-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ଦଳିତ ବିକାଶ ମଞ୍ଚର ସାଧାରଣ ପରିଷଦ ବୈଠକ ଓ  ନୂତନ କର୍ମକର୍ତ୍ତା ନିର୍ବାଚିତ

24-Jul-2022



ବଲାଙ୍ଗୀର(ପ୍ରେରଣା ଖବର)  ଜିଲ୍ଲା ଦଳିତ ବିକାଶ ମଞ୍ଚ ବଲାଙ୍ଗିରର ସାଧାରଣ ପରିଷଦ ବୈଠକ ସ୍ôଥାନୀୟ ଡୁଙ୍ଗୁରିପଡା ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ନଟରାଜ ନାଗଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ ସଭାରେ ସମ୍ପାଦକ ବିପିନ ନନ୍ଦ, କୋଷାଧ୍ୟକ୍ଷ ମୁରଳିଧର ସୁନା, ଭୁବନ ନାଗ, ଆଇନଜୀବୀ ପ୍ରତିସାଗର ମହାନନ୍ଦ, ଶିକ୍ଷାବିତ ମିନକେତନ କୁମ୍ଭାର ମଞ୍ଚାସୀନ ଥିଲେ । ନିକଟ ଅତୀତରେ ଅନୁଷ୍ଠାନଟି ପଞ୍ଜିକୃତ ହୋଇଥିବାରୁ ଜିଲ୍ଲା ପ୍ରଶାସନକୁ ସଭାରେ ଧନ୍ୟବାଦ ଦିଆଯାଇଥିଲା । ଚଳିତ ବର୍ଷ କରାଯାଇଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟଗୁଡିକ ଉପରେ ଆଲୋଚନା ହୋଇଥିଲା । ସଭାର ଦ୍ୱିତୀୟ ଅଧିବେଶନରେ ନୂତନ କାର୍ଯ୍ୟକାରୀ କମିଟୀ ନିମନ୍ତେ ସଭ୍ୟ ମନୋନୟନ କରାଯାଇଥିଲା । ସର୍ବସମ୍ମତି କ୍ରମେ ନଟରାଜ ନାଗ ସଭାପତି, ଲୋକନାଥ ସୁନା (କ) ଓ ଗୋପବନ୍ଧୁ ଜଗଦଲା ଉପସଭାପତି, ଭୁବନ ନାଗ ସାଧାରଣ ସମ୍ପାଦକ, ନୀଳକଣ୍ଠ ସୁନା ସହ ସମ୍ପାଦକ,

ହେମସୁନ୍ଦର ନାଗ ସାଙ୍ଗଠନିକ ସମ୍ପାଦକ, ବୃନ୍ଦାବନ ନାଗ କୋଷାଧ୍ୟକ୍ଷ, ବିିରେନ୍ଦ୍ର ରାୟ ସହ କୋଷାଧ୍ୟକ୍ଷ ରୂପେ ମନୋନୀତ ହୋଇଥିବା ବେଳେ ଆଇନ ପରାମର୍ଶଦାତା ରୂପେ ପ୍ରୀତିସାଗର ମହାନନ୍ଦ ଓ ହିସାବ ନିରୀକ୍ଷକ ରୂପେ ବିପିନ ନନ୍ଦ, ଦଶମୁ ସୁନା ମନୋନୀତ ହୋଇଥିଲେ । ନେପାଲ ଚନ୍ଦ୍ର ବାଗ ଗଣମାଧ୍ୟମ ସଂଯୋଜକ ରୂପେ ମନୋନୀତ ହୋଇଥିଲେ । ମୁରଳୀଧର ସୁନା, ଘନଶ୍ୟାମ ମହାନନ୍ଦ, ଲୋକନାଥ ସୁନା (ଖ), ବାସୁଦେବ ମୁଗ୍ରୀ ଓ ମିନକେତନ କୁମ୍ଭାର କାର୍ଯ୍ୟକାରୀ କମିଟୀର ସଭ୍ୟ ରୂପେ ବଛା ଯାଇଥିଲେ । ଗୋବର୍ଦ୍ଧନ ଭୋଇ, କରୁଣାକର ବାଗ, ନୀଳାଚଳ ଦୀପ, ଯୁଗଲାଲ ଜଗଦଲା, କଳିଙ୍ଗ ସୁନା, ସୁରେଶ ଦେବ, ସୁରେନ୍ଦ୍ର ଛତର, ବିମ୍ବାଧର ମହାନନ୍ଦ, ଭିମସେନ ବାଗ, ହଳଧର ନିଆଲ, ମେଘରାଜ ଜଗଦଲା, ବିଶ୍ୱମିତ୍ରା ନାଗ, ଚୈତନ୍ୟ କୁମ୍ଭାର, ନରେନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ । ସଭାର ପ୍ରାରମ୍ଭରେ ଦଣ୍ଡୁୁଆ କୁମ୍ଭାରଙ୍କ ନେତୃତ୍ୱରେ ବୁଦ୍ଧ ବନ୍ଦନା ଅନୁଷ୍ଠିତ ହୋଇଥିଲା । ସଭାର ସଂଯୋଜନା ଘନଶ୍ୟାମ ମହାନନ୍ଦ କରିଥିବା ବେଳେ ସଭ୍ୟ ନେପାଲ ବାଗ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026
  ଜିଲ୍ଲା  
*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   31-Aug-2026
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026

You Might Also Like