-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||     

HOME   ଜିଲ୍ଲା

ସୋନିଆ ଗାନ୍ଧୀ ଙ୍କୁ ଇଡି ଜେରା ପ୍ରତିଦିବା ରେ ଜ଼ିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

22-Jul-2022



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ):  ଆଜି ଜ଼ିଲ୍ଲା କଂଗ୍ରେସ ସଭାପତି ଅନାମ ନାୟକ ଙ୍କ ନେତୃତ୍ୱ ରେ ଜ଼ିଲ୍ଲାପାଳ ଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ କେନ୍ଦ୍ର ସରକାର ଙ୍କୁ ଦୃଢ ନିନ୍ଦା କରିଥିଲେ ! କଂଗ୍ରେସ ଅଦକ୍ଷା ସୋନିଆ ଗାନ୍ଧୀ ଙ୍କୁ ଇଡି ଜେରା କରିବା ପ୍ରତିବାଦ ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା !ସୋନିଆ ଗାନ୍ଧୀ ଠାରୁ ଇଡି ଜେରା ତୁରନ୍ତ ପ୍ରତ୍ୟାହାର କରିବା ପାଇଁ ନେତା ଓ କର୍ମୀମାନେ ଦାବୀ କରିଥିଲେ ! ତୁରନ୍ତ ଏହି ଇଡି ପ୍ରତ୍ୟାହାର ସୋନିଆ ଗାନ୍ଧୀ ଙ୍କ ଠାରୁ ନ କରନ୍ତି ତାହାହେଲେ ଆଗାମୀ ଦିନ ରେ ରାଜରାସ୍ତା କୁ ଓଲ୍ହାଇ ଜୋର ଯାର ରେ ଆନ୍ଦୋଳନ କରାଯିବ ବୋଲି ଜ଼ିଲ୍ଲା କଂଗ୍ରେସ ସଭାପତି ଅନାମ ନାୟକ ଓ କଂଗ୍ରେସ ନେତା ଅମୀର ଚାନ୍ଦ ନାୟକ, ଶ୍ରମିକ ନେତା ଘନ ଶବର,ନଗର ସଭାପତି ଶିବ ଶଙ୍କର ବେହେରା ଚେତା ବନି ଦେଇଛନ୍ତି !ଏହି ବିକ୍ଷୋଭ ପ୍ରଦର୍ଶନ ରେ ବହୁ ପୁରୁଖା କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଅଭିମନ୍ୟୁ ବେହେରା, ବିଜୟ ମହାନ୍ତି,ପିତାମ୍ବର ସାହୁ, ଯୁବ ନେତା ଗୌର ବେହେରା, ବଳଦେବ ବେହେରା, ଦୁର୍ଯ୍ୟୋଧନ ପଟ୍ଟନାୟକ, ଛାତ୍ର ନେତା ଅନୁପ କହଁର ସହିତ ବହୁ ମହିଳା କଂଗ୍ରେସ ନେତ୍ରୀ ଓ କର୍ମୀ ଉପସ୍ଥିତ ଥିଲେ! ବିକ୍ଷୋଭବକୁ ଦୃଷ୍ଟି ରେ ରଖି କୌଣସି ଅପ୍ରୀତିକ ପରିସ୍ଥିତି ନ ଉପୁଜିବା ପାଇଁ ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପୋଲିସ ଫୋର୍ସ  ମୃତୟନ କରାଯାଇଥିଲା !


News Comment




Photo in News

Advertisment
Lastest News
  ରାଜ୍ୟ  
ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   29-Aug-2026
  ଜିଲ୍ଲା  
ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ   29-Aug-2026
  ଜିଲ୍ଲା  
ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   29-Aug-2026
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026
  ଜିଲ୍ଲା  
ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   29-Aug-2026
  ଜିଲ୍ଲା  
*ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   29-Aug-2026
  ଜିଲ୍ଲା  
ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   29-Aug-2026
  ଜିଲ୍ଲା  
ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   29-Aug-2026
  ଜିଲ୍ଲା  
କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ   29-Aug-2026

You Might Also Like