-+91-9937148622 |

prerana_bgr@rediffmail.com |

  Sunday 30th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||     

HOME   ଜିଲ୍ଲା

ରାଜନୈତିକ ଓ ପାରିବାରିକ କଳହ, ସାନ ଭାଇ ଓ ବୋହୁ ମିଶି ବଡଭାଇଙ୍କୁ ଟାଙ୍ଗିଆରେ ଆକ୍ରମଣ। #--ଆକ୍ରମଣ କାରୀ ସାନ ଭାଇ ଥାନାରେ ଅଟକ

22-Jul-2022



ନାକଟିଦେଉଳ(କନ୍ଦର୍ପ ବେହେରା) ସମ୍ବଲପୁର ଜିଲ୍ଲା ରେଢାଖୋଲ ଥାନା ଘୋଷରାମାଳ ପଞ୍ଚାୟତ ଅନ୍ତର୍ଗତ ରାଇଲ ଗ୍ରାମରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କଳହ ଓ ପାରିବାରିକ କଳହକୁ କେନ୍ଦ୍ର କରି ୱାର୍ଡ ସଭ୍ୟା ଶୋଭାଗିନୀ ଦେହୁରୀଙ୍କ ସ୍ୱାମୀଙ୍କୁ ତାଙ୍କ ସ୍ୱାମୀ ଙ୍କ ସାନ ଭାଇ ଓ ବୋହୁ ଟାଙ୍ଗିଆରେ ମରଣାନ୍ତକ ଆକ୍ରମଣ କରିବା ସହ ଏକ ଶାବଳରେ ଭୁସି ମାରିଦେବା ଉଦ୍ୟମ କରିଥିବା ରେଢ଼ାଖୋଲ ଥାନାରେ ଅଭିଯୋଗ ହୋଇଛି । 
ଏହି ଆକ୍ରମଣରେ ୱାର୍ଡ ସଭ୍ୟାଙ୍କ ସ୍ୱାମୀ ତଥା ଆକ୍ରମଣକାରୀଙ୍କ ଦେଢଶୁର(ବଡଭାଇ) କେଶବ ଦେହୁରୀ (୪୫)ଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି।
ଗୁରୁତର ଅବସ୍ଥାରେ ଚାଷ ଜମିରୁ କେଶବଙ୍କୁ ପରିବାର ଲୋକେ ଉଦ୍ଧାର କରି ଏକ ବାଇକ ଯୋଗେ ରେଢାଖୋଲ ଉପଖଣ୍ଡ ଡାକ୍ତରଖାନାରେ ପୋଲିସ ଉପସ୍ଥିତିରେ ପ୍ରାଥମିକ ଚିକିତ୍ସା କରାଯାଇଥିବା ଜଣାପଡ଼ିଛି । ଏନେଇ ଗୁରୁତର ଆହତ ହୋଇଥିବା କେଶବ ରେଢାଖୋଲ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।ଅଭିଯୋଗ ପରେ ରେଢାଖୋଲ ଥାନା କେସ ନମ୍ବର ୧୫୪/୨୨ରେ ଏକ ମାମଲା ରୁଜୁ ହୋଇଛି। ଏହି ଘଟଣାରେ ପୋଲିସ ଆକ୍ରମଣ କାରୀ ସାନ ଭାଇ ମୀନ କେତନ ଦେହୁରୀଙ୍କୁ ଅଟକ ରଖିଥିବା ଆଇଆଇସି ସୁରୁବାବୁ ଛତ୍ରିଆ ପ୍ରକାଶ କରିଛନ୍ତି। କେଶବଙ୍କୁ ତାଙ୍କ ସାନ ଭାଇ ମୀନକେତନ ଦେହୁରୀ ଓ ତାଙ୍କ ପତ୍ନୀ ଚଞ୍ଚଳା ଦେହୁରୀ ଚାଷ ଜମିରେ କେଶବଙ୍କ ସହ କଳହ କରିବା ସହ ପ୍ରଚୁର ମାଡ଼ ମାରି ପ୍ରଥମେ ସାନ ଭାଇ ମୀନ କେତନ ଏକ ଶାବଳରେ ପେଟରେ ଭୁସି ମାରି ଦେବାକୁ ଉଦ୍ୟମ କରି ଥିଲେ। ସେଥିରେ ବଡ଼ ଭାଇ କେଶବ ଅଳ୍ପକେ ରକ୍ଷା ପାଇ ଯାଇ ଥିଲେ। ଏହା ପରେ ଘଟଣା ସ୍ଥଳରେ ଥିବା ମୀନ କେତନଙ୍କ ପତ୍ନୀ ଚଞ୍ଚଳା ଦେହୁରୀ ଏକ ଟାଙ୍ଗିଆରେ କେଶବଙ୍କୁ ମରଣାନ୍ତକ ଆକ୍ରମଣ କରି ମୁଣ୍ଡରେ ହାଣି ପକାଇ ଥିଲେ ବୋଲି ରେଢାଖୋଲ ଥାନାରେ ଅଭିଯୋଗ କରିଛନ୍ତି।
ଲିଖିତ ଅଭିଯୋଗରେ ସେ ଜଣାଇଛନ୍ତି ଯେ ରାଇଲ ଗ୍ରାମର ୱାର୍ଡ ସଭ୍ୟା ଶୋଭାଗିନୀ ଦେହୁରୀଙ୍କ ସ୍ୱାମୀ କେଶବ ଦେହୁରୀ ଗୁରୁବାର ସକାଳ ୯ ଟା ବେଳେ ତାଙ୍କ ଶାଳବଣିଆରେ ଥିବା ଚାଷ ଜମିକୁ ଯାଇ କାମ କରୁଥିଲେ। ଏହି ସମୟରେ  କେଶବଙ୍କ ସାନ ଭାଇ ମୀନ କେତନ ଓ ତାଙ୍କ ପତ୍ନୀ ଚଞ୍ଚଳା  ଦୌଡ଼ି ଆସି ଏକ ଶାବଳରେ ଭୁସି ଦେଉ ଥିବା ବେଳେ ଗ୍ରାମର  ଚକ୍ରଧର ଶାବଳ ଛଡାଇ ନେଇ ଥିଲା। ଏହା ପରେ ଚଞ୍ଚଳା  ଦେହୁରୀ ଏକ ଟାଙ୍ଗିଆରେ ତାଙ୍କ ଦେଢଶୁର କେଶବଙ୍କ ପଛ ପଟୁ ମୁଣ୍ଡରେ ଆକ୍ରମଣ ତଥା ହାଣି ଦେଇଥିଲେ। ଏହା ପରେ ଏକ ଢେଙ୍ଗାରେ ପ୍ରଚୁର ମାଡ଼ ମଧ୍ୟ ମାରି ଥିଲେ। ଗୁରୁତର ଆହତ କେଶବଙ୍କ ପତ୍ନୀ  ଶୋଭାଗିନୀ ଦେହୁରୀ ନାକଟିଦେଉଳ ବ୍ଲକ ଘୋଷରାମାଳ ପଞ୍ଚାୟତ ଅନ୍ତର୍ଗତ ରାଇଲ ଗ୍ରାମ ୧୦ ନମ୍ବର ୱାର୍ଡର  ୱାର୍ଡ ସଭ୍ୟା ହେବା ଦିନଠୁ  ମାଛ ଚିହ୍ନ  ଭୋଟ ଦେଇ ଥିବା ଲୋକଙ୍କୁ ଗୋଟି ଗୋଟି କରି ମାରିବି ବୋଲି ରାସ୍ତାରେ ପାଟି କରି କହୁଥିଲେ।ଏହା ସହ କେଶବଙ୍କ ପତ୍ନୀଙ୍କୁ ବିଧବା କରିଦେବା ପାଇଁ ଆଗରୁ ସବୁବେଳେ ଧମକ ଦେଇ ଆସୁଥିଲା। ଏହି ଗଣ୍ଡଗୋଳରେ ଗ୍ରାମର କେତେକ ଖଳ ପ୍ରକୃତିର ଲୋକେ ପ୍ରବର୍ତ୍ତାଉ ଥିବା ନେଇ ଥାନାରେ ଅଭିଯୋଗ ହୋଇଛି।ଉଲ୍ଲେଖ ଥାଉକି ଗତ ୨୦୦୮ ମସିହାରେ ନାକଟିଦେଉଳ ବ୍ଲକ   ଘୋଷରାମାଳ ପଞ୍ଚାୟତର ନାଏବ ସରପଞ୍ଚ ତଥା ରାଇଲ ଗ୍ରାମର ରବି ସାହୁଙ୍କୁ ରାଜନୈତିକ ମନ୍ଦ ଉଦ୍ଦେଶ୍ୟ ରଖି ହତ୍ୟା ଘଟଣା ଘଟି ଯାଇଥିଲା। ଯାହାକି ଏବେ ମଧ୍ୟ ଅଞ୍ଚଳବାସୀ ଓ ଗ୍ରାମବାସୀଙ୍କ ମନରୁ ଲିଭି  ନ ଥିବା ବେଳେ ବର୍ତ୍ତମାନ ଏହି ଘଟଣାକୁ  ନେଇ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି ା  ଭବିଷ୍ୟତରେ  ଯେମିତି   ଏଭଳି ଘଟଣା ନ  ଘଟିବ ସେଥିପାଇଁ  ପୋଲିସକୁ  କାର୍ଯ୍ୟାନୁଷ୍ଠାନ ଓ ସୁରକ୍ଷା ପାଇଁ ଲୋକେ ଦାବି କରିଛନ୍ତି ା


News Comment




Photo in News

Advertisment
Lastest News
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026
  ଜିଲ୍ଲା  
ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   29-Aug-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   29-Aug-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ   29-Aug-2026
  ରାଜ୍ୟ  
ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   29-Aug-2026
  ଜିଲ୍ଲା  
ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ   29-Aug-2026
  ଜିଲ୍ଲା  
ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   29-Aug-2026
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026

You Might Also Like