-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବିଭିନ୍ନ ସମସ୍ୟାକୁ ନେଇ ଗରିବ ସେନାର ଦାବିପତ୍ର

24-Jul-2022



ସିନ୍ଧେକେଲା:  ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବିଭିନ୍ନ ସମସ୍ୟାକୁ ନେଇ ଆଜି ଗରିବସେନା ପକ୍ଷରୁ ଦାବିପତ୍ର ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଦାନକରାଯାଇଛି । ସୂଚନାଯୋଗ୍ୟ ଯେ ଏହି ସ୍ୱାସ୍ଥ୍ୟକେନ୍ଦ୍ର ବଲାଙ୍ଗିର ଜିଲ୍ଲାର ଶେଷ ସୀମାନ୍ତରେ ରହିଥିବାରୁ ସିନ୍ଧେକେଲା ଅଞ୍ଚଳ ସମେତ କଳାହାଣ୍ଡି ଓ ନୂଆପଡା ଜିଲ୍ଲାର ଅନେକ ଗ୍ରାମର ରୋଗୀମାନେ ଏହି ସ୍ୱାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରିଥାନ୍ତି । ରୋଗୀମାନେ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆସିଲା ପରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି । ତେଣୁ କରି ସମସ୍ୟାର ସମାଧାନ ଯଥା ଶୀଘ୍ର କରାଯାଉ ବୋଲି ସାତ ଗୋଟି ଦାବି ଗୁଡ଼ିକ ପୂରଣ କରାଯିବା ପାଇଁ ଦାବିପତ୍ର ପ୍ରଦାନ କରାଯାଇଛି । ସାତ ଗୋଟି ଦାବି ଗୁଡ଼ିକ ମଧ୍ୟରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୨୪ ଘଣ୍ଟା ସ୍ୱାସ୍ଥ୍ୟସେବା ଯୋଗାଇଦେବା, ପର୍ଯ୍ୟାପ୍ତ ଅନୁଯାୟୀ ଡାକ୍ତର ଯୋଗାଇବା ଓ ରକ୍ତଦାନ କେନ୍ଦ୍ର ସ୍ଥାପନ କରିବା, ମର୍କ୍ୟୁରି ଶବ ରଖିବା ଗୃହ ସ୍ଥାପନ କରିବା, ପ୍ରତ୍ୟେକ ଉପ ସ୍ୱାସ୍ଥ୍ୟକେନ୍ଦ୍ର ରେ ଓପିଡ଼ି ଖୋଲିବା, ଦୈନିକ ଡ୍ୟୁଟି ବିବରଣୀ ସୂଚନା ଫଳକରେ ଉଲ୍ଲେଖ କରାଯାଇ ଗେଟ ସମ୍ମୁଖରେ ଗାର୍ଡ ରଖାଯିବା , ପୁରୁଣା କୋଠରୀ ଗୁଡ଼ିକରେ ବର୍ଷା ଯୋଗୁଁ ପାଣି ଝରୁଥିବାରୁ ତାହାର

ମରାମତି କରାଯାଇ ବେଡ଼ ସଂଖ୍ୟା ବୃଦ୍ଧି କରିବା , ସରକାରୀ ମାଗଣା ଔଷଧ ବିତରଣ କେନ୍ଦ୍ର ୨୪ ଘଣ୍ଟା ଖୋଲାଯିବା, ସ୍ୱାସ୍ଥ୍ୟକେନ୍ଦ୍ରର କର୍ମଚାରୀ, ନର୍ସ, ଡାକ୍ତର ଅଫିସ ପରିସରରେ ରହି ରୋଗୀଙ୍କ ସମସ୍ୟ ବୁଝିବା ଆଦି ସାମିଲ ଅଛି । ଦାବିପତ୍ର ପ୍ରଦାନରେ ଗରିବସେନା ସଭାପତି ଦିନେଶ ତାଣ୍ଡି ସମେତ ସ୍ଥାନୀୟ ସରପଞ୍ଚ ନରେଶ ଅଗ୍ରୱାଲ, ସାଂସଦ ପ୍ରତିନିଧି ଅନିଲ ନାଏକ, ପଶ୍ଚିମ ଓଡିଶା ଯୁବାମଞ୍ଚ ସଂଯୋଜକ ହେମନ୍ତ ସାହୁ, ସଞ୍ଜୟ ସିଂଦେଓ, ନୌରାଜ ରଣା, ଛବି ବେହେରା, ଡୋଳାମଣି ବେହେରା , ଭୋଳା ବେହେରା, ବୁଲୁକର ହିଆଲ, ସତ୍ତାର ଅଲି, ସୁଧୀର ବଛା , ପ୍ରକାଶ ସିଂ ବାଗ, ଅମୀର ପଣ୍ଡିଆ, ପ୍ରବେଶ ଜୈନ ପ୍ରମୁଖ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026
  ରାଜ୍ୟ  
Summer Camp Inaugurated at Brightmoor International School   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   04-May-2026
  ଜିଲ୍ଲା  
*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   04-May-2026
  ଜିଲ୍ଲା  
ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   04-May-2026
  ଜିଲ୍ଲା  
ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ   04-May-2026

You Might Also Like