-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ତରଫରୁ ବୃକ୍ଷରୋପଣ

24-Jul-2022



ବଲାଙ୍ଗିର(ପ୍ରେରଣା ଖବର) ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ତରଫରୁ ଲୋଇସିଂହା ବ୍ଲକ ହରିହର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଯୋଗୀସୁର୍ଡା ଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୭୦ଟି ଚାରା ରୋପଣ କରାଯାଇଥିଲା । ଏଥିରେ ଅବସରପ୍ରାପ୍ତ ଗୋଇନଦା ବିଭାଗ ଏଏସ୍‌ଆଇ ଯୁଧିଷ୍ଠିର ପଧାନ ମୁଖ୍ୟ ଅତିଥି ଥିବା ବେଳେ ଯୋଗୀସର୍ଡା ସରପଂଚ ବିଜୁଳି ପଧାନ ଓ ବୁଢିପଦର ସରପଂଚ ଲକ୍ଷ୍ମୀ ପଧାନ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜର ସମସ୍ତ କାର୍ଯ୍ୟ ପ୍ରଶଂସନୀୟ ବୋଲି ଅତିଥିଗଣ ତାଙ୍କ ବକ୍ତବ୍ୟରେ କହିଥିଲେ । ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ସଭାପତି ଅସୀମ କୁମାର ଭୋଇ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ, ସିତାରାମ ପଧାନ ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଯୁବ କୁଲୁତା ସମାଜର ସକ୍ରିୟ ସଦସ୍ୟ ବିରେନ୍ଦ୍ର ବିଶ୍ୱାଲ, ଚନ୍ଦ୍ରକାନ୍ତ ସାହୁ, ସସାଙ୍କ ପଧାନ, ଜୟନ୍ତ ପଧାନ, ବ୍ୟାସ ବିଶ୍ୱାଲ, ବଚନ ବିଶ୍ୱାଲ, ମୁକେଶ ପଧାନ, ଗୋବର୍ଦ୍ଧନ ପଧାନ, ଶେଷଦେବ ସାହୁ ପ୍ରମୁଖ ସହଯୋଗ କରିଥିଲେ । ଏଥିରେ ବଲାଙ୍ଗିର, ପୁଇଁତଲା, ଆଗଲପୁର, ଲୋଇସିଂହା ଓ ଦେଓଗାଁ ବ୍ଲକର ସଦସ୍ୟାମାନେ ଉପସ୍ଥିତ ଥିଲେ । ଶେଷରେ ଦୈତାରୀ ସାହୁ ଧନ୍ୟବାଦ ଜ୍ଞାପନ କରିଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026
  ଜିଲ୍ଲା  
*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   31-Aug-2026
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026

You Might Also Like