-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ରେଲୱେ ଷ୍ଟେସନ ଠାରେ ଲିଫ୍ଟ ଓ ସେଡ୍ ଶୀଘ୍ର ନିର୍ମାଣ କାର୍ଯ୍ୟ ହେବ

22-Jul-2022



ବଲାଙ୍ଗୀର, ବଲାଙ୍ଗୀର ରେଲୱେ ଷ୍ଟେସନ ର ବିଭିନ୍ନ ଉନ୍ନତିକରଣ କାର୍ଯ୍ୟ ବ୍ୟତିତ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଲିଫ୍ଟ ଓ ଟିକେଟ ବୁକିଂ କାଉଣ୍ଟର ଠାରୁ ପ୍ଲାଟଫର୍ମ ପର୍ଯ୍ୟନ୍ତ ଏକ ସେଡ୍ ନିର୍ମାଣ କାର୍ଯ୍ୟ ଶୀଘ୍ର ହେବ ବୋଲି ଜଣା ପଡିଛି । ଗତକାଲି ପୂର୍ବତଟ ରେଲୱେ ସମ୍ବଲପୁର ଡିଭିଜନ କାର୍ଯ୍ୟାଳୟ ଠାରେ ଡିଆର୍‌ୟୁସିସି ସଭ୍ୟ ମାନଙ୍କର ଏକ ବୈଠକ, ପ୍ରବନ୍ଧକ ପ୍ରଦୀପ କୁମାର ଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଅନ୍ୟାନ୍ୟ ମାନଙ୍କ ସହ ମାର୍ଚ୍ଚେଣ୍ଟ ଏସୋସିଏସନଣ୍ଟ  ତରଫରୁ ଗୋପବନ୍ଧୁ ସତପଥୀ ଓ ବଲାଙ୍ଗୀର ନାଗରିକ କମିଟିର ସଂପାଦକ ମନୋରଞ୍ଜନ ସାହୁ ବଲାଙ୍ଗୀରରୁ ପ୍ରତିନିଧିତ୍ୱ କରିଥିଲେ । ସେହିପରି ହୀରାକୁଦ ଏକ୍ସପ୍ରେସ୍ ଭାୟ ଟିଟିଲାଗଡ଼ ଓ ବଲାଙ୍ଗୀର ମଧ୍ୟରେ ସପ୍ତାହକୁ ଅବଶିଷ୍ଟ ଦୁଇ ଥର ଯାତାୟତ କରିବା ପାଇଁ ପ୍ରସ୍ତାବ ଦେଇଥିବା ବେଳେ ଉକ୍ତ ପ୍ରସ୍ତାବ ଟି ଅନ୍ତଃରେଲ୍ ଟାଇମ୍‌ଟେବୁଲ କମିଟିରେ ବିଚାରଧୀନ ଅଛି ବୋଲି ସୂଚନା ଦେଇଥିଲେ । ବଲାଙ୍ଗୀରୁ ପ୍ରୟାଗରାଜ ଓ ସମ୍ବଲପୁର-ପୁରୀ ଇଣ୍ଟରସିଟିକୁ  ବଲାଙ୍ଗୀର ପର୍ଯ୍ୟନ୍ତ ବର୍ଦ୍ଧିତ କରିବା ପାଇଁ ଶ୍ରୀ ସାହୁ ପ୍ରସ୍ତାବ ଦେଇଥିଲେ । କିନ୍ତୁ ପିଟ୍ ଲାଇନ୍ ର ଅଭାବ ଓ ଦୋହରୀକରଣ ଅସଂପୂର୍ଣ୍ଣ ଯୋଗୁଁ ନୂତନ ଟ୍ରେନ୍ ଚଳାଚଳରେ ଅସୁବିଧା ହେଉଛି ବୋଲି ରେଳ ପ୍ରବନ୍ଧକ କହିଥିଲେ । ସମାନ ପ୍ରକାର ସମସ୍ୟା ଥିବାରୁ କଂଟାବାଞ୍ଜିର ରାଜେଶ ଅଗୱାଲ, ଅନୀଲ ଅଗୱାଲ, ଟିଟିଲାଗଡ଼ର ମଦନମୋହନ ପୃଷ୍ଟି ଓ ବରଗଡ଼ର କୃଷ୍ଣଚନ୍ଦ୍ର ପଣ୍ଡା ତଥା ଲିପ୍ସିତ ମିଶ୍ର ଙ୍କୁ ନେଇ ଏକ ମିଳିତ ଆକାରରେ ରେଲୱେ ର ବିଭିନ୍ନ ସମସ୍ୟା ସମାଧାନ ପାଇଁ ଦାବି ଉପସ୍ଥାପନ କରାଯିବ ବୋଲି ଶ୍ରୀ ମନୋରଞ୍ଜନ ସାହୁ ପ୍ରକାଶ କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026
  ଜିଲ୍ଲା  
ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   29-Aug-2026
  ଜିଲ୍ଲା  
*ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   29-Aug-2026
  ଜିଲ୍ଲା  
ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   29-Aug-2026
  ଜିଲ୍ଲା  
ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   29-Aug-2026
  ଜିଲ୍ଲା  
କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ   29-Aug-2026
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026

You Might Also Like