-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||     

HOME   ଜିଲ୍ଲା

ମେଗା ରକ୍ତ ଦାନ ଶିବିର ଅବସରରେ ସୋନପୁର ଟାଉନ୍ ଥାନା ରେ ପ୍ରସ୍ତୁତି ବୈଠକ

24-Jul-2022



ସୁବର୍ଣ୍ଣପୁର/ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଙ୍କ ନିର୍ଦେଶ କ୍ରମେ ଆମ ପୋଲିସ ବ୍ୟବସ୍ଥା ମାଧ୍ୟମରେ ସୋନପୁର ଟାଉନ୍ ଥାନା ପୋଲିସ ତରଫରୁ ଅନୁଷ୍ଟିତ ହେବାକୁ ଥିବା ଆସନ୍ତା 27ତାରିଖ ବୁଧବାର ଦିନ ମେଗା ରକ୍ତ ଦାନ ଶିବିର ସକାଶେ ଆଜି ସଂଧ୍ୟା   ୭ ଘଟିକାରେ ଥାନା ରେ ଏକ  ପ୍ରସ୍ତୁତି ବୈଠକ କରାଯାଇଥିଲା । ଏସ ଆଇ ପିୟୁଷ ନାଏକଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ଏହି  କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଆଇ ଆଇ ପ୍ରଦ୍ୟୁମ୍ନ ପଟେଲ ,  ସମ୍ମାନିତ ଅତିଥି ଶ୍ରୀବତ୍ସ ମଲିକ ଯୋଗ ଦେଇ ଉପସ୍ଥିତ ସହରର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ କର୍ମକର୍ତା କୁ ସ୍ବାଗତ କରିଥିଲେ ଏବଂ ଆଗାମୀ ମେଗା ରକ୍ତ ଦାନ ଶିବିର ରେ  ରକ୍ତ ଦାନ ମାଧ୍ୟମ ରେ ସମସ୍ତ ସହାୟତା ଯୋଗାଇ ଦେବାକୁ ନିବେଦନ କରିଥିଲେ । ଆମ ପୋଲିସ୍ ବ୍ୟବସ୍ଥା ମାଧ୍ୟମରେ

ଆଜିର ଏହି ବୈଠକ କେବଳ ରକ୍ତ ଦାନ କ୍ଷେତ୍ର ରେ ନୁହେଁ , ଏହା ପୋଲିସ ଓ ପବ୍ଲିକ ମଧ୍ଯ ରେ ସୂ ସଂପର୍କ ସ୍ଥାପନ ଓ ପୋଲିସ ସାଧାରଣ ଲୋକଙ୍କ ନିକଟତର ହୋଇ ଉତ୍ତମ ସେବା ଯୋଗାଇ ପାରିବ ବୋଲି ସମସ୍ତ ଅତିଥି  ପ୍ରକାଶ କରିଥିଲେ । ଶେଷରେ ହମ୍ ହଙ୍ଗେ କାମିଆବ ସଙ୍ଗୀତ ମାଧ୍ୟମ ରେ ଏ ଏସ ଆଇ ଶ୍ରୀ  ଦିଲୀପ ସାହୁ ଉପସ୍ଥିତ ବୁଦ୍ଧିଜୀବୀ ଓ ସ୍ବେଛାସେବୀ ସଂଗଠନ କୁ ଧନ୍ୟବାଦ୍ ଅର୍ପଣ କରିଥିଲେ l ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026
  ଜିଲ୍ଲା  
*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   31-Aug-2026
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026

You Might Also Like