-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||     

HOME   ଜିଲ୍ଲା

ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ର ସବୁଜ ଗାଁ କାର୍ଯ୍ୟକ୍ରମ ଶୁଭାରମ୍ଭ

23-Jul-2022



ବଲାଙ୍ଗୀର//ଆଜି ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ପରିବେଶ ସୁରକ୍ଷା ଜୀବନ ରକ୍ଷା ନାରା ନେଇ ସବୁଜ ଗାଁ ନାମକ ଏକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି...... ଆଜି ଏହି କାର୍ଯ୍ୟକ୍ରମ ର ଶୁଭାରମ୍ଭ ଆଗଲପୁର ବ୍ଲକ ଅନ୍ତର୍ଗତ ହରଭଙ୍ଗା ଗାଁ ରେ କରାଯାଇଛି...ଏହି କାର୍ଯ୍ୟକ୍ରମ ଅବସରରେ ୩ ସହ ଚାରା ରୋପଣ କରାଯିବା ସହ ଏକ ରକ୍ତଦାନ ଶିବିର ଏବଂ କରୋନା ଟୀକା ସଚେତନତା ଓ ଟୀକା କରଣ କରାଯାଇଥିଲା.......... ରକ୍ତଦାନ ଶିବିର ରେ 25 ୟୁନିଟ ରକ୍ତ ସଂଗ୍ରହ କରିବା ସହ ବହୁ ଲୋକଙ୍କୁ ଏମ ରାଇଟ ଅନୁଷ୍ଠନ ସହଯୋଗ ରେ ଦିଆଯାଇଥିଲା...

ଏହି କାର୍ଯ୍ୟକ୍ରମ ଅନୁଷ୍ଠାନ ର ଅଧକ୍ଷ ସୋମନାଥ ମିଶ୍ର ଙ୍କ ଅଧକ୍ଷତା ରେ ହୋଇଥିବା ବେଳେ ସମାଜସେବି ଡୋଲମଣୀ ସାହୁ, ପବିତ୍ର ପଧାନ, ଅନୁଭବ ସାହୁ ଙ୍କ ସଂଯୋଜନା ରେ ହୋଇଥିଲା...
ଅନୁଷ୍ଠାନ ର ଉପଦେଷ୍ଟା ପ୍ରଭାସ ପାଣିଗ୍ରାହୀ, ଉପଦେଷ୍ଟା ନିହାର ବେହେରା, ରାଜେନ୍ଦ୍ର ହୋତା ସାଂସ୍କୃତିକ ଉପଦେଷ୍ଟା ବାସୁ ସା ଉପସ୍ଥିତ ଥିଲେ...
ତାସହ କାର୍ଯ୍ୟକ୍ରମ କୁ ବିଙ୍ଗ ହ୍ୟୁମାନ ଆଗଲପୁର ର ଅଧକ୍ଷ ସଂଯୋଗ ସାହୁ, ବାସୁଦେବ କର, ସତ୍ୟ ଠାକୁର, ଭରତ ସାହୁ, ଶରତ ସାହୁ, ହରିଶ୍ଚନ୍ଦ୍ର ବିଶ୍ୱାଳ, ଦୁଷ୍ମନ୍ତ ପଧାନ, ରାକେଶ ସାହୁ, ପିଣ୍ଟୁ ଯୋଶୀ, ବୁଦ୍ଧଦେବ ସାହୁ, ନିତ୍ୟା ସାହୁ, ପିଣ୍ଟୁ ରଣା, ଶ୍ରୀପତି ପଧାନ ସମେତ ବହୁ ସଦସ୍ୟ ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳିତ   30-Aug-2026
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026

You Might Also Like