-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||     

HOME   ଜିଲ୍ଲା

ରାଜ୍ୟ ଯାଦବ ବୁଦ୍ଧଜୀବୀ ମଞ୍ଚ ଓଡିଶା ଅଫିସ ଗୃହ ଉଦ୍‌ଘାଟିତ

24-Jul-2022



ବଲାଙ୍ଗିର,(ପ୍ରେରଣା ଖବର) ଭୁବନେଶ୍ୱର ସ୍ଥିତ ବିଜୟ ବିହାର ଠାରେ ଯାଦବ ବୁଦ୍ଧିଜିବୀ ମଞ୍ଚ ଓଡିଶାର ରାଜ୍ୟ କାର୍ଯ୍ୟାଳୟ ଉଦ୍‌ଘାଟିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଉଦ୍‌ଘାଟକ ଭାବରେ କୁମରବର ଦାସ ଅବସରପ୍ରାପ୍ତ କୂଳପତି, ଫକିର ମୋହନ ବିଶ୍ୱ ବିଦ୍ୟାଳୟ ବାଲେଶ୍ୱର ଯୋଗ ଦେଇଥିଲେ ।  ସଦୟ ଉପସ୍ଥିତି ରମାକାନ୍ତ ଦାସ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ, ଛବିଳ ବଗର୍ତ୍ତି ରାଜ୍ୟ ସଭାପତି ଯାଦବ ବୁଦ୍ଧିଜିବି ମଂଚ, କୁଶଧର ପ୍ରଧାନ ପ୍ରାଧ୍ୟାପକ ବ୍ୟାସ ନଗର ମହାବିଦ୍ୟାଳୟ, ଯାଜପୁର, ଧବଳେଶ୍ୱର ବାଗ ଆବାହକ ଯାଦବ ବୁଦ୍ଧିଜିବି ମଂଚ ଓଡିଶା ରହିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଓଡିଶାରୁ ଶତାଧିକ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥିଲେ ଯଥା କଳାହାଣ୍ଡି ସଭାପତି ନାରାୟଣ ବଗର୍ତ୍ତୀ ସମ୍ପାଦକ ମଳୟ ଗଉଡ, ବଲାଙ୍ଗିର ରୁ ଅଧ୍ୟାପକ କବିରାଜ ଭୋଇ, ବିଜୟ ବାଗ ଶିକ୍ଷକ, ସୋନପୁର ରୁ ଆଇନଜିବୀ ତପନ ଦୁଆଚି, ଆଇନଜିବୀ ରାକେଶ ଦୀପ ଏବଂ ଅନେକ ବୁଦ୍ଧିଜୀବି ଯୋଗ ଦେଇଥିଲେ । ଭୁବନେଶ୍ୱରରୁ ଟଙ୍କଧର ଦାସ, ଅଶୋକ ଗଉଡ ଏବଂ ଅନେକେ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ । କାର୍ଯ୍ୟକ୍ରମକୁ ବିରେନ୍ଦ୍ର ବନଛୋର ଜିଲ୍ଲା ସଭାପତି ପରିଚାଳନା କରିଥିବା ବେଳେ ଆବାହକ ଧବଳେଶ୍ୱର ବାଗ ଧନ୍ୟବାଦ ଦେଇଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026
  ଜିଲ୍ଲା  
*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   31-Aug-2026
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026

You Might Also Like