍ଠ ହୋଇ ପଡିଥିବା ବେଳେ ଏବେ ଜିଲ୍ଲା ହୋଟେଲ ସଂଘ ଟାଟା ପାୱାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିବାକୁ ବାଧ୍ୟ ହୋଇଛନ୍ତି ବୋଲି ହୋଟେଲ ମାଲିକ ସଂଘର ସଂପାଦକ ରବି ରଂଜନ ପୁଜାରୀ କହିଛନ୍ତି । କରୋନା ମାହାମାରୀ ହୋଟେଲ ବ୍ୟବସାୟର ବିଶେଷ ଭାବରେ କ୍ଷତି କରିଛି । ଏବେ ଧିରେ ଧିରେ ଏହି ବ୍ୟବସାୟ ନିଜ ଅଣ୍ଟା ସିଧା କରୁଥିବା ବେଳେ କାଁ ଭାଁ ହୋଟେଲ ରୁମ ବୁକ ହେଉଛି । ଏଭଳି ଅବସ୍ଥାରେ ହୋଟେଲ ମାନଙ୍କ ବିଜୁଳି ବିଲ ଆକାଶ ଛୁଆଁ କିପରି ହେଉଛି ତାହା ବୁଝା ପଡୁନାହିଁ ବୋଲି ସଂଘର ସଭାପତି ଶ୍ରୀ ପୁରୋହିତ ପ୍ରଶ୍ନ କରିଛନ୍ତି । ସଂଘର ଏହି କାର୍ଯ୍ୟକ୍ରମରେ ହୋଟେଲ ମାଲିକ ଜନ୍ମେଜୟ ଭ୍ରମର, ରାମ ଦାଶ, ଅଭିଜିତ ମିଶ୍ର, ବୁଲୁ ପୁରୋହିତ, ଶଙ୍କର ଜୁଏଡ, ରାହୁଲ ସାହୁ, ବିଜୟ ବେହେରା, ମହାତ୍ମା ସାହୁ, ଅଶୁତୋଷ ସାହୁ, ଅମିତ ବରେଇ ଓ ପିଙ୍କୁ ହୋତା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   28-Aug-2026
  ଜିଲ୍ଲା  
୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   28-Aug-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   28-Aug-2026
  ଜିଲ୍ଲା  
କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   28-Aug-2026
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026

You Might Also Like