-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||     

HOME   ଜିଲ୍ଲା

କାଉଡୋଳା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ର ରୁପାନ୍ତରିକରଣ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

21-Jul-2022



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା)
କଲାହାଣ୍ଡି ଜିଲ୍ଲା କୋକସରା ବ୍ଳକ କାଉଡୋଳା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ର  5 T  ଯୋଜନା ମାଧ୍ୟମରେ ରୁପାନ୍ତରିକରଣ କରିବା ପାଇଁ  ବୁଧବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ କୋକସରା ଗୋଷ୍ଠୀ ଉନ୍ନୟନ ଅଧିକାରିଣୀ ମନିଷା ଦାସ ,ଯୋଗ ଦେଇ ବିଦ୍ୟାଳୟ ର ବିଭିନ୍ନ ସମସ୍ୟା ବୁଝିବା ସହ ସ୍କୁଲର ରୁପାନ୍ତରିକରଣ କିଭଳି ଭାବରେ କରାଯାଇ ପାରିବ ସେଥିପ୍ରତି ବିଶେଷ ଆଲୋଚନା କରିଥିଲେ । ଏଠାରେ କୋକସରା ବ୍ଲକ ସହକାରୀ ଯନ୍ତ୍ରୀ ଗୋବିନ୍ଦ ବଲ୍ଲଭ ମହାରଣା  କନିଷ୍ଠ ଯନ୍ତ୍ରୀ କିର୍ତ୍ତୀ ରଞ୍ଜନ ବେହେରା କାଉଡୋଳା ପଞ୍ଚାୟତ ସରପଞ୍ଚ ଦେବିସିଂ ତାଣ୍ଡି ,  ସମିତି ସଭ୍ୟା ବୈଦେହୀ ବେଶ୍ରା ,  ଆଦି ମଞ୍ଚାଶିନ ହୋଇ ଥିଲେ । କାର୍ଯ୍ୟକ୍ରମ କୁ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରଶନ୍ନ ସିଂ ପରିଚାଳନା କରିଥିଲେ ଏବଂ ବିଦ୍ୟାଳୟ ର ବିଭିନ୍ନ ସମସ୍ୟା ଗୁଡିକ ଆଲୋକ ପାତ କରିବା ସହ ମୋଁ ସ୍କୁଲ ଯୋଜନା କରିଥିବା ଅନେକ ବିକାଶ ମୁଳକ କାର୍ଯ୍ୟ ସବୁ ଉଲ୍ଲେଖ କରିଥିଲେ । ବୈଠକରେ ବିଦ୍ୟାଳୟ ର   ଏସ୍  ଏମ୍  ଡିସି  ସଦସ୍ୟ ତଥା ଅବିଭାବକ , ପୁରାତନ ଛାତ୍ର ଛାତ୍ରୀ ,ଙ୍କ ସମେତ  ସମସ୍ତ ଶିକ୍ଷକ ଉପସ୍ଥିତ ଥିଲେ ।  ଉପେନ୍ଦ୍ର ପ୍ରସାଦ ଅଗସ୍ତି  ଧନ୍ୟବାଦ ଅର୍ପଣ କରିଥିଲେ ।ଅନ୍ୟପଟେ କାର୍ଯ୍ୟକ୍ରମ ପୁର୍ବରୁ  ଚଳିତ ଦଶମ ଶ୍ରେଣୀ ବୋର୍ଡ ପରିକ୍ଷାରେ  ଭଲ ନମ୍ବର ରଖି ବିଦ୍ୟାଳୟରେ ପ୍ରଥମ ସ୍ଥାନ ପାଇଥିବା ଛାତ୍ରୀ  ଦିବ୍ୟଜ୍ୟୌତି ବେଶ୍ରା , ଦିବ୍ୟ ଭାରତୀ ଛତ୍ରିଆ,ନମିତl ସତନାମୀ, ସେନେହା ସରlବୁ , ମେନକା ବେଶ୍ରା ଙ୍କୁ ଛାତ୍ରଛାତ୍ରୀ ଏବଂ ଶିକ୍ଷକ ମାନେ ଧନ୍ୟବାଦ ଦେଇ କୃତଜ୍ଞତା ଜଣାଇବା ସହ   ତାଙ୍କ ର ଶିକ୍ଷାକ୍ଷେତ୍ରରେ  ଉଜ୍ୱଳ ଭବିଷ୍ୟତ
କାମନା କରି ଆଶିର୍ବାଦ ପ୍ରଦାନ କରିଥିବା ଜଣା ପଡିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026
  ଜିଲ୍ଲା  
ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   28-Aug-2026
  ରାଜ୍ୟ  
ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   28-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   28-Aug-2026
  ଜିଲ୍ଲା  
୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   28-Aug-2026

You Might Also Like