-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଲୋକ ସଂସଦ ତରଫରୁ ଅନଲାଇନ ଆଲୋଚନାଚକ୍ର

22-Jul-2022



ବଲାଙ୍ଗିର (ପ୍ରେରଣା ଖବର) ବଲାଙ୍ଗିର ଲୋକ ସଂସଦ ତରଫରୁ ଆଜି ଅନ ଲାଇନ ମାଧ୍ୟମରେ ଡ. ଲକ୍ଷ୍ମଣ ମେହେରଙ୍କ ସଭାପତିତ୍ବରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇ ଯାଇଛି l ବିଷୟ ଥିଲା ସେବା ଓ ତ୍ୟାଗର ମୂର୍ତ୍ତିମନ୍ତ ପ୍ରତୀକ ଉତ୍କଳମଣି ଗୋପବନ୍ଧୁ ଦାସ l ସାହାଜ ବାହାଲ ଜଗନ୍ନାଥ ମହାବିଦ୍ୟାଳୟ ଅର୍ଥନୀତି ବିଭାଗର ଅଧ୍ୟାପକ କବିରାଜ ଭୋଇ ଆଜ୍ଞା ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ପ୍ରତିକୂଳ ପରିସ୍ଥିତିରେ ଗୋପବନ୍ଧୁଙ୍କ ନିଷ୍ଠା ସମ୍ପର୍କରେ ମତ ରଖିଥିଲେ l ଯନ୍ତ୍ରଣା ସତ୍ତ୍ୱେ ଆଦର୍ଶରୁ ସେ କେବେ ବିଚ୍ୟୁତ ହୋଇ ନ ଥିଲେ l କାର୍ଯ୍ୟକ୍ରମଟି ସୁଶ୍ରୀ ଜାଗୃତି ଗଡ଼ତ୍ୟାଙ୍କ ସଂଯୋଜନାରେ ଆକର୍ଷଣୀୟ ହୋଇ ଉଠିଥିଲା l ଚିନ୍ତାମଣି ଦାସ ମନ୍ତ୍ର ପାଠ କରିଥିବା ବେଳେ ଚିନ୍ମୟୀ ମୁଦୁଲି ବିବେକ ବାଣୀ ପଠନ କରିଥିଲେ l ଓଡିଶାର ବିଭିନ୍ନ କୋଣ ଅନୁକୋଣରୁ ଯୋଗ ଦେଇଥିବା ସମସ୍ତ ଜ୍ଞାନୀ ବ୍ୟକ୍ତି ଏବଂ କାର୍ଯ୍ୟକ୍ରମରେ ଭାଗ ନେଇଥିବା ପ୍ରତିଭାମାନଙ୍କୁ ରୋଜି ସାହୁ କୃତଜ୍ଞତା ସହିତ ଧନ୍ୟବାଦ ଜଣେଇ ଥିଲେ l ସମସ୍ତଙ୍କ ସହଚାର୍ଯ୍ୟରେ ଆଲୋଚନା ଚକ୍ରଟି ସଫଳ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ   29-Aug-2026
  ଜିଲ୍ଲା  
ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   29-Aug-2026
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026
  ଜିଲ୍ଲା  
ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   29-Aug-2026
  ଜିଲ୍ଲା  
*ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   29-Aug-2026
  ଜିଲ୍ଲା  
ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   29-Aug-2026
  ଜିଲ୍ଲା  
ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   29-Aug-2026
  ଜିଲ୍ଲା  
କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ   29-Aug-2026
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026

You Might Also Like