-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ବିକାଶ ଶିକ୍ଷାନୁଷ୍ଠାନରେ ମ୍ୟାଟ୍ରିକ୍ ଶ୍ରେଣୀରେ ଉତ୍‌ତୀର୍ଣ୍ଣ ଏ-୧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

24-Jul-2022



ବରଗଡ଼(ନିରଞ୍ଜନ ତ୍ରିପାଠୀ) ବରଗଡ଼ ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ଚଳିତ ବର୍ଷ ଦଶମ ପରୀକ୍ଷାରେ ଶତକଡ଼ା ୯୦ ପ୍ରତିଶତରୁ ଉର୍ଦ୍ଧ୍ୱ ନମ୍ବର ରଖି ପାସ୍ ହୋଇଥିବା କୃତୀ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ପାଇଁ ମାନପତ୍ର ଓ ଟ୍ରଫି ପ୍ରଦାନ କରି ସମ୍ମାନୀତ କରାଯାଇଛି । ବିକାଶ ଶିକ୍ଷାନୁଷ୍ଠାନର ଅଡିଟୋରିୟମ୍‌ରେ ଅଧ୍ୟକ୍ଷ ଶ୍ରୀ ମୁରାରୀ ପ୍ରସାଦ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ ବରଗଡ଼, ବଲାଙ୍ଗୀର, ସୋନପୁର ଏବଂ ବୌଦ୍ଧ ଜିଲ୍ଲାର ପ୍ରାୟ ୩୦୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ତଥା ସେମାନଙ୍କର ଅଭିଭାବକମାନେ ଯୋଗ ଦେଇଥିଲେ । ଏଥିରେ ଅନୁଷ୍ଠାନର ଚେୟାର୍‌ମେନ୍ ଶ୍ରୀ ଡି.ମୁରଲୀ କ୍ରୀଷ୍ଣା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବିକାଶ ଅନୁଷ୍ଠାନରେ ଉପଲବ୍ଧ ଥିବା ବିଭିନ୍ନ ପାଠ୍ୟକ୍ରମ ଏବଂ ବିଗତ ଦିନମାନଙ୍କରେ ସଫଳତା ପାଇଥିବା ଛାତ୍ରଛାତ୍ରୀମାନଙ୍କ ସମ୍ବନ୍ଧରେ ଆଲୋକପାତ କରିଥିଲେ ଏବଂ କଠିନ ପରିଶ୍ରମ ସହିତ ନିଜ ଉପରେ ବିଶ୍ୱାସ ରଖିଲେ କୌଣସି ବି ଲକ୍ଷ୍ୟ ଅପହଂଚ ନୁହେଁ ବୋଲି ମତବ୍ୟକ୍ତ କରିଥିଲେ ତଥା ଛାତ୍ରଛାତ୍ରୀମାନଙ୍କୁ ପାଠପଢ଼ାରେ ବ୍ୟାଘାତ ସୃଷ୍ଟି କରୁଥିବା ପରିବେଶ ତଥା ସାମଗ୍ରୀଗୁଡ଼ିକଠାରୁ ଦୂରେଇ ରହିବାକୁ ପରାମର୍ଶ ଦେଇଥିଲେ । ସେହିପରି ମ୍ୟାନେଜିଂ ଡାଇରେକ୍ଟର ଶ୍ରୀ ଜି.ଭାସ୍କର ରାଓ ଛାତ୍ରଛାତ୍ରୀମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହିତ ସେମାନେ କିପରି ସୁନାଗରିକ ହୋଇ ଦେଶର ସେବା କରିପାରିବେ, ସେ ବିଷୟରେ ସୁଚିନ୍ତିତ ପରାମର୍ଶ ଦେଇଥିଲେ । ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀ ଡି.ନାଗେଶ୍ୱର ରାଓ ଅନୁଷ୍ଠାନରେ ଉପଲବ୍ଧ ବିଭିନ୍ନ ଆନୁସଙ୍ଗିକ ସୁବିଧା ବିଷୟରେ ଆଲୋକପାତ କରିଥିଲେ ତଥା ବିକାଶ ହାୟର୍ ସେକେଣ୍ଡାରୀ ସ୍କୁଲର ବିଭିନ୍ନ ପ୍ରବେଶିକା ପରୀକ୍ଷାରେ ଓ ବୋର୍ଡ ପରୀକ୍ଷାରେ ସଫଳ ହୋଇଥିବା ଛାତ୍ରଛାତ୍ରୀମାନଙ୍କର ନାମ ପ୍ରକାଶ କରିଥିଲେ । ଡାଇରେକ୍ଟର ଡ.ସମରେନ୍ଦ୍ର ନାଥ ପଣ୍ଡା ଓ ଡାଇରେକ୍ଟର ଏକାଡେମିକ୍ସ ଶ୍ରୀ ଜି.ରାମକ୍ରୀଷ୍ଣା ଅନୁଷ୍ଠାନରେ ଉପଲବ୍ଧ ଥିବା ବିଭିନ୍ନ ପ୍ରବେଶିକା ପରୀକ୍ଷା ଉପରେ ଆଲୋକପାତ କରିବା ସଙ୍ଗେସଙ୍ଗେ ଛାତ୍ରଛାତ୍ରୀମାନଙ୍କୁ ସଠିକ୍ ସମୟରେ ଉପଯୁକ୍ତ ନିଷ୍ପତ୍ତି ନେବା ପାଇଁ ପରାମର୍ଶ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଅଧ୍ୟାପକ-ଅଧ୍ୟାପିକାମାନେ ସହଯୋଗ କରିଥିଲେ । ଶେଷରେ ଏଡ୍‌ମିନିଷ୍ଟ୍ରେଟିଭ୍ ଅଫିସର୍ ଶ୍ରୀ ଏସ୍‌.କାନ୍ତା ରାଓ ଧନ୍ୟବାଦ ଅର୍ପଣ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026
  ଜିଲ୍ଲା  
*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   31-Aug-2026
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ