-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||     

HOME   ଜିଲ୍ଲା

ଦ୍ରୋପତି ମୁର୍ମୁ ରାଷ୍ଟ୍ରପତି ହେବା ଉପଳକ୍ଷେ ବିଜେପି ପକ୍ଷରୁ ମିଷ୍ଟାନ୍ନ ବଣ୍ଟନ

21-Jul-2022



ପାଟଣାଗଡ଼ ( ପୂର୍ଣ ଶଶୀ ଶେଖର ରାଓ )::ସାରା ଓଡ଼ିଶାର ଗର୍ବ ଓ ଗୌରବ ତଥା  ଦେଶର ୧୫ ତମ ରାଷ୍ଟ୍ରପତି ଭାବେ ଆଦିବାସୀ ମହିଳା ରାଷ୍ଟ୍ରପତି  ନିର୍ବାଚିତ ହୋଇଥିବା ବେଳେ ସାରା ରାଜ୍ୟରେ ଖୁସିର ଲହରୀ ଖେଳିଯାଇଛି। ରାଜ୍ୟର ସମସ୍ତ ଗାଁ ଗାଁ ରେ ଓ ସହର ମାନଙ୍କରେ ଆଜି ବିଜୟ ଉତ୍ସବ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ସହରରେ ପୂର୍ବତନ ମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂ ଦେଓ ଙ୍କ ନିର୍ଦ୍ଦେଶକ୍ରମେ ଖପ୍ରାଖୋଲ ବ୍ଳକ ସାଂସଦ ପ୍ରତିନିଧି ପ୍ରବୀଣ ଅଗ୍ରୱାଲ ଙ୍କ ନେତୃତ୍ବରେ ଭାରତୀୟ ଜନତା ପାର୍ଟି ପକ୍ଷରୁ

ମିଷ୍ଟାନ୍ନ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଶହ ଶହ ମାତ୍ରାରେ ଲୋକଙ୍କୁ ମିଷ୍ଟାନ୍ନ ବଣ୍ଟନ କରି ଆନନ୍ଦ ସହକାରେ ବାଣ ଫୁଟାଇ ଥିଲେ। ଏହି କାର୍ଯ୍ୟକ୍ରମ ରେ ସାଂସଦ ପ୍ରତିନିଧି ପ୍ରବୀଣ ଅଗ୍ରୱାଲ, ଯୁବ ମୋର୍ଚ୍ଚା ସଭାପତି ଉପେନ୍ଦ୍ର ଭୋଇ, ଜେନେରାଲ ସେକ୍ରେଟାରୀ ଶିବା ସୁନା,୩ ନମ୍ବର ଜୋନ୍ ସଭାପତି ଶଶୀଭୂଷଣ ପୁଝାରୀ,୪ ନମ୍ବର ଜୋନ୍ ସଭାପତି ବବି ପାଣିଗ୍ରାହୀ, ସତ୍ୟାନନ୍ଦ ସେନ୍ଦ୍ରିଆ ବିଜେପି ପାର୍ଟି ର ଉପସଭାପତି ଙ୍କ ସମେତ ଭାରତୀୟ ଜନତା ପାର୍ଟିର ଅନେକ ବିଜେପି କର୍ମୀ ଯୋଗ ଦେଇ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026
  ଜିଲ୍ଲା  
ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   28-Aug-2026

You Might Also Like