-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||     

HOME   ମନୋରଞ୍ଜନ

ଜୀ ସାର୍ଥକରେ ଖୁବଶୀଘ୍ର ଆସୁଛି ‘ସା ରେ ଗା ମା ପା – ସ୍ୱରର ମହାମଞ୍ଚ’

24-Jul-2022



ଭୁବନେଶ୍ବର // ଜୀ ସାର୍ଥକରେ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଓଡିଶାର ସବୁଠାରୁ ବଡ ସିଂଗିଙ୍ଗ ରିୟାଲିଟି ସୋ ‘ସା ରେ ଗା ମା ପା – ସ୍ୱରର ମହାମଞ୍ଚ’। ଯେଉଁ ସୋ’ରୁ ସଫଳତା ପାଇ ଆଜି ଓଡିଆ ସଂଗୀତ ଦୁନିଆରେ ଅନେକ ରାଜ୍ କରୁଛନ୍ତି, ସେହି ମେଗା ସୋ’ ପୁଣିଥରେ ଦର୍ଶକଙ୍କ ପାଖକୁ ଫେରୁଛି । ଜୀ ସାର୍ଥକ ପକ୍ଷରୁ ଏନେଇ ଘୋଷଣା କରାଯାଇଛି । ସ୍ୱର ଓ ସଂଗୀତକୁ ଭଲ ପାଉଥିବା ଏବଂ ଏଥିରେ କ୍ୟାରିୟର ଗଢ଼ିବାକୁ ଚାହୁଁଥିବା କଳାକାର ମାନଙ୍କ ପାଇଁ ଏହି ସୋ ଏକ ବଡ ପ୍ଲାଟ୍ ଫର୍ମ । ଗତ  ସିଜିନ ତୁଳନାରେ ଚଳିତଥର ‘ସା ରେ ଗା ମା ପା – ସ୍ୱରର ମହାମଞ୍ଚ’ ଓଡିଶାରେ ଚହଳ ପକାଇବା ଆରମ୍ଭ କରିଛି । 

ଏହି ମେଗା ସୋ’ ପାଇଁ ଅଡିସନ ଆରମ୍ଭ ହୋଇଯାଇଛି । ଭୁବନେଶ୍ୱର ଓ ବାଲେଶ୍ୱରରେ ନିକଟରେ ଅଡିସନ ଶେଷ ହୋଇଥିବା ବେଳେ ବୁଧବାର  କେନ୍ଦୁଝରରେ ବି ଅଡିସନ ହୋଇଛି । ଶହ ଶହ ସଂଖ୍ୟାରେ ପ୍ରତିଯୋଗୀମାନେ ଅଡିସନ ଭାଗ ନେଉଛନ୍ତି । ଆସନ୍ତା ୨୩ ଜୁଲାଇରେ ବଲାଙ୍ଗୀର, ୨୪ରେ ରାଉରକେଲା, ୨୭ରେ ଯାଜପୁର ଟାଉନ,ଅଗଷ୍ଟ ୨ରେ ବ୍ରହ୍ମପୁର ଓ ଅଗଷ୍ଟ ୭ ରେ କଟକରେ ଅଡିସନ ହେବାର କାର୍ଯ୍ୟକ୍ରମ ରହିଛି  । ଏ ସମ୍ପର୍କରେ ଅଧିକ ଜାଣିବା ପାଇଁ ଜୀ ସାର୍ଥକ ଚ୍ୟାନେଲ କିମ୍ବା ଚ୍ୟାନେଲର ସୋସିଆଲ ମିଡିଆ ପେଜ ସହ ଯୋଡି ହୋଇ ରହିବାକୁ ଚ୍ୟାନେଲ ପକ୍ଷରୁ କୁହାଯାଇଛି । ‘ସା ରେ ଗା ମା ପା’ ହେଉଛି ଓଡିଆ ଟିଭି ଦୁନିଆରେ ସବୁଠାରୁ ବଡ ମ୍ୟୁଜିକ ରିୟାଲିଟି ସୋ । ଏହି ସୋ ମାଧ୍ୟମରେ ଓଡିଶାର କୋଣ ଅନୁକୋଣରୁ କଳାକାରମାନେ ଢ଼େର ସୁଯୋଗ ପାଇଥାନ୍ତି । ଏମିତିକି ଏହି ରିୟଲିଟି ସୋରୁ ଅନେକ ନାମୀ କଣ୍ଠଶିଳ୍ପୀ ଏବେ ଓଡିଶା ସଂଗୀତ ଦୁନିଆରେ ପ୍ରତିଷ୍ଠିତ ହୋଇଛନ୍ତି । ସେମାନଙ୍କ ଭଳି ନୂଆ ପିଢ଼ୀର କଣ୍ଠଶିଳ୍ପୀମାନେ ଏହି ବଡ ପ୍ଲାଟଫର୍ମରେ ନିଜକୁ ପ୍ରମାଣିତ କରିପାରିବେ । 

‘ସା ରେ ଗା ମା ପା- ସ୍ୱରର ମହାମଞ୍ଚ’ଏଥର ଜଜ୍ ଭାବେ ରହିବେ ଯୁବଗୋଷ୍ଠୀଙ୍କ ପ୍ରଥମ ପସନ୍ଦ କଣ୍ଠଶିଳ୍ପୀ ସ୍ୱୟମ୍ ପାଢ଼ୀ, କୁଲଦୀପ ପଟ୍ଟନାୟକ, ଦିପ୍ତୀରେଖା ପାଢ଼ୀ, ଅସୀମା ପଣ୍ଡା । ଓଡିଶାର ଏହି ନାମୀଦାମୀ କଣ୍ଠଶିଳ୍ପୀମାନେ ନୂଆ ପ୍ରତିଭାମାନଙ୍କୁ ବିଚାରକଭାବେ ରହି ଚୟନ କରିବେ । ସେହିଭଳି ମହାଗୁରୁ ଭାବେ ବରିଷ୍ଠ ତଥା ପ୍ରତିଷ୍ଠିିତ କଣ୍ଠଶିଳ୍ପୀ ଇରା ମହାନ୍ତିଙ୍କୁ ଦେଖିବାକୁ ମିଳିବ । ମହାଗୁରୁ ଭାବେ ଈରା ପ୍ରଥମ ଥର ପାଇଁ ମ୍ୟୁଜିକ ରିୟାଲିଟି ସୋରେ ରହିବେ । ବର୍ଷ ବର୍ଷ ଧରି ଓଡିଆ ସଂଗୀତ ଦୁନିଆରେ ରାଜ୍ କରିଛନ୍ତି ଇରା ମହାନ୍ତି । ଅନେକ ଭାବପୂର୍ଣ୍ଣ ଭଜନ ସହ ସୁପରହିଟ୍ ଆଲବମ୍ ଓ ବମ୍ପର ହିଟ୍ ସିନେମା ଗୀତରେ ସେ କଣ୍ଠଦାନ କରିଛନ୍ତି । ଏଥର ଆହୁରି ବଡ ଧରଣର ହେବାକୁ ଯାଉଛି ‘ସା ରେ ଗା ମା ପା – ସ୍ୱରର ମହାମଞ୍ଚ’ ।

(ଅମୃତ ନନ୍ଦଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   31-Aug-2026
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳିତ   30-Aug-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm