-+91-9937148622 |

prerana_bgr@rediffmail.com |

  Sunday 30th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||     

HOME   ଜିଲ୍ଲା

କେନ୍ଦ୍ରୀୟ ବିଦ୍ୟାଳୟ ସୋନପୁର ର ଉଭୟ ଦଶମ ଓ ଦ୍ଵାଦଶ ସି ବି ଏସ୍ ଇ ବୋର୍ଡ ପରୀକ୍ଷାରେ ଶତ ପ୍ରତିଶତ ସଫଳତା

23-Jul-2022



ସୁବର୍ଣ୍ଣପୁର/ ଆଜି ସର୍ବଭାରତୀୟ ସ୍ତରରେ ସି ବି ଏସ୍ ଇ  ବୋର୍ଡ ପରୀକ୍ଷାର  ଉଭୟ ଦଶମ ଓ  ଦ୍ୱାଦଶ ଶ୍ରେଣୀର ଫଳାଫଳ ବହାରିଛି l ପୂର୍ବ ବର୍ଷ ଭଳି ଏଥର ମଧ୍ୟ କେନ୍ଦ୍ରୀୟ ବିଦ୍ୟାଳୟ ସୋନପୁର ଉଭୟ  ପରୀକ୍ଷାରେ ଶତପ୍ରତିଶତ ସଫଳତା ହାସଲ ସହିତ ସୁନାମ ବଜାୟ ରଖିବା ରେ ସକ୍ଷମ ହୋଇଛି l ଦ୍ୱାଦଶ ଶ୍ରେଣୀ ବିଜ୍ଞାନ ପରୀକ୍ଷା ରେ  ୩୮ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ସମସ୍ତେ ଉତ୍ତୀର୍ଣ୍ଣ ହୋଇଛନ୍ତି l  ସେମାନଙ୍କ ମଧ୍ୟରୁ ୯୦ ପ୍ରତିଶତ ଉପରେ ୬ ଜଣ,  ୮୦ ରୁ ୯୦ ପ୍ରତିଶତ ମଧ୍ୟରେ ୫ ଜଣ ଏବଂ ୭୦ ରୁ ୮୦ ପ୍ରତିଶତ ମଧ୍ୟରେ ୧୫ ଜଣ ନମ୍ବର ରଖିଛନ୍ତି l ନଟବର ପ୍ରଧାନ ୯୫.୬ % ସହିତ ପ୍ରଥମ ସ୍ଥାନ,  ସ୍ମୃତି  ସଞ୍ଚିତା ପଧାନ ୯୪.୬% ସହିତ ଦ୍ଵିତୀୟ,  ଜ୍ୟୋତି ରଞ୍ଜନ ପାଣ୍ଡେ ୯୩.୮% ସହିତ ତୃତୀୟ,  ବି ଶୈଳେଶ ୮୨.୮% ସହିତ ଚତୁର୍ଥ  ଏବଂ ଶିଭାଙ୍ଗୀ  ସାହୁ ୯୨.୪ % ସହିତ ପଞ୍ଚମ ସ୍ଥାନ ଅଧିକାର କରିଛନ୍ତି  I ସେହିପରି ଦଶମ ବୋର୍ଡ ପରୀକ୍ଷାରେ ସମସ୍ତ  ୩୭ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି l ସେମାନଙ୍କ ମଧ୍ୟରୁ ସାନିଆ ବାଗ  ୯୪.୪ %, ଓମକାର ନନ୍ଦ ୯୩.୬% ଏବଂ ସ୍ନେହା ସ୍ମୃତି ମେହେର ୯୩ % ମାର୍କ ରଖି ଯଥାକ୍ରମେ ପ୍ରଥମ ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଛନ୍ତି I ଗତକାଲି କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ ଅଶୋକ ସରଭଙ୍ଗ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ଖୁସିର ମୁହୂର୍ତ୍ତରେ ବିଦ୍ୟାଳୟର ମ୍ୟାନେଜିଂ କମିଟ ଅଧ୍ୟକ୍ଷ  ଜିଲ୍ଲାପାଳ

ସୁବର୍ଣ୍ଣପୁର, ଅବୋଲି ସୁନୀଲ  ନରୱଣେ , ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ,  ଡେପୁଟି କମିଶନର କେନ୍ଦ୍ରିୟ ବିଦ୍ୟାଳୟ ଡଃ ଶ୍ରୀ ହରନ ବୋଷ ଏବଂ ଏଠାକାର ସମସ୍ତ  ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l ଏହାସହିତ ସମସ୍ତ କୃତି ଛାତ୍ରଛାତ୍ରୀ ମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ  କାମନା କରିବା ସହିତ  ସେମାନଙ୍କ ପିତାମାତା ମାନଙ୍କୁ ମଧ୍ୟ ସାଧୁବାଦ ଜଣାଇଥିଲେ l ଏହି ସାମ୍ବାଦିକ ସମ୍ମିଳନୀରେ ଅଧ୍ୟାପିକା ପୁନମ୍ ପଟେଲ,  ଲାଇବ୍ରେରୀଆନ୍ ଶିବ ଭୋଇ ଙ୍କ ସହିତ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ  ଏବଂ ଗଣମାଧ୍ୟମର ପ୍ରତିନିଧି ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026
  ଜିଲ୍ଲା  
ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   29-Aug-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   29-Aug-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ   29-Aug-2026
  ରାଜ୍ୟ  
ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   29-Aug-2026
  ଜିଲ୍ଲା  
ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ   29-Aug-2026
  ଜିଲ୍ଲା  
ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   29-Aug-2026
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026

You Might Also Like