-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||     

HOME   ଜିଲ୍ଲା

ନେତାଜୀ ସଂଗ୍ରାମୀ ପରିଷଦ ପକ୍ଷରୁ ନବ ନିର୍ବାଚିତ ରାଷ୍ଟ୍ରପତିଙ୍କୁ ଅଭିନନ୍ଦନ ଓ ବୃକ୍ଷରୋପଣ 

23-Jul-2022



ବଲାଙ୍ଗିର, ବଲାଙ୍ଗୀରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ନେତାଜୀ ସଂଗ୍ରାମୀ ପରିଷଦ ପକ୍ଷରୁ ନବ ନିର୍ବାଚିତ ପଂଚଦଶତମ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜ୍ଞାପନ କରାଯାଇଛି । ଏହି ଅବସରରେ ୁନେତାଜୀଙ୍କ ପ୍ରତିମୂର୍ତ୍ତି ସ୍ଥଳୀରେ  ପୁଷ୍ପମାଲ୍ୟ ଅର୍ପଣ ସାଙ୍ଗକୁ ବୃକ୍ଷରୋପଣ କରାଯାଇଥଲା । ବଲାଙ୍ଗୀରରେ ଦ୍ୱିତୀୟ କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ ପାଇଁ ପରିଷଦ ପକ୍ଷରୁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏହି ପ୍ରକଳ୍ପ ନିର୍ମାଣ ସକାଶେ ରାଜ୍ୟ ସରକାରଙ୍କୁ ନିଦ୍ଦେଶ ଦେବା ପାଇଁ ଏକ ଅନୁରୋଧ ପତ୍ର ପ୍ରଦାନ ସାଙ୍ଗକୁ ଜନସାଧାରଣଙ୍କୁ ମିଷ୍ଠାନ୍ନ ବଂଟନ କରା ଯାଇଥିଲା । ପରିଷଦର ସଭାପତି ଲକ୍ଷ୍ମୀ ନାରାୟଣ ପଟ୍ଟନାୟକଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ସନାତନ ଠାକୁର, ଦୁର୍ଗା ପ୍ରସାଦ ହୋତା, ଶଶୀଭୂଷଣ ପୁରୋହିତ, ପଦ୍ମଚରଣ ଆଚାର୍ଯ୍ୟ, କିଶୋର ପାଣିଗ୍ରାହୀ, ରାଜେନ୍ଦ୍ର ଶର୍ମା, ପ୍ରଦୋଷ କୁମାର ପତି, ସଚିଦାନନ୍ଦ ବାଗ, ସଂଜୟ ଭୋଇ, ରଘୁନାଥ ବାବୁ,  କାଉନସିଲର ଶମ୍ଭୁ ନାଗ, ମୋହନ ପଣ୍ଡା, ଶେଖର ପଣ୍ଡା,   କୁନୁ ପଣ୍ଡା, ରାଜକିଶୋର ଦାସ, ଗୋବିନ୍ଦ ସାହୁ, ଶ୍ରୀମନ୍ତ ପଣ୍ଡା, କରୁଣାକର ରଣା, ସୁରେଶ ପଟେଲ, ସାମ୍ବାଦିକ ଗୋପବନ୍ଧୁ ଶତପଥୀ, ପୂର୍ଣ୍ଣ ଚନ୍ଦ୍ର ପଣ୍ଡା, ରଘୁ ନନ୍ଦନ ସିଂହଙ୍କ ସମେତ ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ।  ନେତାଜୀଙ୍କ ପ୍ରତିମୂର୍ତ୍ତିସ୍ଥଳୀର ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ ଖୁବଶୀଘ୍ର ଏକ ପ୍ରତିନିଧି ମଣ୍ଡଳୀ ଜିଲ୍ଲାପାଳଙ୍କୁ ସାକ୍ଷାତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳିତ   30-Aug-2026
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026

You Might Also Like