-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||     

HOME   ଜିଲ୍ଲା

ଦ୍ରୌପଦୀ ମୁର୍ମୁ ଙ୍କ ବିଜୟ ଉତ୍ସବରେ ସାମିଲ୍ ହେଲା ପଦ୍ମପୁର ଭାରତୀୟ ଜନତା ପାର୍ଟି

21-Jul-2022



ପଦ୍ମପୁର / ଭାରତର ନବନିର୍ବାଚିତ ରାଷ୍ଟ୍ରପତି ଭାବେ ପ୍ରଥମଥର ପାଇଁ ଏକ ଓଡ଼ିଆ ଆଦିବାସୀ ମହିଳା ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ବିଜୟୀ ହେଲା ପରେ ଭାରତୀୟ ଜନତା ପାର୍ଟି ପଦ୍ମପୁର ନିର୍ବାଚନ ମଣ୍ଡଳୀ ତରଫରୁ ବିଜୟ ଉତ୍ସବ ପାଳନ କରାଯାଇଛି, ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଦେଶର ୧୫ତମ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି, ପଦ୍ମପୁର ନଗର ମଣ୍ଡଳ ସଭାପତି ସୁନିଲ୍ ଅଗ୍ରୱାଲ ଙ୍କ ନେତୃତ୍ବରେ ସ୍ଥାନୀୟ ରାଜାଜୀ ଟାଉନ୍ ହଲ୍ ରୁ ଏକ ରେଲି ବାହାରି ଭେଉଁରିଆ ଛକରେ ବିଜୟ ଉତ୍ସବ ପାଳନ କରାଯାଇଥିଲା, ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି ଜଣେ ଓଡ଼ିଆ ଆଦିବାସୀ ମହିଳା ଙ୍କୁ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ଅବସ୍ଥାପିତ କରିବା ପାଇଁ ନିଷ୍ପତ୍ତି ନେଇଥିବାରୁ ତାଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ ସାଂସଦ ପ୍ରତିନିଧି ତଥା କାଉନସିଲର ଚିନ୍ମୟ କୁମାର ପଣ୍ଡା,ଏ

ଅବସରରେ ରଞ୍ଜୁ ସେଠ୍, ସରସ୍ଵତୀ ସାହୁ,କୁନାଲ୍ ପାଣିଗ୍ରାହୀ,ସୁମିତ୍ ଘିବେଲା, ହରିଶଙ୍କର ସିଂହ, ଆଦିତ୍ୟ କୁମାର ରଥ,ଜୌତ୍ସ୍ନାରାଣୀ କର,ନଳିନୀ ସାହୁ,ସୁବାଷ ପାତ୍ର, ପ୍ରମୋଦ ମେହେର୍, ସରୋଜ ମିଶ୍ର, ପ୍ରତାପ ନାଥ, ଅମିତ୍ ଅଗ୍ରୱାଲ, ଜିତେନ୍ଦ୍ର ସୁନାନୀ, ନରୋତ୍ତମ ପଧାନ, ଦେବରାଜ ସାହୁ,ମୁରାରୀ ସାହୁ, ସୁବ୍ରତ ସାହୁ, ମଣ୍ଟୁ ପାଣ୍ଡେ,ଦିନେଶ୍ ବାରିକ୍, ପୂର୍ଣଚନ୍ଦ୍ର ମେହେର୍, ଅମିତ୍ ଘିବେଲା, ହୀରା ସରାଫ୍ ,ଧର୍ମୁ ରଣା, ସଦାନନ୍ଦ ବରିହା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026
  ଜିଲ୍ଲା  
ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   28-Aug-2026

You Might Also Like