-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||     

HOME   ଜିଲ୍ଲା

କାଳ ସାଜିଲା ଆଡ଼ିବନ୍ଧ, ଖାଇଲା ଚାଷୀଙ୍କ ଫସଲ ।

21-Jul-2022



ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ )
 ଆଡ଼ିବନ୍ଧ ଉଜାଡି ଦେଲା ଚାଷୀଙ୍କ ସୁନା ଫସଲ । ନଦୀରେ ଭାସିଗଲା  ଚାଷ ଓ ଜମି । ଏପରି ଅଭିଯୋଗ ଆସିଛି  କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ୍ ତେଣ୍ଡାପାଲି ଗ୍ରାମରୁ । ଧର୍ମଗଡ଼ ବ୍ଲକ୍ ଦଣ୍ଡପାଟ ଅଞ୍ଚଳର ନଦୀ ନାଳ ଠାରେ ତିଆରି ହୋଇଛି ଅନେକ ଆଡ଼ିବନ୍ଦ । ଏଥି ପାଇଁ ଖର୍ଚ୍ଚହୋଇଛି କୋଟି କୋଟି ଟଙ୍କା କିନ୍ତୁ ରକ୍ଷଣାବେକ୍ଷଣ ଅଭାବ ଯୋଗୁ  କ୍ଷତି ସହୁଛି ଚାଷୀ । ତେଣ୍ଡାପାଳି ମୁଦ୍ରା ନଦୀ ଠାରେ ମଧ୍ୟ ଓଡିଶା ସରକାରଙ୍କ  ମୁଖ୍ୟମନ୍ତ୍ରୀ ଆଡିବନ୍ଦ  ଯୋଜନାରେ ଜଳସମ୍ପଦ ବିଭାଗ ପକ୍ଷରୁ ତିଆରି ହୋଇଛି ଅନେକ ଆଡିବନ୍ଦ । କିନ୍ତୁ ବିଭାଗୀୟ ଅଧିକାରୀ ଙ୍କ ଅବହେଳା ଓ ରକ୍ଷଣା ବେକ୍ଷଣ ଅଭାବ ଯୋଗୁଁ ଆଜି ଚାଷୀ ଦୁର୍ଦ୍ଦଶା ଭୋଗିଛି । ଗ୍ରାମର ଅନେକ ଚାଷୀ ନଦୀ କୂଳରେ ଥିବ ନିଜ ଚାଷ ଜମିରେ ଚାଷ କରି ପରିବାର ପୋଷଣ କରୁଥିଲେ। ହେଲେ ଆଡ଼ିବନ୍ଧ ର ତ୍ରୁଟି ପୂର୍ଣ୍ଣ ପରିଚାଳନା ଯୋଗୁଁ ଗତ ବାର ତାରିଖ ଦିନ ହୋଇଥିବା ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବ ରେ ପାଣି ଚାଷ ଜମି କୁ ଧସେଇ ପଶି ଜମି ସହ ଚାଷ କୁ ଧୋଇ ନେଇଗଲା ।ଅନେକ ଚାଷୀଙ୍କ ପନିପରିବା,ଚିନାବାଦାମ,ମକା ଧାନ ଚାଷ ଉଜାଡି ଦେଲା ଫଳରେ ଚାଷୀ ମୁଣ୍ଡରେ ହାତଦେଇ ବସିଛି । ଏ ନେଇ କ୍ଷତିପୂରଣ ଦାବି ନେଇ ଧର୍ମଗଡ଼ ତହସିଲ ଦାର ଙ୍କ ନିକଟରେ ଅଭିଯୋଗ କରିଛନ୍ତି ଚାଷୀ । ଜମି ଚିହ୍ନଟ ଓ କ୍ଷୟକ୍ଷତି ଆକଳନ ସରିଛି ତାହାର ରିପୋର୍ଟ ସରକାରଙ୍କୁ ଦିଆଯିବ ଓ ତଦନୁସାରେ ଚାଷୀ କ୍ଷତିପୂରଣ ପାଇବେ ବୋଲି ଧର୍ମଗଡ଼ ତହସିଲଦାର ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026
  ଜିଲ୍ଲା  
ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   28-Aug-2026

You Might Also Like