-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||     

HOME   ଜିଲ୍ଲା

ବିଜୁ ଜନତା ଦଳର ୨୫ ତମ ବର୍ଷ ପୂର୍ତ୍ତି ଅବସରରେ ବୃକ୍ଷରୋପଣ

24-Jul-2022



ଲୋଇସିଂହା/ଆଗଲପୁର (ବିନୋଦ କୁମାର ଦୀପ) ବିଜୁ ଜନତା ଦଳର ୨୫ ତମ ବର୍ଷ ପୂର୍ତ୍ତି ଅବସରରେ ଦଳ ର ସୁପ୍ରିମୋ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ବଲାଙ୍ଗୀର ଜିଲ୍ଲା ଲୋଇସିଂହା ନିର୍ବାଚନ ମଣ୍ଡଳୀର ଆମ ସମସ୍ତ ଜନସାଧାରଣଙ୍କ ପ୍ରିୟ ଯୁବନେତା ତଥା ରାଜ୍ୟ ଯୁବ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରାଙ୍କ

ନେତୃତ୍ୱରେ ଆଗଲପୁର ବ୍ଲକରେ ଜଙ୍ଗଲ ସଂରକ୍ଷଣ ଉପରେ ସଚେତନତା ସୃଷ୍ଟି କରି ଆଜି ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ବ୍ଲକ୍ ର ସରକାରୀ ପ୍ରାଥମିକ ବିଦ୍ୟାଳୟ ଫଟାମୁଣ୍ଡା, ଆଗଲପୁର ଡିଗ୍ରୀ କଲେଜ, ବଣ୍ଡାବାହାଲ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ଗଛ ଲଗାଇବା (ବନ ମହୋତ୍ସବ)ପାଳନ କରାଗଲା l ପରିବେଶକୁ ସବୁଜ ସୁନ୍ଦର କରି ରଖିବା ଏଥିରେ ଜିଲ୍ଲାର ଜୋନ ନମ୍ବର ୧ର

ଜିଲ୍ଲା ପରିଷଦ ସଭାପତି  ଦେବକୀ ସାହୁ , ଜୋନ ନମ୍ବର ୨ର ଜିଲ୍ଲା ପରିଷଦ ବୀଣାପାଣି ଦାଶ, ଜିଲ୍ଲା ଯୁବ ସଭାପତି ରାଜିନ୍ଦ୍ର ପ୍ରସାଦ ହୋତା, , ବ୍ଲକ ସଭାପତି ପଞ୍ଚୁ ପଧାନ, ବ୍ଲକ ଯୁବ ସଭାପତି ନାରାୟଣ ସାହୁ, ଛାତ୍ର ସଭାପତି ଆନନ୍ଦ ଯୋଶୀ ଆଗଲପୁର ପଞ୍ଚାୟତ ସଭାପତି ରାମଚନ୍ଦ୍ର ମେହେର,ଉପରବାହାଲ ସରପଞ୍ଚ ମାମି ସାହୁ ,ସ୍କୁଲ ର ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ର, ଛାତ୍ରୀ ଓ ବିଜୁ ଜନତା ଦଳର ଅନେକ କର୍ମୀ ବୃକ୍ଷ ରୋପଣ କାଯ୍ୟକ୍ରମରେ ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026
  ଜିଲ୍ଲା  
*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   31-Aug-2026
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026

You Might Also Like