-+91-9937148622 |

prerana_bgr@rediffmail.com |

  Sunday 30th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||     

HOME   ଜିଲ୍ଲା

ସମନ୍ୱିତ ଶିଶୁ ବିକାଶ ଯୋଜନା ଓ ସମାଜ କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଙ୍କ ନବରଙ୍ଗପୁର ଗସ୍ତ ଓ ଜିଲ୍ଲାସ୍ତରୀୟ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା

23-Jul-2022



ନବରଙ୍ଗପୁର(ପ୍ରେରଣା ଖବର) ରାଜ୍ୟ ସମନ୍ୱିତ ଶିଶୁ ବିକାଶ ଯୋଜନା ଓ ସମାଜ କଲ୍ୟାଣ ବିଭାଗ ନିର୍ଦ୍ଦେଶକ ତଥା ଆକାଂକ୍ଷା ଜିଲ୍ଲା ପ୍ରଭାରୀ ଶ୍ରୀ ଅରବିନ୍ଦ ଅଗ୍ରୱାଲ ନବରଙ୍ଗପୁର ଗସ୍ତରେ ଆସି ଜିଲ୍ଲାର ଝରିଗାଁ, ଉମରକୋଟ, ରାଇଘର, ବ୍ଲକ ର କ୍ଷେତ୍ର ପରିଦର୍ଶନ କରି ଜିଲ୍ଲାର ଉନ୍ନତି ଓ ବିକାଶ ପାଇଁ ସରକାର ଙ୍କ କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବୁଲି ଦେଖିଥିଲେ ଏଥିରେ ଭାରତ ମାଲା ପ୍ରକଳ୍ପ,ଅମୃତ ସରୋବର ଅଙ୍ଗନୱାଡ଼ି କେନ୍ଦ୍ର, ରାସ୍ତା ନିର୍ମାଣ କାର୍ଯ୍ୟ, ଉଦ୍ୟାନ କୃଷି ରେ ଉନ୍ନତ ମାନର କଳରା ଚାଷ ଇତ୍ୟାଦି ଦେଖି       ପ୍ରଶଂସା କରିଥିଲେ। ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର, ନିର୍ଦ୍ଦେଶକ ଶ୍ରୀ ଅଗ୍ରୱାଲ ଙ୍କୁ ସର୍କିଟ ହାଉସ ରେ  ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ ଏବଂ ଏହି କ୍ଷେତ୍ର ପରିଦର୍ଶନରେ ନିର୍ଦ୍ଦେଶକ ଙ୍କ ସହିତ ଜିଲ୍ଲାପାଳ ଡକ୍ଟର ମିଶ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ରତ୍ନାକର ସାହୁ, ଜିଲ୍ଲାସ୍ତରୀୟ ଅଧିକାରୀ  ଯୋଗଦେଇଥିଲେ। କ୍ଷେତ୍ର ପରିଦର୍ଶନ ପରେ ମିଶନ ଶକ୍ତି ସଭା ଗୃହରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକରେ ନିର୍ଦ୍ଦେଶକ, ଆକାଂକ୍ଷା ଜିଲ୍ଲା ପ୍ରଭାରୀ ଅଧିକାରୀ ଶ୍ରୀ ଅଗ୍ରୱାଲ ଯୋଗଦେଇ ଜିଲ୍ଲାର ବିଭିନ୍ନ ବିଭାଗୀୟ  ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ଜିଲ୍ଲାପାଳ ଡକ୍ଟର ମିଶ୍ର ଜିଲ୍ଲାର ଉନ୍ନତି ଓ ବିକାଶ ପଥରେ କାର୍ଯ୍ୟକାରୀ କରାଯାଉଥିବା ସରକାରୀ ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ କରାଇଥିଲେ। ଏଥିରେ ସ୍ବାସ୍ଥ୍ୟ ସେବା, ସମନ୍ୱିତ ଶିଶୁ ବିକାଶ, ସମାଜ କଲ୍ୟାଣ, ଶିଶୁ ସୁରକ୍ଷା, ଦକ୍ଷତା ବିକାଶ, କୃଷି, ପ୍ରାଣୀ ଚିକିତ୍ସା, ଶିକ୍ଷା ବ୍ୟବସ୍ଥା ଇତ୍ୟାଦି ସମ୍ପର୍କରେ ସମୀକ୍ଷା କରିଥିଲେ ଏବଂ ସନ୍ତୋଷ ପ୍ରକାଶ କରି ବିଭାଗୀୟ ଅଧିକାରୀ ମାନେ ଅଧିକ ଯତ୍ନ ବାନ୍ ହୋଇ ଜନ କଲ୍ୟାଣ ଯୋଜନା ର ସଫଳ ରୂପାୟନ ରେ ନିଜର ଦାୟିତ୍ଵ ତୁଲାଇ ବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ। ଏହି ସମୀକ୍ଷା ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପାଳ ଙ୍କ ସମେତ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ରତ୍ନାକର ସାହୁ, ମୁଖ୍ୟ ଚିକିତ୍ସଧିକାରୀ ଡକ୍ଟର କାଳୀ ପ୍ରସାଦ ବେହେରା, ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଅଭିମନ୍ୟୁ ମାଝୀ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ସ୍ଵର୍ଣ୍ଣ ଲତା ବିଶ୍ୱାସ, ଅଧିକ୍ଷଣ ଯନ୍ତ୍ରୀ ପୂର୍ତ୍ତ ବିଭାଗ ପ୍ରଫୁଲ୍ଲ କୁମାର ମିଶ୍ର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026
  ଜିଲ୍ଲା  
ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   29-Aug-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   29-Aug-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ   29-Aug-2026
  ରାଜ୍ୟ  
ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   29-Aug-2026
  ଜିଲ୍ଲା  
ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ   29-Aug-2026
  ଜିଲ୍ଲା  
ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   29-Aug-2026
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026

You Might Also Like