-+91-9937148622 |
prerana_bgr@rediffmail.com |
Thursday 14th May 2026 |
R.N.I. Regd No. ODIODI/2010/46693
Breaking News
21-Jul-2022
ଭୁବନେଶ୍ବର //ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ପରଲୋକ ହୋଇଯାଇଛି l
କ୍ୟାନ୍ସର ପୀଡିତ ହୋଇ ଘରୋଇ ହସ୍ପିଟାଲ୍ରେ ଚିକିତ୍ସିତ ହେଉଥିଲେ ରାଜେଶ୍ୱରୀ lଏକାଧିକ ଓଡ଼ିଆ ଧାରାବାହିକରେ ଅଭିନୟ କରି ପ୍ରଶଂସା ସାଉଁଟିଥିଲେ ରାଜେଶ୍ୱରୀ l
(ଅମୃତ ନନ୍ଦଙ୍କ ରିପୋର୍ଟ)