-+91-9937148622 |
prerana_bgr@rediffmail.com |
Monday 31st August 2026 |
R.N.I. Regd No. ODIODI/2010/46693
Breaking News
23-Jul-2022
ପାଟଣାଗଡ (ପୂର୍ଣ ଶଶୀ ଶେଖର ରାଓ) ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ଗ୍ରାମ ଓ ଏନ୍ ଏ ସି ର ବିଭିନ୍ନ ୱାର୍ଡରେ ବିଜୁ ଜନତା ଦଳର ୨୫ ତମ ପୂର୍ତ୍ତି ଉପଲକ୍ଷେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏଥିରେ ଅଧ୍ୟକ୍ଷ, ଅଧ୍ୟକ୍ଷା, ଉପାଧ୍ୟକ୍ଷା, ଉପାଧ୍ୟକ୍ଷ, ଜିଲ୍ଲାପରିଷଦ, ସରପଞ୍ଚ, ସମିତିସଭ୍ୟ, ସମିତିସଭ୍ୟା, ୱାର୍ଡ ମେମ୍ବର, ବିଧାୟକ ପ୍ରତିନିଧି ଏବଂ ବିଜୁ ଜନତା ଦଳ ପଦାଧିକାରୀ ଓ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ