-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||     

HOME   ଜିଲ୍ଲା

ସୋନିଆ ଙ୍କୁ ଇଡି ର ଜେରା ବିରୁଦ୍ଧରେ ବଲାଙ୍ଗିର କଂଗ୍ରେସର ବିକ୍ଷୋଭ/ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଦୂରୁପଯୋଗ କରୁଛି କେନ୍ଦ୍ର ସରକାର

22-Jul-2022



ବଲାଙ୍ଗିର(ପ୍ରେରଣା ଖବର) କେନ୍ଦ୍ରରେ ବିଜେପି ସରକାର ଆସିବା ଦିନଠୁ ଦେଶର ସମସ୍ତ ସମ୍ବିଧାନିକ ସଂସ୍ଥା ଗୁଡିକୁ ନିଜ ଇଚ୍ଛା ଅନୁସାରେ ବେଆଇନ ଭାବେ ପରିଚାଳିତ କରୁଛି । ଦେଶରେ ନିରପେକ୍ଷ ତଦନ୍ତ ସଂସ୍ଥା ସିବିଆଇ ହେଉ କି ନ୍ୟାୟ ପାଳିକା ସବୁଥିରେ ମୋଦି ସରକାର ର ବେଆଇନ ହସ୍ତକ୍ଷେପ । କେତେବେଳେ ସିବିଆଇ ଲଗାଇ ତ କେତେବେଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ଦେଶର ବିରୋଧି ଦଳ ନେତୃତ୍ୱମାନଙ୍କ ବିରୁଦ୍ଧରେ ଲଗାଇ ସେମାନଙ୍କୁ ଭୟଭିତ କରିବାରେ ଲାଗିଛି । ଯଦି ଏପରି ବେଶି ଦିନ ଚାଲେ ତେବେ ଦେଶର ସରକାର ଏକଛତ୍ରବାଦିତା ଚରମସୀମା ଛୁଇଁବ । ତେଣୁ ଆଜି ଜିଲ୍ଲା କଂଗ୍ରେସ କମିଟି ବଲାଙ୍ଗିର ଚେତାବନୀ ଦେଉଛି ମୋଦୀ ସରକାର ଏପରି କାର୍ଯ୍ୟରୁ ନିବୃତ୍ତ ରୁହନ୍ତୁ ନଚେତ ଆଗାମୀ ଦିନରେ ଦେଶର ସାଧାରଣ ଜନତା ଏପରି ଏକଛତ୍ରବାଦୀ ସରକାରକୁ ଉଖାଡି ଫିଙ୍ଗିଦେବେ ବୋଲି ଆଜି ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସ ଦଳର ସର୍ବୋଚ୍ଚ

ନେତ୍ରୀ ସୋନିଆ ଗାନ୍ଧୀଙ୍କୁ ଇଡିର ଜେରା କୁ ପ୍ରତିବାଦ କରି ଅନୁଷ୍ଠିତ ହୋଇଥିବା ପ୍ରତିବାଦ ସଭାରେ ରାଜ୍ୟ କଂଗ୍ରେସ ସଂପାଦକ ଉମାଶଙ୍କର ପଣ୍ଡା କହିଛନ୍ତି । ଜିଲ୍ଲା ଉପ-ସଭାପତି ମନୀଷ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ଏହି ସଭାରେ ଜିଲ୍ଲା କଂଗ୍ରେସ ନେତୃବୃନ୍ଦ ବିଜେପି ସରକାର ବିରୁଦ୍ଧରେ ଖୁବ୍ ବର୍ଷିଥିଲେ । ସେମାନେ କହିଥିଲେ ମୋଦୀ ସରକାର ଗାନ୍ଧୀ ଓ ନେହେରୁ ପରିବାରକୁ କାହିଁକି କେଜାଣି ବହୁତ ଭୟ କରୁଛି । ମୋଦୀ ସରକାର ଜାଣିଗଲେଣି ତାଙ୍କର ମିଛ ଆଉ ବେଶି ଦିନ ଚାଲିବ ନାହିଁ । ରୋଜଗାର ସୃଷ୍ଟି କରିବା, ପେଟ୍ରୋଲ, ଡିଜେଲ ମୁଲ୍ୟ କମାଇବା, କଳା ଟଙ୍କା ବିଦେଶ ରୁ ଆଣିବା, ଦରଦାମ କମାଇବା ଇତ୍ୟାଦି ପ୍ରତିଶୃତି ଯେତେବେଳେ ଫେଲ ମାରିଛି । ଏ ସବୁ ସମସ୍ୟାରୁ ଲୋକଙ୍କର ଧ୍ୟାନ ହଟାଇବା ପାଇଁ ମୋଦୀ ସରକାର କଂଗ୍ରେସ ଦଳର ସଭାନେତ୍ରୀ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କୁ ବେଆଇନ ଭାବରେ ବଦନାମ କରିବା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେନାଳୟ

ଦ୍ୱାରା  ନୋଟିସ ଜାରି କରୁଛନ୍ତି । ଏପରି ଚକ୍ରାନ୍ତକୁ ଦେଶବାସୀ ଜାଣି ସାରିଲେଣି । ତେଣୁ କେନ୍ଦ୍ର ସରକାର ଏଥିରୁ କ୍ଷାନ୍ତ ରହୁ ନଚେତ କଂଗ୍ରେସ ଆଗକୁ ତିବ୍ର ଆନ୍ଦୋଳାତ୍ମକ ପନ୍ଥା ଗ୍ରହଣ କରିବ ବୋଲି କଂଗ୍ରେସ ନେତା ଅସୀତ ମିଶ୍ର, ସାନନ୍ଦ ମିଶ୍ର, ଅଜୟ ବାଲି, ସନ୍ତକ ବହିଦାର,  ଆରତିପ୍ରୀତି ନାଗ, ପ୍ରେମ ପ୍ରକାଶ ମିଶ୍ର, ବୁଲୁ ଦାନୀ, ମୟ ପ୍ରଧାନୀ, ଗଗନ ନାଥ, ସରୋଜ ରଥ, ଶ୍ରୀଧର ବାରିକ, କାନ୍ତେଶ୍ୱର ପ୍ରଧାନ, ଉମାକାନ୍ତ ସାହୁ ଓ ଜୁଲୁ ପଟ୍ଟନାୟକ ପ୍ରମୁଖ ନିଜ ବକ୍ତବ୍ୟରେ ବିଷୋଦଗାର କରିଥିଲେ । ଆଜିର ଏହି ପ୍ରତିବାଦ ସଭାରେ ଅନ୍ୟମାନଙ୍କ ମଧ୍ୟରେ ବବିତା ସାହୁ, ସାଇନି ବେଗମ, କାଉନସିଲର ପ୍ରଦୀପ ମିଶ୍ର, ବଜରଂଗ ବନଛୋର, ଅଖଣ୍ଡ ସେଠ, ଛୁପୁଲୁ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026
  ଜିଲ୍ଲା  
ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   29-Aug-2026
  ଜିଲ୍ଲା  
*ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   29-Aug-2026
  ଜିଲ୍ଲା  
ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   29-Aug-2026
  ଜିଲ୍ଲା  
ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   29-Aug-2026
  ଜିଲ୍ଲା  
କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ   29-Aug-2026
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026

You Might Also Like