-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||     

HOME   ଜିଲ୍ଲା

ଚାରୋଟି ପଞ୍ଚାୟତକୁ ନେଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର, ଜ଼ିଲ୍ଲାପାଳଙ୍କ ଶିବିର ପରିଦର୍ଶନ

21-Jul-2022



ଚିପିଲିମା (ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ): ସମ୍ବଲପୁର ଜ଼ିଲ୍ଲା ଧନକଉଡା ବ୍ଲକ ଅଧିନସ୍ଥ କର୍ଡୋଲା,କଳାମାଟି,ବସନ୍ତପୁର ଓ କୁଦ ଗୁଣ୍ଡେରପୁର ଭଳି ୪ଟି ପଞ୍ଚାୟତକୁ ନେଇ ଚାରପାଲି ମାର୍କେଟୟାର୍ଡ ପରିସରରେ ଏକ ଭୀମଭୋଇ ଭୀନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି I ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ଶିବିରଟି ଆୟୋଜନ କରାଯାଇଥିବାବେଳେ, ଏଥିରେ ବିଡିଓ ବସନ୍ତ ହାତୀଙ୍କ ତତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ,ଜିଲା ସାମିଜିକ ସୁରକ୍ଷା ଅଧିକାରୀ ସନ୍ତୋଷ ନାୟକ, ଜିଲା ପୁନର୍ନିବାସ ଭିନ୍ନକ୍ଷମ ଥଇଥାନ କେନ୍ଦ୍ର ଅଧିକାରୀ ରବିନ୍ଦ୍ର ଶତପଥି ପ୍ରମୁଖ ଯୋଗଦାନ କରି ଦୀପ ପ୍ରଜ୍ବଳନ ପୂର୍ବକ ଶିବିର ଉଦ୍ଘାଟନ କରିଥିଲେ I ଏହି ଶିବିରରେ ସର୍ବମୋଟ ୩୨୧ ଜଣ ଦିବ୍ୟାଙ୍ଗ ନାମ ପଞ୍ଜିକରଣ କରିଥିଲେ I ଏହି ଶିବିରରେ ଅସ୍ତିଶଲ୍ୟ ବିଶେଷଜ୍ଞ ଡ.ସଚ୍ଚିତାନନ୍ଦ ଖୁଣ୍ଟିଆ,ମାନସିକ ବିଶେଷଜ୍ଞ ଡା,ସୁଲତା ପତି,ଶ୍ରବଣ ବିଶେଷଜ୍ଞ ଡା.ଓମପ୍ରକାଶ ସିଂ ସାମନ୍ତ,ଅସ୍ତିଶଲ୍ୟ ଇଂ ସନ୍ତୋଷ ମିଶ୍ର,ଚକ୍ଷୁ ବିଶେଷଜ୍ଞ ଡା.ମଞ୍ଜୁଲତା ଦାସ,ଭ୍ରାମ୍ୟମାଣ ପରାମର୍ଶଦାତା ଭବାନୀ ମୁଦୁଲୀ ପ୍ରମୁଖ ଯୋଗଦାନ କରି ଭିନ୍ନକ୍ଷମ ମାନଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରି ରିପୋର୍ଟ ପ୍ରଦାନ କରିଥିଲେ।ଶିବିରରେ ଟ୍ରାଇସାଇକଳ ୧୩ଜଣ, ଆଶାବାଡି ୮ଜଣ,କାଲିପର ପାଇଁ ୧୭ ଜଣ,ଶ୍ରବଣ ମେସିନ ପାଇଁ ୩୨ ଜଣ, ହ୍ବିଲଚେୟାର ପାଇଁ ୧୭ ଜଣ, ସିପି ଚେୟାର ପାଇଁ ୧୦ ଜଣ, ଡିଆଇଆଇ ଋଣ ପାଇଁ ୩ଜଣ, ବାଣୀଶ୍ରୀ ବୃତ୍ତି ପାଇଁ ୧୧ଜଣ,ଓ୍ବାକିଙ୍ଗ ଷ୍ଟିକପାଇଁ ୬ଜଣ,କୋନର ଚେୟାର ପାଇଁ ୫ଜଣ,ଓ ବାର୍ଦ୍ଧକ୍ୟ ଭତ୍ତା ପାଇଁ ୬୯ ଜଣ ମନୋନୀତ ହୋଇଥିବା ସୂଚନା ମିଳିଛି I ଆୟୋଜିତ ଶିବିରରେ ବ୍ଲକର ସମସ୍ତ ଅଧିକାରୀ,ଧନକଉଡା ଜୋନ ୨ ଜ଼ିଲ୍ଲା ପରିଷଦ,ସମସ୍ତ ସରପଞ୍ଚ, ସମିତି ସଭ୍ୟସଭ୍ୟା,ଓ୍ବାର୍ଡମେମ୍ବର, ଅଙ୍ଗନବାଡୀ କର୍ମୀ ସହଯୋଗ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026
  ଜିଲ୍ଲା  
ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   28-Aug-2026

You Might Also Like