-+91-9937148622 |

prerana_bgr@rediffmail.com |

  Sunday 30th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||     

HOME   ଜିଲ୍ଲା

ଏସ ସି ଡି ଚକ୍ଷୁ ହସ୍ପିଟାଲ୍ ଟିଟିଲାଗଡ ତରଫରୁ ନିୟମିତ ଚକ୍ଷୁ ପରୀକ୍ଷା କେନ୍ଦ୍ର ଭିଜନ ସେଣ୍ଟର ଉଦଘାଟନ

23-Jul-2022



କଣ୍ଟାବାଞ୍ଜି,(ପ୍ରେରଣା ଖବର)  ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ୍ କଣ୍ଟାବାଞ୍ଜି ରେ ଏସ ସି ଡି ଚକ୍ଷୁ ହସ୍ପିଟାଲ୍ ଟିଟିଲାଗଡ ଦ୍ଵାରା ସ୍ଥାନୀୟ କଣ୍ଟାବାଞ୍ଜି ସ୍ଥିତ ସୀତା ଭବନ ଠାରେ ଚକ୍ଷୁ ପରୀକ୍ଷ ଓ ତାର ଚିକିତ୍ସା ପାଇଁ ଭିଜନ ସେଣ୍ଟର ଉଦଘାଟନ ହେଇଯାଉଛି । ଏଥିରେ ମୂଖ୍ୟ ଅତିଥି ଭାବରେ କଣ୍ଟାବାଞ୍ଜି ନଗରପାଲ ଶ୍ରୀ ବରିୟମ୍ ସିଂ ସାଲୁଜା ଯୋଗ ଦେଇ ଶୁଭ ଉଦଘାଟନ କରି ଥିଲେ l ଏଥିରେ ଡାକ୍ତର, ନର୍ସ ଚକ୍ଷୁ ବିଶେଷଜ୍ଞ ଙ୍କ ଦ୍ଵାରା ଉତ୍ତମ ଚକ୍ଷୁ ଚିକିତ୍ସା ର ବନ୍ଦୋବସ୍ତ ରହିଅଛି । ଏହି ଭିଜନ ସେଣ୍ଟର ଆରମ୍ଭ ହେବ ଦ୍ୱାରା କଣ୍ଟାବାଞ୍ଜି ଅଞ୍ଚଳର ରୋଗୀ ମାନଙ୍କୁ ଚିକିତ୍ସା ପାଇଁ ଆଉ ଟିଟିଲାଗଡ ଯିବାକୁ ପଡିବ ନାହିଁ । ସେମାନେ କଣ୍ଟାବାଞ୍ଜି ରେ ହିଁ ସେବା ପାଇ ପାରିବେ l ଉଦଘାଟନ ଉତ୍ସବରେ ସମ୍ପାଦକ  ଅଞ୍ଜଳି ବେହେରା, ସମ୍ପାଦକ ନକୁଳ ବାଗ , କୋଷାଧ୍ୟକ୍ଷ ତାପସ୍ ମହାପାତ୍ର, ପ୍ରୋଜେକ୍ଟ ନିର୍ଦ୍ଦେଶକ ମୋହିତ ମୋହନ ଦାସ, ପ୍ରୋଜେକ୍ଟ କୋଡ଼ିନେଟର ଅମିତାଭ ବେହେରା, ଡକ୍ଟର ହରିଶ୍ଚନ୍ଦ୍ର ପାତ୍ର ଡାକ୍ତର କେ ମାଧୁରୀ ପ୍ରମୁଖ ଉପସ୍ଥିତ ଥିଲେ l ଏଥିରେ କଣ୍ଟାବାଞ୍ଜିର ଆଶିଷ ଖୈତାନ ଓ ଆନ୍ଦନ୍ ମୋଟେ ଆଉ ବିଶେଷ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026
  ଜିଲ୍ଲା  
ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   29-Aug-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   29-Aug-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ   29-Aug-2026
  ରାଜ୍ୟ  
ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   29-Aug-2026
  ଜିଲ୍ଲା  
ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ   29-Aug-2026
  ଜିଲ୍ଲା  
ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   29-Aug-2026
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026

You Might Also Like