-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||     

HOME   ଜିଲ୍ଲା

ଘର ସାମନାରୁ ମହିଳାଙ୍କ ସ୍କୁଟି ଚୋରି

20-Jul-2022



ବଲାଙ୍ଗିର (ପ୍ରେରଣା ଖବର) ଆଜି ସନ୍ଧ୍ୟା ୭ଟା ସମୟରେ ବଲାଙ୍ଗିର ପେଲେସ୍ ଲାଇନ୍ ସ୍ଥିତ ଏକ ଘର ସାମନାରୁ ଗୋଟିଏ ସ୍କୁଟି ଚୋରି ହୋଇଯାଇଛି l ସୂଚନାରୁ ପ୍ରକାଶ ଯେ ବଲାଙ୍ଗିର ଅରୁନ୍ଧତୀ ମୋଟର୍ସ ରେ କାମ କରୁଥିବା ଚନ୍ଦ୍ରମା ହୋତା ଆଜି ସନ୍ଧ୍ୟା ପ୍ରାୟ ୭ ଟା ୨୦ ମିନିଟ୍ ସମୟରେ ନିଜ ପେଲେସ୍ ଲାଇନ୍ ସ୍ଥିତ ଘରକୁ ଯାଇଥିଲେ l ପ୍ରାୟ ୧୦ ମିନିଟ୍ ପରେ ଘର ରୁ ବାହାରିଲା ପରେ ଦେଖିଲା ବେଳକୁ ସ୍କୁଟି ନଥିବା ଜାଣି ପାଇଥିଲେ l ପରେ ସ୍କୁଟି ଚୋରି ସମ୍ପର୍କରେ ଚନ୍ଦ୍ରମା ବଲାଙ୍ଗିର ଟାଉନ୍ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି l ସ୍କୁଟି ଚୋର କୁ ଖୋଜିବା ପାଇଁ ପୋଲିସ ତନାଘନା ଚଳାଇଛି 


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026
  ଜିଲ୍ଲା  
ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   28-Aug-2026
  ରାଜ୍ୟ  
ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   28-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   28-Aug-2026
  ଜିଲ୍ଲା  
୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   28-Aug-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   28-Aug-2026
  ଜିଲ୍ଲା  
କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   28-Aug-2026
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026

You Might Also Like