-+91-9937148622 |

prerana_bgr@rediffmail.com |

  Sunday 30th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||     

HOME   ଜିଲ୍ଲା

କନ୍ୟାରତ୍ନ ସୁରକ୍ଷା ଉପରେ ଆଲୋଚନାଚକ୍ର

23-Jul-2022



ବୀରମହାରାଜପୁର,(ବିନୋଦ ପାଣ୍ଡେ) : ରାଜ୍ୟର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ମାଟିଲଗ୍ନା ସାହିତ୍ୟ ସଂସଦର ମହିଳା ମଞ୍ଚ ପକ୍ଷରୁ ଆଜି ଅପରାହ୍ନରେ କନ୍ୟାରତ୍ନ ସୁରକ୍ଷା ଶୀର୍ଷକ ଉପରେ ଗୁଗୁଲ ମିଟ୍ ମାଧ୍ୟମରେ ଏକ ଅଭାଷି ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ସଂସଦର ସଭାପତି କିଶୋର ଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ ଆଲୋଚନା ଚକ୍ରରେ ସ୍ଵାଗତ ଭାଷଣ ଦେବା ସହିତ ସଭା ପରିଚାଳନା କରିଥିଲେ ମାଟିଲଗ୍ନା ମହିଳା ମଞ୍ଚର ମୂଖ୍ୟ ପରିଚାଳିକା ଶୋଭଗିନି ନନ୍ଦ । ବରଗଡର ଅବସରପ୍ରାପ୍ତ ଶିକ୍ଷୟତ୍ରୀ ତଥା ବରିଷ୍ଠ କବୟିତ୍ରୀ ନୁରାବତୀ ସାହୁ ଉକ୍ତ ଆଲୋଚନାରେ ମୂଖ୍ୟ ଆଲୋଚିକା ଭାବରେ ଯୋଗଦେଇ ପୁତ୍ର ସନ୍ତାନ ତୁଳନାରେ କନ୍ୟା ସନ୍ତାନ କ୍ରମଶଃ ହ୍ରାସ ପାଉଥିବାରୁ କ୍ଷୋଭ ପ୍ରକାଶ କରିଥିଲେ । କବୟିତ୍ରୀ ସରସ୍ଵତୀ ବାରିକ (ଭଦ୍ରକ), ଅବସର ପ୍ରାପ୍ତ ଶିକ୍ଷୟତ୍ରୀ ଜ୍ୟୋତି ପ୍ରଭା ପଟ୍ଟନାୟକ (ଖୋର୍ଦ୍ଧା), ସଧାରଣ ସମ୍ପାଦକ ଶୁଭ୍ରାଂଶୁ ଶେଖର ପାଢ଼ୀ (ସୁବର୍ଣ୍ଣପୁର), ତପସ୍ଵିନୀ ଦାସ ଏବଂ ସୋଭାଗିନୀ ନନ୍ଦ (କୋରାପୁଟ) ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି କନ୍ୟାରତ୍ନ ସୁରକ୍ଷା ସମ୍ପର୍କରେ ନିଜର ମତାମତ ଉପସ୍ଥାପନା କରିଥିଲେ । ସଭାପତି ଶ୍ରୀଯୁକ୍ତ କିଶୋର ଚନ୍ଦ୍ର ପ୍ରଧାନ କନ୍ୟାରତ୍ନ ସୁରକ୍ଷା ସମ୍ପର୍କରେ ମାଟିଲଗ୍ନା ସାହିତ୍ୟ ସଂସଦର ଆଗାମୀ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ । ଆଗାମୀ ଅଗଷ୍ଟ ୫ ତାରିଖରେ ବରଗଡର ହେବାକୁ ଥିବା  ମାଟିଲଗ୍ନା ସାହିତ୍ୟ ସଂସଦର ଦ୍ଵିତୀୟ ସ୍ଵନକ୍ଷତ୍ର ଦିବସଠାରୁ ସମଗ୍ର ଓଡ଼ିଶାରେ ମହିଳା ମହବିଦ୍ୟାଳୟ ଓ ବାଳିକା ବିଦ୍ୟାଳୟ ମାନଙ୍କରେ କନ୍ୟରତ୍ନ ସୁରକ୍ଷା ଉପରେ କାର୍ଯ୍ୟକ୍ରମ ମାନ ଆୟୋଜନ କରିବାକୁ ଘୋଷଣା କରିଥିଲେ ଏବଂ ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

           ଆଲୋଚନାଚକ୍ର ପରେ ହୋଇଥିବା କବିତା ଆସରରେ କଳାହାଣ୍ଡି ଜିଲ୍ଲାର ଦୁଇ ଅନୁଭବୀ ସଂଯୋଜିକା ପ୍ରିୟଦର୍ଶିନୀ ମିଶ୍ର ଏବଂ ନଳିନୀ ପ୍ରଭା ଦାସ ସଂଯୋଜନା କରିଥିବା ବେଳେ ବାସନ୍ତୀ ଗୁରୁ, ବିଜୟଶ୍ରୀ ନାଥ, ହିରାବତୀ ସାହୁ, ଜନରଞ୍ଜନ ପ୍ରଧାନ, ଲୀଳାବତୀ ବେହେରା, ମୋନାଲିସା ନନ୍ଦ, ନାହିଦା ସାହିନ୍, ପ୍ରମିଳା ପା


News Comment




Photo in News

Advertisment
Lastest News
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026
  ଜିଲ୍ଲା  
ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   29-Aug-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   29-Aug-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ   29-Aug-2026
  ରାଜ୍ୟ  
ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   29-Aug-2026
  ଜିଲ୍ଲା  
ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ   29-Aug-2026
  ଜିଲ୍ଲା  
ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   29-Aug-2026
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026

You Might Also Like