-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁରରେ ଗଣମାଧ୍ୟମ ପ୍ରତିନିଧି ମାନଙ୍କ କରୋନା ବୁଷ୍ଟର ଡୋଜ ଟୀକା ଗ୍ରହଣ

21-Jul-2022



ସୁବର୍ଣ୍ଣପୁର/ ଜିଲ୍ଲା ମୁଖ୍ୟାଳୟ ସୁବର୍ଣ୍ଣପୁରରେ ଆଗ ଧାଡିର କରୋନା ଯୋଦ୍ଧା ହିସାବରେ ବିଭିନ୍ନ  ଗଣମାଧ୍ୟମର ପ୍ରତିନିଧିମାନଙ୍କ ପାଇଁ ପ୍ରିକସନ ଡୋଜ (କୋଭାସିଲଡ଼) ଟୀକାକରଣ ବ୍ୟବସ୍ଥା ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ  ତଥା ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ କରାଯାଇଥିଲା l  ଆଜି ସ୍ଥାନୀୟ ଏନ ଜି ଓ ସି ସି ସମ୍ମିଳନୀ କକ୍ଷରେ  ଜିଲ୍ଲା  ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର  ଭୋଇଙ୍କ ତତ୍ୱାବଧାନରେ ବିଭିନ୍ନ ପ୍ରିଣ୍ଟ ଏବଂ ଇଲେକ୍ଟ୍ରୋନିକ୍ସ ଗଣ ମାଧ୍ୟମର ଜିଲ୍ଲା ପ୍ରତିନିଧି  ମାନେ ଏକତ୍ରିତ ହୋଇ ସାମୁହିକ ଭାବରେ କରୋନା ପ୍ରୀକସନ୍  ଡୋଜ୍ ଟୀକା  ନେଇଥିଲେ l ପର୍ଯ୍ୟାୟ କ୍ରମେ ଏହି

ସୁବିଧା ସମସ୍ତ ବ୍ଲକସ୍ତରୀୟ  ସାମ୍ବାଦିକ ମାନଙ୍କ ପାଇଁ ୬ ଟି ଯାକ ବ୍ଲକ ମୁଖ୍ୟାଳୟରେ ଯୋଗାଇ ଦିଆଯିବ l ଆଜିର ଏହି ଟିକା କରଣ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ବିଭାଗ ତରଫରୁ  ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, ଡି ଏଲ ଭି ଏମ ସନ୍ତୋଷ କୁମାର ସାହୁ, ଟୀକା କର୍ମୀ ରାଜଶ୍ରୀ ଦ୍ଵିବେଦୀ, ଭେରୀଫ୍ୟାୟର ବାଳଗୋପାଳ ମିଶ୍ର, ସହଯୋଗୀ ରଜତ ପଟ୍ଟନାୟକ ପ୍ରମୁଖ ଅଂଶଗ୍ରହଣ କରିଥିଲେ l ଆଜି ସମୁଦାୟ ବିଭିନ୍ନ ୫୫ ଜଣ ସାମ୍ବାଦିକଙ୍କୁ ଟୀକାଦାନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026

You Might Also Like