-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||     

HOME   ରାଜ୍ୟ

ଭେମ୍ବର ୨୬ ତାରିଖରେ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ଦେଶବ୍ୟାପୀ ଧର୍ମଘଟ- ବ୍ୟାଙ୍କ୍ କର୍ମଚାରୀ ମାନେ ମଧ୍ୟ ହେବେ ସାମିଲ

25-Nov-2020



ଭୁବନେଶ୍ବର, (ପ୍ରେରଣା ଖବର) - ନଭେମ୍ବର ୨୬ ତାରିଖରେ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ଦେଶବ୍ୟାପୀ ଧର୍ମଘଟ କରିବ । ଏହି ଆନ୍ଦୋଳନରେ ଅଖିଳ ଭାରତୀୟ ବ୍ୟାଙ୍କ କର୍ମଚାରୀ ସଂଘ ମଧ୍ୟ ସାମିଲ ହେବା ନେଇ ଘୋଷଣା କରିଛି । କେନ୍ଦ୍ର ସରକାରଙ୍କ ଶ୍ରମ ବିରୋଧୀ ନୀତି ବିରୋଧରେ ଏହି ଆନ୍ଦୋଳନ ଡାକରା ଦିଆଯାଇଛି । ସୂଚନାଯୋଗ୍ୟ ଯେ, କେନ୍ଦ୍ର ସରକାର ନିକଟରେ ତିନୋଟି ନୂଆ ଶ୍ରମ ଆଇନ ପାରିତ କରିବା ସହ ୨୭ ପୂରୁଣା ଆଇନକୁ ଶେଷ କରି ଦେଇଥିଲେ । ଯାହାକୁ ବିରୋଧ କରି ଏହି ଆନ୍ଦୋଳନ ଡାକରା ଦିଆଯାଇଛି । ଭାରତୀୟ ମଜଦୂର ସଂଘକୁ ଛାଡି ୧୦ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ୨୬ ନଭେମ୍ବରରେ ଦେଶବ୍ୟାପୀ ଆନ୍ଦୋଳନ କରିବା ନେଇ ଘୋଷଣା କରିଛି । ଅଖିଳ ଭାରତୀୟ ବ୍ୟାଙ୍କ କର୍ମଚାରୀ ସଂଘ ମଙ୍ଗଳବାର କହିଛି ଯେ, ନିକଟରେ ଶେଷ ହୋଇଥିବା ଲୋକସଭା ଅଧିବେଶନରେ ତିନୋଟି ନୂଆ ଶ୍ରମ ଆଇନ ପାରିତ କରାଯାଇଛି । ଏହାସହ ବ୍ୟବସାୟ ସହଜ କରିବା ନାଁରେ ୨୭ ଆଇନକୁ ସମାପ୍ତ କରିଦେଇଛନ୍ତି । ଏହି ଆଇନ ମୋଟାମୋଟି ଭାବେ କର୍ପୋରେଟ୍ ସେକ୍ଟରର ହିତରେ । ଏଥି ଅନୁଯାୟୀ ୭୫ ପ୍ରତିଶତ ଶ୍ରମିକଙ୍କୁ ଶ୍ରମ ଆଇନ ଅଧିନରୁ ବାହାର କରିଦିଆଯାଇଛି । ନୂଆ ଆଇନରେ ଏହି ଶ୍ରମିକଙ୍କୁ କୌଣସି ପ୍ରକାରର ସଂରକ୍ଷଣ ମିଳିବ ନାହିଁ । ଅଖିଳ ଭାରତୀୟ ବ୍ୟାଙ୍କ କର୍ମଚାରୀ ସଂଘର ସଦସ୍ୟ ଥିବା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ଏବଂ ଇଣ୍ଡିଆନ ଓଭରସିଜ୍ ବ୍ୟାଙ୍କ୍ କୁ ଛାଡି ଅଧିକାଂଶ ବ୍ୟାଙ୍କ୍ ର ପ୍ରତିନିଧିତ୍ବ କରୁଛି । ବିଭିନ୍ନ ସାର୍ବଜନୀନ ଏବଂ ପୁରୁଣା ଘରୋଇ କ୍ଷେତ୍ରର ବ୍ୟାଙ୍କ୍ ଏବଂ କିଛି ବିଦେଶୀ ବ୍ୟାଙ୍କ୍, ପୁରୁଣା ପିଢୀର ଘରୋଇ କ୍ଷେତ୍ରର ବ୍ୟାଙ୍କ୍, କ୍ଷେତ୍ରୀୟ ଗ୍ରାମୀଣ ବ୍ୟାଙ୍କ୍ ଏବଂ ବିଦେଶୀ ବ୍ୟାଙ୍କ୍ ର ୧୦୦୦୦ ବ୍ରାଞ୍ଚ୍ ର ପ୍ରାୟ ୩୦,୦୦୦ କର୍ମଚାରୀ ଆନ୍ଦୋଳନରେ ସାମିଲ ହେବେ ।ବ୍ୟାଙ୍କ୍ କର୍ମଚାରୀ ମଧ୍ୟ ନିଜ ଦାବି ରଖିବେ । ଶ୍ରମ ଆଇନ ବ୍ୟତୀତ ବ୍ୟାଙ୍କ୍ କର୍ମଚାରୀଙ୍କ ତରଫରୁ ବ୍ୟାଙ୍କ୍ ଘରୋଇକରଣକୁ ବିରୋଧ, ଆଉଟସୋର୍ସିଂ ଓ କଣ୍ଟ୍ରାକ୍ଟ ସିଷ୍ଟମର ବିରୋଧ, ପର୍ଯ୍ୟାପ୍ତ ନିଯୁକ୍ତି, ବଡ କର୍ପୋରେଟ୍ ଡିଫଲ୍ଟରସ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ, ବ୍ୟାଙ୍କ୍ ଜମାର ସୁଧ ଦରରେ ବୃଦ୍ଧି ଏବଂ ସର୍ଭିସ୍ ଚାର୍ଜରେ ହ୍ରାସ ଭଳି ଦାବି ରହିବ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026

You Might Also Like